• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Amarendra Mohapatra by Amarendra Mohapatra
May 22, 2025
in ରାଜ୍ୟ
0
ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ ହେଉଥିବା ପି. ଏମ୍. ଜନମନ୍ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି ।

ଏହି ସମୀକ୍ଷା ବୈଠକରେ ଉପସ୍ଥିତ ସମସ୍ତ ସଚିବ ମାନଙ୍କୁ, ରାଜ୍ୟର ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନାର ପ୍ରତ୍ୟେକ ଦୁର୍ଗମ ଅଂଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳ ମାନେ ଓ ଜିଲ୍ଲା ସ୍ତରରେ କାର୍ଯ୍ୟକରୁଥିବା ବିଭାଗୀୟ ଅଧିକାରୀ ମାନେ ମଧ୍ୟ ଚିହ୍ନଟ ହୋଇଥିବା ପ୍ରତ୍ୟେକ ଗ୍ରାମ ଓ ଜନବସତିକୁ ଯାଇ ସେଠାକାର ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ନିର୍ଦ୍ଦେଶ ଦେଇ କହିଥିଲେ।

ସୂଚନାଯୋଗ୍ୟ ଯେ, ପି. ଏମ୍. ଜନମନ୍ ଯୋଜନାରେ ଓଡ଼ିଶାର ୧୪ଟି ଜିଲ୍ଲାର ୫୫ଟି ବ୍ଲକ, ୧୭୫୧ ଟି ଗ୍ରାମ/ ଜନ ବସତି, ୨୮୯ଟି ଗ୍ରାମ ପଂଚାୟତ ଏବଂ ୨ ଟି ପୌର ପ୍ରଶାସିତ ଅଂଚଳ ଅନ୍ତର୍ଭୁକ୍ତ ଥିବା ବେଳେ ସମୁଦାୟ ୬୮,୬୦୫ଟି ପରିବାରର ୩,୧୪,୫୧୪ ଲୋକ ଏହି ଯୋଜନାର ସୁଫଳ ପାଇବେ ।

ବୈଠକରୁ ଜଣାଯାଇଛି ଯେ, ୨୦୨୬ ବର୍ଷ ଶେଷ ସୁଦ୍ଧା ୪୫,୪୦୮ଟି ଘର , ଗ୍ରାମ୍ୟ ଉନ୍ନୟନ ବିଭାଗ ପାଖରୁ ପ୍ରାୟ ୨୧୦ କିଲୋମିଟରର ପକ୍କା ସଡକ, ୧୬୪୬ ଟି ଗ୍ରାମକୁ ଟ୍ୟାପ୍ ଯୋଗେ ଜଳ ଯୋଗାଣ, ୩୫୧ଟି ଅଂଚଳରେ ମୋବାଇଲ ଟାୱାର ସଂଯୋଗୀକରଣ, ୪୦୫ଟି ଅଂଚଳର ଛାତ୍ର ଛାତ୍ରୀଙ୍କ ପାଇଁ ହଷ୍ଟେଲ ନିର୍ମାଣ, ୭୪ଟି ବହୁମୁଖୀ କେନ୍ଦ୍ର ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି।

ସମସ୍ତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

୧୪ ଟି ଜିଲ୍ଲାର ଯେଉଁ ଜନ ବସତିର(Habitation) ୫ କିଲୋମିଟର ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାହିଁ, ସେହିପରି ସମସ୍ତ ଅଂଚଳରେ ମୋବାଇଲ ମେଡିକାଲ ୟୁନିଟର ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା । ଏହିପରି ସମସ୍ତ ୧,୦୫୫ଟି ଜନ ବସତିକୁ ମୋବାଇଲ ମେଡିକାଲ ୟୁନିଟ ଯୋଗାଇ ଦିଆଯାଇଛି ଏବଂ ଏ କ୍ଷେତ୍ରରେ ଶତ ପ୍ରତିଶତ ସଫଳତା ହାସଲ ହୋଇଛି ବୋଲି ବୈଠକରୁ ଜଣା ଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।

ବିଶେଷତଃ ପିଭିଟିଜି ଅଂଚଳରେ ବସବାସ କରୁଥିବା ଆଦିବାସୀଙ୍କ ନିମନ୍ତେ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ମୋବାଇଲ କନେକ୍ସନ, ଆଦି କାର୍ଯ୍ୟ ଗୁଡିକୁ ଯଥାଶୀଘ୍ର ସମାପନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସଚିବ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଯୋଗାଯୋଗ ହୋଇପାରୁନଥିବା କିମ୍ବା ଦୁର୍ଗମ ଅଂଚଳ ଗୁଡିକୁ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ସଚିବ ମାନେ ପରିଦର୍ଶନରେ ଯାଇ ସେଠାକାର କାମ କିଭଳି ନିର୍ଦ୍ଧାରିତ ସମୟ ମଧ୍ୟରେ ସମାପ୍ତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଉକ୍ତ ବୈଠକରେ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ ଏବଂ ବିଭିନ୍ନ ବିଭାଗର ଶାସନ ସଚିବମାନେ ଉପସ୍ଥିତ ଥିଲେ ।

Tags: #CM Odisha#Mohana Majhi
Previous Post

ଦୂରହେଲା ଦ୍ୱନ୍ଦ୍ୱ, ମାତୃତ୍ୱ ଛୁଟି ସମସ୍ୟା ଦୂରହେଲା

Next Post

୧୭ତମ ପୋଲିସ କମିଶନରେଟ ସ୍ଥାପନା ଦିବସ – ୨୦୨୫

Amarendra Mohapatra

Amarendra Mohapatra

Next Post
୧୭ତମ ପୋଲିସ କମିଶନରେଟ  ସ୍ଥାପନା ଦିବସ – ୨୦୨୫

୧୭ତମ ପୋଲିସ କମିଶନରେଟ ସ୍ଥାପନା ଦିବସ - ୨୦୨୫

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News