• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବନୀକରଣ କାର୍ଯ୍ୟକ୍ରମରେ ଫଳ, ପୁଷ୍ପ ପ୍ରଦାନକାରୀ ବୃକ୍ଷରୋପଣ କରାଯାଉ: ମୁଖ୍ୟମନ୍ତ୍ରୀ

Amarendra Mohapatra by Amarendra Mohapatra
August 6, 2025
in ରାଜ୍ୟ
0
ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
0
SHARES
14
VIEWS

ଭୁବନେଶ୍ୱର, ୫/୮: ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା ଲୋକଙ୍କୁ ଫଳ, ପୁଷ୍ପ ପ୍ରଦାନ କରୁଥିବା ସହିତ ଛାୟା ପ୍ରଦାନ କରିପାରିବ। ତେବେ ଯାଇ ଲୋକମାନେ ଏସବୁ ବୃକ୍ଷର ଉପଯୁକ୍ତ ଯତ୍ନ ନେବେ। ସେହିଭଳି ପଥପାର୍ଶ୍ୱ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଲୋକମାନଙ୍କ କାମରେ ଲାଗିଲା ଭଳି ଗଛ ରୋପଣ କରନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଉପସ୍ଥିତ ବନଖଣ୍ଡ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ଆୟୋଜିତ ଏହି ସମ୍ମିଳନୀରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବନ ଅଧିକାରୀମାନଙ୍କୁ କହିଥିଲେ ଯେ, ଆମ ରାଜ୍ୟର ଏକ-ଚତୁର୍ଥାଂଶ ଲୋକ ହେଉଛନ୍ତି ଆଦିବାସୀ ସଂପ୍ରଦାୟର ଲୋକ। ସେମାନେ ମୁଖ୍ୟତଃ ବଣ ଜଙ୍ଗଲ ଏବଂ ଏହାର ଆଖପାଖ ଅଞ୍ଚଳରେ ବସବାସ କରନ୍ତି। ସେମାନଙ୍କ ପାଇଁ ସଂଘର୍ଷହୀନ ସହାବସ୍ଥାନ ସୃଷ୍ଟି ଓ ସେମାନଙ୍କ ସୁରକ୍ଷା କରିବା ହେଉଛି ସରକାରଙ୍କ ନୈତିକ ଦାୟିତ୍ୱ। ବନ ଅଧିକାରୀମାନେ ସମସ୍ତେ ମୁଖ୍ୟତଃ ଗରିବ, ଆଦିବାସୀ, ଦଳିତ ବର୍ଗ ଲୋକଙ୍କ ସହିତ ମିଳାମିଶା କରୁଛନ୍ତି। ଜଙ୍ଗଲ ସୁରକ୍ଷା ନିୟମ ପାଳନ ସମୟରେ ସେମାନଙ୍କ ସହ ସମ୍ବେଦନଶୀଳତା ସହ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ହାତୀ ମନୁଷ୍ୟ ସଂଘର୍ଷକୁ ହ୍ରାସ କରିବା ପାଇଁ ବିଭାଗ ପକ୍ଷରୁ ଜଙ୍ଗଲ ଭିତରେ ହାତୀ ଖାଦ୍ୟ ପାଇଁ ଧାନ ଚାଷ କରିବା ପାଇଁ ବିଭାଗକୁ ସେ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଅତ୍ୟନ୍ତ ଆବଶ୍ୟକ। ବୃକ୍ଷରୋପଣ ସହିତ ତା’ର ସୁରକ୍ଷା, ପରିଚାଳନା ଓ ତଥା ସବୁଜ ବଳୟ ବୃଦ୍ଧି ପ୍ରତି ଆମକୁ ଦୃଷ୍ଟି ଦେବାକୁ ପଡିବ। ଏଥିସହିତ ବନ୍ୟପ୍ରାଣୀଙ୍କ ସୁରକ୍ଷା ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ବନ୍ୟପ୍ରାଣୀ ଶିକାର ରୋକିବା, ଜଙ୍ଗଲ ନିଆଁ ରୋକିବାରେ ଜଙ୍ଗଲ ବିଭାଗ ଭଲ କାମ କରୁଛି। ତଥାପି ଏ କ୍ଷେତ୍ରରେ ଶତ ପ୍ରତିଶତ ସଫଳତା ହାସଲ କରିବାକୁ ପଡିବ। ଆବଶ୍ୟକ ସ୍ଥଳେ ବ୍ୟାପକ ଜନସଚେତନ ସୃଷ୍ଟି ସହିତ ନୂଆ ଟେକ୍ନୋଲୋଜିର ପ୍ରୟୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଜଙ୍ଗଲ ସୁରକ୍ଷା ପାଇଁ ସ୍ୱେଚ୍ଛାସେବୀ ସଂଗଠନ, ନାଗରିକ ସୁରକ୍ଷା ମଞ୍ଚ ଇତ୍ୟାଦିର ସହଯୋଗ କାମନା କରିଥିଲେ। ଏଥିସହିତ ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ କେନ୍ଦୁଝର ଜିଲ୍ଲାର ପ୍ରମିଳା ପ୍ରଧାନଙ୍କ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ୨୦୩୬ ସମୃଦ୍ଧ ଓଡିଶା ଗଠନ ପାଇଁ ପରିକଳ୍ପନା କରାଯାଇଥିବା ସବୁଜ ଓଡିଶା ଗଠନର ଲକ୍ଷ୍ୟ ପୂରଣରେ ବିଭାଗୀୟ ଅଧିକାରୀଙ୍କ ନିଷ୍ଠାପର ଯୋଗଦାନ କାମନା କରିବା ସହିତ ବିଭାଗୀୟ କର୍ମଚାରୀ ଓ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ତାଲିମ୍ ଓ ଗବେଷଣା ଦିଗ ପ୍ରତି ଗୁରୁତ୍ୱାରୋପ କରି ଲୋକମାନଙ୍କ ସେବା କରିବା ପାଇଁ ଉତ୍ସର୍ଗୀକୃତ ମନୋଭାବ ନେଇ କାମ କରିବା ପାଇଁ ଆହ୍ୱାନ ଦେଇଥିଲେ। ଦୁର୍ନୀତି ବିରୋଧରେ ସରକାରଙ୍କ ଆଭିମୁଖ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନର ସରକାର ଦୁର୍ନୀତି ବିରୋଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ କରୁଛନ୍ତି। ତେଣୁ, ଅଧିକାରୀ ମାନେ ଦୁର୍ନୀତିରୁ ଦୂରରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଦେଇଥିଲେ।

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ କହିଥିଲେ ଯେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ହେଉଛି ଏ ସମାଜର ଜୀବନ ରେଖା। ଏ ସୃଷ୍ଟିର ମୌଳିକତାକୁ ବଜାୟ ରଖିବାରେ ଏହି ବିଭାଗର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଅଛି। ନୂଆ ସରକାର ଆସିବା ପରେ ଜଙ୍ଗଲ ସଂରକ୍ଷଣ ଓ ଅଭିବୃଦ୍ଧି ପ୍ରତି ଗୁରୁତ୍ୱ ଦିଆଯାଉଛି। ଆଜି ଓଡିଶାରେ ଜଙ୍ଗଲ ଅଭିବୃଦ୍ଧି କ୍ଷେତ୍ରରେ ଯାହା ବି ଅଭିବୃଦ୍ଧି ହୋଇଛି ଏହାର ଶ୍ରେୟ ଆମ ନିଷ୍ଠାପର ଜଙ୍ଗଲ ବିଭାଗର ଅଧିକାରୀ ଓ କର୍ମଚାରୀ ମାନଙ୍କର। ସମସ୍ତ କ୍ଷେତ୍ରରେ ସ୍ୱଚ୍ଛତା ଅବଲମ୍ବନ କରି ଲୋକଙ୍କ ସହ ଯୋଡିହୋଇ କାମ କରି ବିଭାଗ ପାଇଁ ସୁନାମ ଆଣିବା ପାଇଁ ସେ ପରାମର୍ଶ ଦେଇଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ ଆମ ରାଜ୍ୟ ହେଉଛି ଏକ ଜୈବ ବିବିଧତା ପୂର୍ଣ୍ଣ ରାଜ୍ୟ। ଜଙ୍ଗଲ ସମ୍ପଦର ସୁରକ୍ଷା ସହିତ ଜଙ୍ଗଲ ଭିତରେ ଏବଂ ଜଙ୍ଗଲ ନିକଟରେ ରହୁଥିବା ଲୋକଙ୍କୁ ଜଙ୍ଗଲ ସଂରକ୍ଷଣ ପ୍ରତି ସଚେତନ କରିବା ସହିତ ଜଙ୍ଗଲ ମଧ୍ୟରେ ରହୁଥିବା ଲୋକଙ୍କ ଜୀବନ ଜୀବିକା ବୃଦ୍ଧି ପ୍ରତି ଦୃଷ୍ଟି ଦେବାକୁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର, ଉଦ୍ୟାନ କୃଷି ବିଭାଗ ଏବଂ ଓଡିଶା ରାଜ୍ୟ ବିହନ ନିଗମ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତିପତ୍ର ସ୍ୱାକ୍ଷର ହୋଇଥିଲା । ଏହାଦ୍ୱାରା ରାଜ୍ୟର କୃଷକ ମାନଙ୍କୁ ସୁଲଭ ମୂଲ୍ୟରେ ଉନ୍ନତ ମାନର ଫଳ ଚାରା ଯୋଗାଇ ଦିଆଯିବ। ଜଙ୍ଗଲ ସମ୍ପଦର ସଂରକ୍ଷଣ ଏବଂ ବିଭାଗର ସଫଳତା ଉପରେ ପର୍ଯ୍ୟବସିତ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା।

କାର୍ଯ୍ୟକ୍ରମରେ ପ୍ରଧାନ ମୁଖ୍ୟ ବନସଂରକ୍ଷକ (ବନ୍ୟପ୍ରାଣୀ) ଶ୍ରୀ ପ୍ରେମ୍‌ କୁମାର ଝା, ପ୍ରଧାନ ମୁଖ୍ୟ ବନସଂରକ୍ଷକ (କେନ୍ଦୁପତ୍ର) ଶ୍ରୀମତୀ ଉମା ନନ୍ଦୁରୀ ଉପସ୍ଥିତ ଥିଲେ। ରାଜ୍ୟର ସମସ୍ତ ବନଖଣ୍ଡର ବନ ସଂରକ୍ଷକ, ଡିଏଫ୍‌ଓ, ଏସିଏଫଙ୍କ ସମେତ ବିଭାଗୀୟ ଅଧିକାରୀମାନେ ସମ୍ମିଳନୀରେ ଯୋଗଦେଇଥିଲେ।

ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶ୍ରୀ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପ୍ରଧାନ ମୁଖ୍ୟ ବନସଂରକ୍ଷକ ଓ ବନବାହିନୀ ମୁଖ୍ୟ ଶ୍ରୀ ସୁରେଶ ପନ୍ତ ଧନ୍ୟବାଦ ଅର୍ପଣ କରିଥିଲେ।

Tags: #CM Odisha#Mohana Majhi
Previous Post

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ

Next Post

ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ଵୟନ ସମୀକ୍ଷା କରିଛନ୍ତି

Amarendra Mohapatra

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026
ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

March 23, 2026
ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

March 23, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News