• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

    ୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

    କଂଗ୍ରେସ ଣିଲା ଅନାସ୍ଥା ପ୍ରସ୍ତାବ

    କଂଗ୍ରେସ ଣିଲା ଅନାସ୍ଥା ପ୍ରସ୍ତାବ

    ସାର କଳାବଜାରୀ ନେଇ ଅନେକ ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି- ଯୋଗାଣ ମନ୍ତ୍ରୀ

    ସାର କଳାବଜାରୀ ନେଇ ଅନେକ ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି- ଯୋଗାଣ ମନ୍ତ୍ରୀ

    ବିଧାନସଭାର ମୋସୁମୀ ଅଧିବେଶନ ଆରମ୍ଭ

    ବିଧାନସଭାର ମୋସୁମୀ ଅଧିବେଶନ ଆରମ୍ଭ

    ସଂଗ୍ରାମ କେଶରୀ ପୃଷ୍ଟିଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

    ସଂଗ୍ରାମ କେଶରୀ ପୃଷ୍ଟିଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

    ହଜିଗଲାଣି ମୁକ୍ତା ଯୋଜନାର ପ୍ରକଳ୍ପର ଚି଼ହ୍ନ,ଲକ୍ଷାଧିକ ଟଙ୍କା ଚଳୁକରିଦେଲା ପୌରପାରିଷଦ

    ହଜିଗଲାଣି ମୁକ୍ତା ଯୋଜନାର ପ୍ରକଳ୍ପର ଚି଼ହ୍ନ,ଲକ୍ଷାଧିକ ଟଙ୍କା ଚଳୁକରିଦେଲା ପୌରପାରିଷଦ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

    ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

    ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

    ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

    ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

    ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

    ଲଗାଣ ବର୍ଷାରେ ଭାଙ୍ଗିଥିବା କଲଭର୍ଟକୁ ୨ଟ୍ରିପ୍ ମାଟି ପକାଇ ଡିଣ୍ଡିମ ପିଟୁଛି ପଞ୍ଚାୟତ ପ୍ରଶାସନ

    ଲଗାଣ ବର୍ଷାରେ ଭାଙ୍ଗିଥିବା କଲଭର୍ଟକୁ ୨ଟ୍ରିପ୍ ମାଟି ପକାଇ ଡିଣ୍ଡିମ ପିଟୁଛି ପଞ୍ଚାୟତ ପ୍ରଶାସନ

    ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ

    ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ

    ଶିଶୁ ଚାଲାଣ ବିରୋଧରେ ଗୋଷ୍ଠୀ ସଚେତନା କାର୍ଯ୍ୟକ୍ରମ

    ଶିଶୁ ଚାଲାଣ ବିରୋଧରେ ଗୋଷ୍ଠୀ ସଚେତନା କାର୍ଯ୍ୟକ୍ରମ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ପୁରୀରେ ଜାତୀୟ ପଂଚାୟତିରାଜ ଦିବସ ପାଳିତ

ଗ୍ରାମାଂଚଳର ବିକାଶ ବିନା ରାଜ୍ୟ ଓ ଦେଶର ବିକାଶ ଅସମ୍ଭବ : ମୁଖ୍ୟମନ୍ତ୍ରୀ

Amarendra Mohapatra by Amarendra Mohapatra
April 25, 2025
in ରାଜ୍ୟ
0
ପୁରୀରେ ଜାତୀୟ ପଂଚାୟତିରାଜ ଦିବସ ପାଳିତ
0
SHARES
9
VIEWS

୬ ଲକ୍ଷ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ, ୨ ଲକ୍ଷରୁ ଉର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ସହାୟତା ରାଶି ଏବଂ ୩୧୪ ଟି ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ଭିତିପ୍ରସ୍ତର
ଭୁବନେଶ୍ୱର, ୨୪ ଏପ୍ରିଲ୍ (ହି.ସ.) – ଆମ ଦେଶର ସମୁଦାୟ ଜନସଂଖ୍ୟାର ପ୍ରାୟ ୬୯ ପ୍ରତିଶତ ଗ୍ରାମାଞ୍ଚଳରେ ବସବାସ କରନ୍ତି। ଓଡ଼ିଶାରେ ୮୩ ପ୍ରତିଶତ ଲୋକ ଗାଁରେ ବସବାସ କରନ୍ତି। ତେଣୁ ଯେତେଦିନ ପର୍ଯ୍ୟନ୍ତ ଗ୍ରାମାଞ୍ଚଳର ବିକାଶ ହୋଇପାରିବ ନାହିଁ ସେତେଦିନ ପର୍ଯ୍ୟନ୍ତ ରାଜ୍ୟ ତଥା ଦେଶର ବିକାଶ ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁରୀ ଠାରେ ଆୟୋଜିତ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ପ୍ରଥମେ କାଶ୍ମୀର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ନିହତ ହୋଇଥିବା ପର୍ଯ୍ୟଟକମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ଶାସନ ବ୍ୟବସ୍ଥାର ମୂଳ କେନ୍ଦ୍ର ହେଉଛି ପଞ୍ଚାୟତିରାଜ ବ୍ୟବସ୍ଥା। ୧୯୯୩ ମସିହା ଅପ୍ରିଲ ୨୪ ତାରିଖ ଦିନ ୭୩ତମ ସମ୍ବିଧାନ ସଂଶୋଧନ ବିଲ୍ ପାରିତ ହୋଇ ପଞ୍ଚାୟତିରାଜ ବ୍ୟବସ୍ଥାର ବୈପବ୍ଳିକ ପରିବର୍ତନ ଅଣାଯାଇଥିଲା । ଶାସନ ପ୍ରଶାସନରେ ଜନମତର ପ୍ରାଧାନ୍ୟକୁ ସମ୍ମାନ ଦେବା ପାଇଁ ଆମେ ଏହି ଦିବସଟିକୁ ପାଳନ କରୁଛୁ। ଗ୍ରାମାଞ୍ଚଳ ବିକାଶ ପ୍ରକ୍ରିୟାରେ ଜନସହଭାଗିତା ବୃଦ୍ଧି ନିମନ୍ତେ ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ପ୍ରସ୍ତୁତିକୁ ଭାରତ ସରକାର ଅଗ୍ରାଧିକାର ଦେଉଛନ୍ତି। ଆମ ରାଜ୍ୟରେ ଲୋକମାନଙ୍କ ମୌଳିକ ସମସ୍ୟା ଦୂର କରିବା ଦିଗରେ ପଞ୍ଚାୟତିରାଜ ବ୍ୟବସ୍ଥା ଦୃଢତାର ସହ କାମ କରୁଛି। ଗତ ୩ ବର୍ଷ ଧରି ଆମ ରାଜ୍ୟର ଅନେକ ଗ୍ରାମ ପଞ୍ଚାୟତ ସର୍ବ ଭାରତୀୟ ସ୍ତରରେ ପ୍ରଶଂସିତ ହୋଇ ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି ।
ଆଜି ପଞ୍ଚାୟତିରାଜ ଶାସନ ବ୍ୟବସ୍ଥାରେ ୫୦ ପ୍ରତିଶତ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି । ଓଡ଼ିଶା ମାଟି ନାରୀମାନଙ୍କ ସାମଗ୍ରିକ ବିକାଶର ସ୍ୱପ୍ନ ସାକାର କରିବା ଲକ୍ଷ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାର ପ୍ରକୃତ ପ୍ରୟୋଗଶାଳା ଅଟେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଆଜି ରାଜ୍ୟରେ ମହିଳା ପଞ୍ଚାୟତ ପ୍ରତିନିଧିମାନେ ନିଜ ଅଞ୍ଚଳର ବିକାଶ ପାଇଁ ତତ୍ପର ହୋଇ କାମ କରୁଛନ୍ତି। ଗତ ପ୍ରାୟ ୩ ଦଶନ୍ଧି ଧରି ପଞ୍ଚାୟତିରାଜ ବ୍ୟବସ୍ଥା ଅନେକ ଜାତୀୟ ସ୍ତରୀୟ ଓ ରାଜ୍ୟ ସ୍ତରୀୟ ନେତୃତ୍ୱକୁ ଜନ୍ମ ଦେଇଛି । ଉଦାହରଣ ସ୍ୱରୂପ ସେ ନିଜେ ମଧ୍ୟ ୧୯୯୭ ମସିହାର ପଞ୍ଚାୟତ ପ୍ରତିନିଧି ଭାବେ ଜନସେବାରେ ଯୋଗ ଦେଇଛନ୍ତି ବୋଲି କହିଥିଲେ। ପଞ୍ଚାୟତ ସ୍ତରରୁ ପ୍ରିତିନିଧି ଭାବେ ଆସିଥିବା ଜନପ୍ରତିନିଧିମାନେ ତୃଣମୂଳ ସ୍ତରର ସମସ୍ୟାକୁ ହୃଦୟଙ୍ଗମ କରିଥାନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ପଞ୍ଚାୟତ ସ୍ତରରେ ଅନେକ ବିକାଶମୂଳକ କାର୍ଯ୍ୟ କାର୍ଯ୍ୟକାରୀ ହେଉଛି। ବିଗତ ଅଢେଇ ଦଶନ୍ଧିରେ ପଞ୍ଚାୟତିରାଜ ବ୍ୟବସ୍ଥାର ପ୍ରାଣକେନ୍ଦ୍ର ଗ୍ରାମସଭା ଓ ପଲ୍ଲିସଭାକୁ ସମ୍ପୂର୍ଣ୍ଣ ରୂପେ ପଙ୍ଗୁ କରି ଦିଆଯାଇଥିଲା । ଆମ ସରକାର ବ୍ୟବସ୍ଥା କରିଛନ୍ତି ଗ୍ରାମସଭା ଓ ପଲ୍ଲୀସଭାରେ ଗ୍ରାମବାସୀ ହିଁ ନିଷ୍ପତ୍ତି ନେବେ ଗାଁର ଉନ୍ନତି ପାଇଁ। ଆମ ସରକାର ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ କରିବାକୁ ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି । ବିଜୁଳି, ସଡକ, ପାଣି ପରି ଭିତ୍ତିଭୂମି ହେଉଛି ଗ୍ରାମାଞ୍ଚଳର ସବୁଠୁ ବଡ ପ୍ରାଥମିକତା । ଏହି ସବୁ ଭିତ୍ତିଭୂମି ନିର୍ମାଣକୁ ଆମେ ଗୁରୁତ୍ୱ ଦେଉଛୁ । ଏଥିପାଇଁ ଆମେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ପରିକଳ୍ପନା କରିଛୁ । ୨୦୨୬ ସୁଦ୍ଧା ସବୁ ଗ୍ରାମକୁ ପାନୀୟ ଜଳ ବ୍ୟବସ୍ଥା କରିବାକୁ ଆମେ ପଦକ୍ଷେପ ନେଇଛୁ ।
ସେ ପୁଣି କହିଥିଲେ ଯେ, ଅନ୍ତ୍ୟୋଦୟ ଗୃହ ଯୋଜନାରେ ୩ ବର୍ଷରେ ୭୫୫୦ କୋଟି ଟଙ୍କା ବିନିଯୋଗରେ ୫ ଲକ୍ଷ ଗରିବ ଲୋକଙ୍କୁ ଘର ଯୋଗାଇଦେବୁ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟରେ ୨୩ ଲକ୍ଷରୁ ଉର୍ଦ୍ଧ୍ୱ ଗୃହ ନିର୍ମିତ ହୋଇସାରିଛି ଏବଂ ୪ ଲକ୍ଷରୁ ଉର୍ଦ୍ଧ୍ୱ ଗୃହ ନିର୍ମାଣଧିନ ଅଛି । ପଞ୍ଚାୟତିରାଜ ବ୍ୟବସ୍ଥା ମାଧ୍ୟମରେ ଆମେ ଗ୍ରାମାଞ୍ଚଳବାସୀଙ୍କୁ ନ୍ୟାୟ ପ୍ରଦାନ କରିବୁ। ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିବା ସମସ୍ତ ପରିବାରକୁ ପକ୍କା ଘର ଯୋଗାଇଦେବା ପାଇଁ ଆମ ସରକାର ସଂକଳ୍ପବଦ୍ଧ।
ଆଜି ରାଜ୍ୟର ମହିଳାମାନେ ସୁଭଦ୍ରା ଯୋଜନାରେ ପାଇଥିବା ଅର୍ଥକୁ ସୁବିନିଯୋଗ କରିଛନ୍ତି। ଆମ ରାଜ୍ୟର ୧୭ ଲକ୍ଷ ମା’ ଲକ୍ଷପତି ଦିଦି ହୋଇ ଭାରତ ବର୍ଷରେ ଓଡ଼ିଶାକୁ ପ୍ରଥମ ସ୍ଥାନରେ ରଖିଛନ୍ତି। ଲକ୍ଷପତି ଦିଦି ଗଢିବାରେ ସୁଭଦ୍ରା ଯୋଜନାର ବହୁତ ବଡ଼ ଅବଦାନ ରହିଛି ବୋଲି ସେ କହିଥିଲେ। ସେ କହିଥିଲେ ଯେ, ଆମେ ରାଜ୍ୟବାସୀଙ୍କୁ ଯାହା କଥା ଦେଇଥିଲୁ ତାହା ଆମେ ୧୦ ମାସ ମଧ୍ୟରେ କାମରେ କରି ଦେଖାଇଛୁ । ଆମ ସରକାର କାମରେ ବିଶ୍ୱାସ କରେ।
ମୁଖ୍ୟମନ୍ତ୍ରୀ ଏହି ଅବସରରେ ୬ ଲକ୍ଷ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ପ୍ରଦାନ ପ୍ରକ୍ରିୟା, ଏନଆଇସି ଦ୍ୱାରା ପ୍ରସ୍ତୁତ ଇ-ପଞ୍ଚାୟତ ସଭା ପୋର୍ଟାଲ, ପି.ପି.ଏମ୍‌.ଏସ୍‌. ପୋର୍ଟାଲ, ପଞ୍ଚାୟତ ମନିଟରିଙ୍ଗ୍ ସିଷ୍ଟମ, ୬୧୩ଟି ଗ୍ରାମ ପଞ୍ଚାୟତକୁ ୩୨ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ବଣ୍ଟନ, ୨ ଲକ୍ଷରୁ ଉର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ୨ଟି କିସ୍ତିର ୧୦ ହଜାର ଟଙ୍କା ଲେଖାଏଁ ସମୁଦାୟ ୨୦୦ କୋଟି ଟଙ୍କା ପ୍ରଦାନର ଶୁଭାରମ୍ଭ କରିବା ସହିତ ୬ଟି ଟିଭି ବିଜ୍ଞାପନ ଓ ସୁଭଦ୍ରା କଫି ଟେବଲ୍ ପୁସ୍ତକର ଉନ୍ମୋଚନ କରିଥିଲେ । ରାଜ୍ୟରେ ୪,୧୨୪ କୋଟି ଟଙ୍କା ବିନିଯୋଗରେ ୩୧୪ଟି ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକର ୮ଜଣ ରାସନ କାର୍ଡ ହିତାଧିକାରୀ ଓ ୫ଜଣ ସୁଭଦ୍ରା ହିତାଧିକାରୀଙ୍କୁ ରାସନ କାର୍ଡ ଓ ସହାୟତା ରାଶି ପ୍ରଦାନ କରିଥିଲେ । ପୋଷଣ ଅଭିଯାନରେ ଶ୍ରେଷ୍ଠ ପୁଷ୍ଟି ପଞ୍ଚାୟତ ଭାବେ ନିମାପଡ଼ା ବ୍ଲକ ଅନ୍ତର୍ଗତ ସାଇଁଶ ଶାସନ ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କୁ ପୁରସ୍କୃତ କରିଥିଲେ ।
କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ ଯେ, ଶକ୍ତି ବିଭାଗ ମାଧ୍ୟମରେ ୨୦୨୬-୨୭ ସୁଦ୍ଧା ୩ ଲକ୍ଷ ଘରକୁ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ଆମେ ପଦକ୍ଷେପ ଆରମ୍ଭ କରିଛୁ। କେନ୍ଦ୍ର ଓ ରାଜ୍ୟ ସରକାର ଏଥିପାଇଁ ରିହାତି ଦେଇଛନ୍ତି । ପୋର୍ଟାଲ ମାଧ୍ୟମରେ ଯଥା ଶୀଘ୍ର ଆବେଦନ କରିବା ପାଇଁ ସେ ଅନୁରୋଧ କରିଥିଲେ।
ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଥିଲେ ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିଲା ପରେ ଗାଁରେ ବିକାଶର ସୁଅ ଛୁଟିଛି । ସୁଭଦ୍ରା ଗ୍ରାମାଞ୍ଚଳ ମହିଳାଙ୍କ ସ୍ଥିତିରେ ଆଜି ପରିବର୍ତ୍ତନ ଆଣିଛି । ଗାଁର ଚିତ୍ରକୁ ନୂଆ ରୂପରେ ଆଙ୍କିବା ପାଇଁ ଆମ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଛନ୍ତି । ଗାଁର ବିକାଶ ପାଇଁ ରାଜନୀତିରୁ ଉର୍ଦ୍ଧ୍ୱକୁ ଆସିବା ପାଇଁ ସେ ଆହ୍ୱାନ ଦେଇଥିଲେ।
ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ କହିଥିଲେ ଯେ, ଗ୍ରାମାଞ୍ଚଳର ମୌଳିକ ସମସ୍ୟାକୁ ଦୂର କରିବା ପାଇଁ ଆମେ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ କରିଛୁ। ଗାଁର ବିକାଶ ହେଲେ ଆମ ଦେଶର ବିକାଶ ହେବ । ଆଜି ପଞ୍ଚାୟତିରାଜ ଦିବସରେ ଯେଉଁ ଗାଁରେ ଆମର ଆତ୍ମା ଅଛି, ସେହି ଗାଁକୁ ସରଶ ସୁନ୍ଦର କରିବା ପାଇଁ ଆସନ୍ତୁ ଆମେ ସମସ୍ତେ ସଂକଳ୍ପ ନେବା।
କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟ ରଖିଥିଲେ ।
କାର୍ଯ୍ୟକ୍ରମରେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ବିହାର ମଧୁବନୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣର ସିଧା ପ୍ରସାରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ପୁରୀ ବିଧାୟକ ଶ୍ରୀ ସୁନିଲ କୁମାର ମହାନ୍ତି ଏବଂ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ପଞ୍ଚାୟତ ପ୍ରତିନିଧିମାନେ ଆଭାସୀ ମାଧ୍ୟମରେ ଯୋଡ଼ି ହୋଇଥିଲେ । ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଗିରୀଶ ଏସ୍‌.ଏନ୍ ସ୍ୱାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଡ. ମହେଶ୍ୱର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

Tags: #Mohana Majhi
Previous Post

ଆତଙ୍କବାଦୀଙ୍କୁ କୌଣସି ପରିସ୍ଥିତିରେ ଛଡା ଯିବନି : ମନମୋହନ ସାମଲ

Next Post

ପାରାଦୀପରେ ଜାତୀୟ ବିତରକ ମହାସଂଘ ବୈଠକ : କ୍ୱିକ୍- କମର୍ସ ଓ ଇ-କମର୍ସ ର ଆଧିପତ୍ୟକୁ ନେଇ ଚିନ୍ତାରେ.

Amarendra Mohapatra

Amarendra Mohapatra

Next Post
ପାରାଦୀପରେ ଜାତୀୟ ବିତରକ ମହାସଂଘ ବୈଠକ : କ୍ୱିକ୍- କମର୍ସ ଓ ଇ-କମର୍ସ ର ଆଧିପତ୍ୟକୁ ନେଇ ଚିନ୍ତାରେ.

ପାରାଦୀପରେ ଜାତୀୟ ବିତରକ ମହାସଂଘ ବୈଠକ : କ୍ୱିକ୍- କମର୍ସ ଓ ଇ-କମର୍ସ ର ଆଧିପତ୍ୟକୁ ନେଇ ଚିନ୍ତାରେ.

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

October 15, 2025
ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

October 15, 2025
ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

September 26, 2025
୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

September 20, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

October 15, 2025
ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

October 15, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News