• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

୯,୫୩୭ ଜମାକାରୀ ପାଇବେ ୨୦.୯୬ କୋଟି ପ୍ରଥମ ଦିନରେ ୧୧୭ ଜମାକାରୀଙ୍କ ୨.୮୦ କୋଟି ଟଙ୍କା ଫେରସ୍ତ

Amarendra Mohapatra by Amarendra Mohapatra
April 29, 2025
in ରାଜ୍ୟ
0
ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ
0
SHARES
15
VIEWS

ଭୁବନେଶ୍ୱର : ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬ ଲକ୍ଷ ଟଙ୍କା ଫେରସ୍ତ ପାଇବାର ପ୍ରକ୍ରିୟା ଆରମ୍ଭ ହୋଇଛି।
ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଅର୍ଥ ଫେରସ୍ତ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ ଦିନରେ ୧୧୭ ଜଣ ଜମାକାରୀଙ୍କ ୨ କୋଟି ୮୦ ଲକ୍ଷ ଟଙ୍କା ଫେରସ୍ତ କରାଗଲା। ମୁଖ୍ୟମନ୍ତ୍ରୀ ପ୍ରତିକାତ୍ମକ ଭାବେ ୯ ଜଣ ଜମାକାରୀଙ୍କୁ ଚେକ୍ ପ୍ରଦାନ କରି ଅର୍ଥ ଫେରସ୍ତ କରିଥିଲେ।
ସୂଚନାଯୋଗ୍ୟ ଯେ, ଦୀର୍ଘଦିନର ପରିଚାଳନାଗତ ତୃଟି ଯୋଗୁଁ ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଆର୍ôଥକ ପରିସ୍ଥିତି ଖରାପ ହୋଇଯାଇଥିଲା। ୨୦୧୫ ରେ ବ୍ୟାଙ୍କ ବନ୍ଦ ହେବା ବେଳକୁ ୧୧, ୬୭୩ ଜଣ ଜମାକାରୀଙ୍କ ୩୩ କୋଟି ୮୭ ଲକ୍ଷ ଟଙ୍କା ଫେରସ୍ତ ହେବାର ଥିଲା। ଇତି ମଧ୍ୟରେ ୨୭୦୯ ଜଣ ଜମାକାରୀଙ୍କ ମୋଟ ୧୨ କୋଟି ୭୮ ଲକ୍ଷ ଟଙ୍କା ଫେରସ୍ତ କରାଯାଇଥିବା ବେଳେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଥିବା ଜମାକାରୀ ସେମାନଙ୍କ ଅର୍ଥ ଫେରସ୍ତ ପାଇ ପାରିନଥିଲେ। ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଏହି ଜମାକାରୀମାନଙ୍କର ଅର୍ଥ ଫେରସ୍ତ ପାଇଁ ନିଷ୍ପତ୍ତି ନେଇଥିଲେ।
ଏହା ସହିତ ଢେଙ୍କାନାଳ, ଛତ୍ରପୁର, ଆସ୍କା ଓ ଭଞ୍ଜନଗର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଗୁଡ଼ିକର ଜମାକାରୀଙ୍କ ଅର୍ଥ ମଧ୍ୟ ଫେରସ୍ତ କରାଯିବ। ଏହି ୪ ଟି ବ୍ୟାଙ୍କର ୧୭, ୮୫୯ ଜଣ ଜମାକାରୀଙ୍କୁ ୬ କୋଟିରୁ ଅଧିକ ଟଙ୍କା ଫେରସ୍ତ କରାଯିବ।
ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଅନେକ ଅବିସ୍ମରଣୀୟ ଅବଦାନ ମଧ୍ୟରୁ ଏକ ପ୍ରମୁଖ ଅବଦାନ ଥିଲେ ଓଡ଼ିଶାରେ ସମବାୟ ଆନ୍ଦୋଳନ।
ଉତ୍କଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାରେ ପ୍ରାୟ ୫୦ ଲକ୍ଷ ଚାଷୀ ସମବାୟ ଆନ୍ଦୋଳନ ସହିତ ଜଡ଼ିତ। ୨୦୩୬ ସୁଦ୍ଧା ରାଜ୍ୟର ସମସ୍ତ କୃଷକଙ୍କୁ ସମବାୟ ସହିତ ଯୋଡ଼ିବା ଆମର ଲକ୍ଷ୍ୟ। ଏଥିପାଇଁ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଗୋଟିଏ ପାକ୍ସ/ଲାମ୍ପସ୍ ଗଠନ କରାଯିବାର ମଧ୍ୟ ଲକ୍ଷ୍ୟ ରହିଛି।
ମୁଖ୍ୟମନ୍ତ୍ରୀ କହିଥିଲ ଯେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦାୟିତ୍ୱ ନେବା ପରଠାରୁ ଦେଶର ବିଭିନ୍ନ କ୍ଷେତ୍ର ସହିତ ସମବାୟ କ୍ଷେତ୍ରକୁ ମଧ୍ୟ ସଶକ୍ତ କରିଛନ୍ତି। ସମବାୟକୁ ଏକ ସ୍ୱତନ୍ତ୍ର ମନ୍ତ୍ରାଳୟ କରାଯାଇ ଅମିତ ଶାହାଜୀଙ୍କ ନେତୃତ୍ୱରେ ପରିଚାଳନା କରାଯାଉଛି। ଗୁଜରାଟ ହେଉଛି ସମବାୟର ଏନ୍ତୁଡ଼ିଶାଳ। ମୋଦୀଜୀଙ୍କ ନେତୃତ୍ୱରେ ସେଠାରେ ସମବାୟ ଆନ୍ଦୋଳନ ଏକ ଗଣ ଆନ୍ଦୋଳନରେ ପରିଣତ ହୋଇପାରିଛି ବୋଲି ମତ ଦେଇ ସେ କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶାରେ ମଧ୍ୟ ସମବାୟ ଆନ୍ଦୋଳନରେ ପରିଣତ କରାଯିବ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ୨୭୧୧ ଟି ପାକ୍ସ ଥିବାବେଳେ ବର୍ତମାନ ଆଉ ୧୫୪୨ଟି ନୂଆ ପାକ୍ସ ଗଠନ କରାଯାଇଛି। ଏଇ ନୂଆ ପାକ୍ସ ଗୁଡ଼ିକୁ ୫ ଲକ୍ଷ ଟଙ୍କା ଲେଖାଏଁ ସିଡ୍ ମନି ଦିଆଯିବା ପାଇଁ ନିଷ୍ପତି ନିଆଯାଇଛି। ଏହି ଅବସରରେ ରାଜ୍ୟର ସମବାୟ ସଂସ୍ଥାଗୁଡ଼ିକୁ ସଶକ୍ତ କରିବା ପାଇଁ ଗୁଜରାଟ ଆନନ୍ଦ ସ୍ଥିତ ତ୍ରିଭୂବନ ସମବାୟ ବିଶ୍ୱ ବିଦ୍ୟାଳୟ ଅନ୍ତର୍ଗତ ଇରମା ସ୍କୁଲ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ରିଜିଷ୍ଟ୍ରାର ଅଫ୍ କୋଅପରେଟିଭ୍ ସୋସାଇଟିଜ୍ ସିଦ୍ଧାର୍ଥ ଦାସ ଏବଂ ଇରମା ସ୍କୁଲର ନିର୍ଦ୍ଦେଶକ ଉମାକାନ୍ତ ଦାଶ ଏମଓୟୁ ସ୍ୱାକ୍ଷର କରିଥିଲେ। ସମବାୟ ସଂସ୍ଥାଗୁଡ଼ିକର ସୁପରିଚାଳନା ପାଇଁ ଏହା ଏକ ନଲେଜ ପାର୍ଟନର ଭାବେ କାର୍ଯ୍ୟ କରିବ।
କାର୍ଯ୍ୟକ୍ରମରେ ଯୋଗ ଦେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଲେ ଯେ, ଭାରତୀୟ ସଂସ୍କୃତିର ଚିନ୍ତାଧାରା ‘ବହୁଜନ ହିତାୟ, ବହୁଜନ ସୁଖାୟ’ ର ମୌଳିକ ଆଦର୍ଶରେ ସମବାୟ ଗୁଡ଼ିକ ଗଠନ କରାଯାଇଛି। ପୂର୍ବ ସରକାର ଜମାକାରୀଙ୍କ ଦୁଃଖ ବୁଝିବାକୁ ଚେଷ୍ଟା କରିନଥିଲେ। ତେବେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଏକ ଦରଦୀ ହୃଦୟର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଜମାକାରୀଙ୍କ ଅର୍ଥ ଫେରସ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଆଜି ସେହି ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ବୈଠକରେ ବିଭାଗୀୟ ସଚିବ ରାଜେଶ ପ୍ରଭାକର ପାଟିଲ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ।

Previous Post

ପାରାଦୀପରେ ଜାତୀୟ ବିତରକ ମହାସଂଘ ବୈଠକ : କ୍ୱିକ୍- କମର୍ସ ଓ ଇ-କମର୍ସ ର ଆଧିପତ୍ୟକୁ ନେଇ ଚିନ୍ତାରେ.

Next Post

ରାଜନଗର ବ୍ଲକରେ ୩ଟି ସ୍ଥାନରେ ମକଡ୍ରିଲ

Amarendra Mohapatra

Amarendra Mohapatra

Next Post
ରାଜନଗର ବ୍ଲକରେ ୩ଟି ସ୍ଥାନରେ ମକଡ୍ରିଲ

ରାଜନଗର ବ୍ଲକରେ ୩ଟି ସ୍ଥାନରେ ମକଡ୍ରିଲ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026
ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

March 23, 2026
ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

March 23, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News