• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ବାରିପଦାସ୍ଥିତ ଶ୍ରୀରାମ ଚନ୍ଦ୍ର ଭଂଞ୍ଜଦେଓ ବିଶ୍ୱ ବିଦ୍ୟାଳୟ ପରିସରରେ ‘ପିଏମ୍‌ ବିଶ୍ୱକର୍ମା’ ଓ ‘ରାଷ୍ଟ୍ରୀୟ ଏସ୍‌.ଟି-ଏସ୍‌.ସି ହବ୍‍’ କନ୍‌କ୍ଲେଭ୍‌ ଉଦଘାଟିତ

"ପିଏମ୍ ବିଶ୍ୱକର୍ମା ଯୋଜନାରେ ରାଜ୍ୟର ୧,୦୫,୩୬୧ ହିତାଧିକାରୀ ପଞ୍ଜୀକୃତ, ୧୮ ପ୍ରକାର କୌଳିକ ବୃତ୍ତି ସଂଯୁ

Amarendra Mohapatra by Amarendra Mohapatra
April 17, 2025
in ରାଜ୍ୟ
0
ବାରିପଦାସ୍ଥିତ ଶ୍ରୀରାମ ଚନ୍ଦ୍ର ଭଂଞ୍ଜଦେଓ ବିଶ୍ୱ ବିଦ୍ୟାଳୟ ପରିସରରେ ‘ପିଏମ୍‌ ବିଶ୍ୱକର୍ମା’ ଓ ‘ରାଷ୍ଟ୍ରୀୟ ଏସ୍‌.ଟି-ଏସ୍‌.ସି ହବ୍‍’ କନ୍‌କ୍ଲେଭ୍‌ ଉଦଘାଟିତ
0
SHARES
0
VIEWS

ବାରିପଦା (ସୁକୁମାର ରଣା)-ବାରିପଦାସ୍ଥିତ ଶ୍ରୀରାମ ଚନ୍ଦ୍ର ଭଂଞ୍ଜଦେଓ ବିଶ୍ୱ ବିଦ୍ୟାଳୟ କନ ଭେନସନ ହଲ ଠାରେ ‘ପିଏମ୍‌ ବିଶ୍ୱକର୍ମା’ ଓ ‘ରାଷ୍ଟ୍ରୀୟ ଏସ୍‌.ଟି-ଏସ୍‌.ସି ହବ୍‍’ କନ୍‌କ୍ଲେଭ୍‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି ଯେ  ସମାଜରେ ବହୁ ପୁରାତନ କାଳରୁ ବିଶ୍ୱକର୍ମା ମାନେ ଯଥା-ବଢେଇ, ରାଜମିସ୍ତ୍ରୀ, କୁମ୍ଭାର, ମୁର୍ତ୍ତିକାର, ବଣିଆ, ଡୋକ୍ରା କାରିଗର, ଚମଡା କାରିଗର, ନଡିଆ କତା ଶିଳ୍ପୀଙ୍କ ପରି ଅନେକ ଅନ୍ୟାନ୍ୟ କାରିଗର ନିଜର କୌଶଳ ଦ୍ୱାରା ଦେଶ ଓ ରାଜ୍ୟକୁ ସମୃଦ୍ଧ କରିଛନ୍ତି। ଏହି ପରମ୍ପରାକୁ ଅଧିକ ସମୃଦ୍ଧ ଓ ଗରିମାମୟ କରିବା ଏବଂ ଏହି ପାରମ୍ପାରିକ ଶିଳ୍ପୀ ଓ କାରିଗର ମାନଙ୍କୁ ଯଥୋଚିତ ସମ୍ମାନ ଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମସିହାରେ ପିଏମ୍ ବିଶ୍ୱକର୍ମା ଯୋଜନା ଆରମ୍ଭ କରିଛନ୍ତି।ଏହି ଯୋଜନାରେ ବଢେଇ, ଡଙ୍ଗା ନିର୍ମାତା, କମାର, ବଣିଆ, କୁମ୍ଭକାର, ମୂର୍ତ୍ତିକାର, ପଥର ଖୋଦେଇକାରୀ, ଜୋତା କାରିଗର, ରାଜମିସ୍ତ୍ରୀ, ନଡିଆ କତା ଶିଳ୍ପୀ, ଝୁଡି/ ଗାଲିଚା କାରିଗର, କଣ୍ଢେଇ ଓ ଖେଳଣା ନିର୍ମାତା, ନାପିତ, ରଜ୍ଜକ, ଫୁଲମାଳା ନିର୍ମାତା, ଦର୍ଜୀ, ମାଛ ଜାଲ ବୁଣାଳୀ ଆଦି ୧୮ ପ୍ରକାର ବୃତ୍ତିକୁ ସାମିଲ କରାଯାଇଛି। ଏହି ପାରମ୍ପାରିକ କାରିଗର ଓ ଶିଳ୍ପୀ ମାନଙ୍କୁ ବିଶ୍ୱକର୍ମା ଭାବରେ ପରିଚିତ କରି ଯୋଜନା ଅନ୍ତର୍ଭୁକ୍ତ ସୁବିଧା ହାସଲ କରିବା ନିମନ୍ତେ ସେମାନଙ୍କୁ ସମର୍ଥ କରାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ।

ଏହି ଯୋଜନାରେ ସମୟର ଆବଶ୍ୟକତା ଅନୁସାରେ ଆମର ଏହି ବିଶ୍ୱକର୍ମା ମାନଙ୍କୁ ପ୍ରୋତ୍ସାହନ, ସେମାନଙ୍କ ଦକ୍ଷତା ବିକାଶ ଓ ଆଧୁନିକ ଯନ୍ତ୍ରପାତିର ସହଯୋଗ ପ୍ରଦାନ କରାଯାଉଛି।ଏହି ଯୋଜନାରେ ବର୍ତ୍ତମାନ  ରାଜ୍ୟରେ ୧,୦୫,୩୬୧ ଜଣ ହିତାଧିକାରୀ ପଞ୍ଜୀକରଣ କରିଛନ୍ତି। ୭୭,୧୦୩ ଜଣ ହିତାଧିକାରୀ ମୌଳିକ ପ୍ରଶିକ୍ଷଣ ନେଇ ସାରିଛନ୍ତି। ୧୦,୫୨୩ ଜଣ ହିତାଧିକାରୀଙ୍କୁ ୠଣ ମଞ୍ଜୁର କରାଯାଇ ୮,୮୬୭ ଜଣ ହିତାଧିକାରୀଙ୍କୁ ୠଣ ପ୍ରଦାନ କରାଯାଇଛି। ସେହିଭଳି ମୟୂରଭଞ୍ଜ ଜିଲ୍ଲାର ୧,୮୩୧ ଜଣ ହିତାଧିକାରୀ ପଞ୍ଜୀକରଣ କରିଛନ୍ତି। ୧୪୭୫ ଜଣ ହିତାଧିକାରୀ ମୌଳିକ ପ୍ରଶିକ୍ଷଣ ନେଇଛନ୍ତି ଏବଂ ୨୦୯ ଜଣ ହିତାଧିକାରୀଙ୍କୁ ୠଣ ପ୍ରଦାନ କରାଯାଇଛି।
ମୟୂରଭଞ୍ଜ ଜିଲ୍ଲାର ଦୁଇ ଜଣ ଉଦ୍ୟୋଗୀଙ୍କ ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ ଯୁବପିଢିଙ୍କୁ କହିଥିଲେ ଯେ, ଆଜି ଆଉ ଚାକିରୀ ପଛରେ ପଡିବାର ଆବଶ୍ୟକତା ନାହିଁ। ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ଉଦ୍ୟୋଗୀ ବନାଇବା ପାଇଁ ସରକାରୀ ସ୍ତରରେ ୠଣ ଠାରୁ ତାଲିମ୍‌ ପର୍ଯ୍ୟନ୍ତ ସମସ୍ତ ସହାୟତା ପ୍ରଦାନ କରାଯାଉଛି। ଆପଣ ମାନେ ଆସନ୍ତୁ, ଏଥିରେ ସାମିଲ ହୁଅନ୍ତୁ, ଉଦ୍ୟୋଗୀ ବନନ୍ତୁ ଓ ଆଗକୁ ବଢନ୍ତୁ।ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ୨୦୧୪ ପରେ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର ଗଠନ ହେଲା ପରେ ଖଦୀର ପ୍ରଚାର ପ୍ରସାର ପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଗତ ଆର୍ଥିକ ବର୍ଷରେ ଖଦୀ ଓ ଭିଲେଜ୍ ଇଣ୍ଡଷ୍ଟ୍ରିର ଟର୍ଣ୍ଣଓଭର ୧.୫ ଲକ୍ଷ କୋଟିରେ ପହଞ୍ଚିଛି। ୧୦ ବର୍ଷ ମଧ୍ୟରେ ଏହାର ବିକ୍ରି ୪୦୦ ପ୍ରତିଶତ ବୃଦ୍ଧି ପାଇଛି ଏବଂ ଏ କ୍ଷେତ୍ରରେ ନିଯୁକ୍ତି ୮୧ ପ୍ରତିଶତ ବୃଦ୍ଧି ଘଟିଛି। ଭୁବନେଶ୍ୱର ଗଣ୍ଡମୁଣ୍ଡା ଠାରେ ଏହିଭଳି କୌଳିକ ବୃତ୍ତି ମାଧ୍ୟମରେ ପ୍ରସ୍ତୁତ ଉତ୍ପାଦକୁ ବଜାର ପ୍ରଦାନ ପାଇଁ ଗୋଟିଏ ୟୁନିଟି ମଲ୍ ସ୍ଥାପନା କରାଯିବ। ଓଡିଶାର ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ଗୋଟିଏ ଷ୍ଟଲ ଖୋଲାଯିବ। ଭାରତ ସରକାର ଏଥିପାଇଁ ଆର୍ଥିକ ବ୍ୟବସ୍ଥା କରିଛନ୍ତି। ଏହି ୟୁନିଟି ମଲ୍‌ରେ ଗୋଟିଏ ଜିଲ୍ଲାର ଗୋଟିଏ ଉତ୍ପାଦ  ଏବଂ ଗୋଟିଏ ଜିଲ୍ଲାରେ ଗୋଟିଏ ଅନନ୍ୟ ଖାଦ୍ୟପେୟ ମଧ୍ୟ ବ୍ୟବସ୍ଥା କରାଯିବ।ମୁଖ୍ୟମନ୍ତ୍ରୀ କହିଥିଲେ ରାଜ୍ୟ ସରକାର ଏକ ସମାବେଶୀ ସରକାର। ଆମେ ପରିବାରର ସବୁ ସଦସ୍ୟ ମାନଙ୍କୁ ଯୋଜନାରେ ସାମିଲ କରିଛୁ। ପରିବାରର ଜଣେ ଯଦି ପିଏମ୍ ବିଶ୍ୱକର୍ମା ଯୋଜନାରେ ଲାଭପାଉଛି ସେହି ଘରର ମହିଳା ଜଣେ ସୁଭଦ୍ରା ଯୋଜନାରେ ମଧ୍ୟ ସାମିଲ ଅଛି। ଅନ୍ତୋଦୟ ଗୃହ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନାରେ ମଧ୍ୟ ଉକ୍ତ ପରିବାର ଲାଭ ପାଉଛି। ଗତ ସରକାର ଅନେକ ଯୋଜନାର ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ପୂରଣ କଲେ ନାହିଁ। ଆମ ସରକାର ଆସିବା ପରେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାକୁ ପାଳନ କଲୁ। ଚାଷୀ, ମହିଳା, ଶ୍ରମିକ, ଯୁବବର୍ଗ ସମସ୍ତଙ୍କ ପାଇଁ ଆମେ କାମ କରୁଛୁ।
ମୟୂରଭଞ୍ଜର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ମୟୂରଭଞ୍ଜ ଜିଲ୍ଲାରେ ୭୦୦୦ କୋଟି ଟଙ୍କା ବିନିଯୋଗରେ ଇସ୍ପାତ, ଗ୍ରୀନ ହାଇଡ୍ରୋଜେନ, ଅଟୋପାର୍ଟସ୍ ଭଳି ୧୦ଟି ଶିଳ୍ପ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏହା ମାଧ୍ୟମରେ ୫,୧୨୫ ଜଣ ନିଯୁକ୍ତି ପାଇବେ। ଏଥି ସହିତ ଗୋଟେ ଏମ୍‌ଏସ୍‌ଏମ୍‌ଇ ପାର୍କ ମଧ୍ୟ ଜିଲ୍ଲାରେ ପ୍ରତିଷ୍ଠା କରାଯିବ।  ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ମୟୂରଭଞ୍ଜ ସର୍ବାଗ୍ରେ ରହିବ।କେନ୍ଦ୍ର ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଜିତନ ରାମ ମାଁଝୀ କହିଲେ ଯେ, ଭାରତ ବର୍ଷରେ ଆଜି ୭୦ ପ୍ରତିଶତ ଗରୀବ ଲୋକ ଅଛନ୍ତି। ଏହି ୭୦ ପ୍ରତିଶତ ଲୋକଙ୍କ ପାଇଁ ଏମ୍‌ଏସ୍‌ଏମ୍‌ଇ ଜରିଆରେ ବ୍ୟାପକ ଜନକଲ୍ୟାଣକାରୀ ଯୋଜନା ଆରମ୍ଭ କରାଯାଉଛି। ଭାରତ ହେଉଛି ଏକ କୃଷି ପ୍ରଧାନ ଦେଶ।  ଗ୍ରାମାଞ୍ଚଳରେ କୃଷି ବ୍ୟତୀତ ଏମ୍‌ଏସ୍‌ଏମ୍‌ଇ ଅଧିକ ରୋଜଗାର ଯୋଗାଉଛି। ଏହି ବିଭାଗ ପ୍ରତି ପ୍ରଧାନମନ୍ତ୍ରୀଙ୍କର ସ୍ୱତନ୍ତ୍ର ଧ୍ୟାନ ରହିଛି। କୌଳିକ ବୃତ୍ତିରେ କାମ କରୁଥିବା ଲୋକଙ୍କ ଦୁଃଖ ଓ ଅସୁବିଧାକୁ ଦେଖି ଆମ ପ୍ରଧାନମନ୍ତ୍ରୀ ପିଏମ୍‌ ବିଶ୍ୱକର୍ମା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ କୌଳିକ ବୃତ୍ତିଧାରୀଙ୍କ ୪ପ୍ରତିଶତ ଉତ୍ପାଦ ଏସ୍‌.ସି, ଏସ୍‌.ଟି ହବ୍ ଜରିଆରେ ସରକାର କିଣିବେ।
ସେ କହିଥିଲେ ଚଳିତ ବର୍ଷ ବଜେଟ୍‌ରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରର ବ୍ୟୟ ଅଟକଳକୁ ଦ୍ୱିଗୁଣିତ କରାଯାଇଛି। ଏମ୍‌ଏସ୍‌ଏମ୍‌ଇ ଜରିଆରେ ବେରୋଜଗାର ଦୂର କରିପାରିବା। ଆମର ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ସହିତ ଜଡିତ ସମସ୍ତଙ୍କୁ ସବୁପ୍ରକାର ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରୟାସ ଜାରି ରଖିଛୁ।କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଏହି ଯୋଜନାର ବିଭିନ୍ନ ବର୍ଗର ହିତାଧିକାରୀ ମାନଙ୍କୁ ସାର୍ଟିଫିକେଟ୍, ୠଣ ମଞ୍ଜୁରୀ ପତ୍ର ଏବଂ ସହାୟତା ରାଶି ପ୍ରଦାନ କରିଥିଲେ।

ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳା ନନ୍ଦ ମଲ୍ଲିକ କହିଥିଲେ ଯେ, ଗ୍ରାମୀଣ ଅର୍ଥନୀତିର ଆତ୍ମା ହେଉଛି ଏମ୍‌ଏସ୍‌ଏମ୍‌ଇ। ଗ୍ରାମାଞ୍ଚଳର ଅର୍ଥନୀତିକୁ ଆହୁରି ସୁଦୃଢ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କର ଏହି ମହତ୍ୱକାଂକ୍ଷୀ ଯୋଜନା କାର୍ଯ୍ୟକାରୀ ହୋଇଛି। ଆମେ ଷ୍ଟାଟଅପ କ୍ଷେତ୍ରରେ ଗ୍ରାମାଞ୍ଚଳର ଯୁବକ ଯୁବତୀଙ୍କୁ ଅଧିକ ପ୍ରୋତ୍ସାହନ କରୁଛୁ। ସହଜରେ କିପରି ସେମାନେ ଉଦ୍ୟୋଗୀ ହୋଇପାରିବେ ସେଥିପ୍ରତି ଉଦ୍ୟମରତ ଅଛୁ।

କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ,ମୟୁରଭଞ୍ଜ ସାଂସଦ ଶ୍ରୀ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ବଶ୍ରୀମତୀ ମମତା ମହାନ୍ତ, ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ୍, ବଡସାହି ବିଧାୟକ ଶ୍ରୀ ସନାତନ ବିଜୁଳୀ, ଉଦଳା ବିଧାୟକ ଶ୍ରୀ ଭାଷ୍କର ମଢେଇ, ସାରସକଣା ବିଧାୟକ ଭାଦବ ହାଂସଦା ଏବଂ ବାଙ୍ଗିରିପୋଷୀ ବିଧାୟିକା ସଞ୍ଜଳୀ ମୁର୍ମୁ ପ୍ରମୁଖ ଅଭିଭାଷଣ ରଖିଥିଲେ।ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ର ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ଯୁଗ୍ମ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୟୁରଭଞ୍ଜ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ ଙ୍କ ସମେତ ବିଭିନ୍ନ ବରିଷ୍ଠ ପଦାଧିକାରୀ ଓ ଏମ ଏସ ଏମ ଇ ର ପଦାଧିକାରୀ, କର୍ମଚାରୀ ଓ ହିତାଧିକାରୀ ମନେ ଉପସ୍ଥିତ ଥିଲେ।

Previous Post

ଲୋକାର୍ପିତ ହେଲା ଜଳେଶ୍ଵର ପୌରପାଳିକାର ନୂତନ ପ୍ରଶାସନିକ ଭବନ

Next Post

ମହାକାଳେଶ୍ୱର ମହା ଯଂଜ୍ଞ ଦ୍ୱିତୀୟ ବାର୍ଷିକ ଉତ୍ସବ

Amarendra Mohapatra

Amarendra Mohapatra

Next Post
ମହାକାଳେଶ୍ୱର ମହା ଯଂଜ୍ଞ ଦ୍ୱିତୀୟ ବାର୍ଷିକ ଉତ୍ସବ

ମହାକାଳେଶ୍ୱର ମହା ଯଂଜ୍ଞ ଦ୍ୱିତୀୟ ବାର୍ଷିକ ଉତ୍ସବ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026
ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

March 23, 2026
ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

March 23, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News