• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ଖେଳ

୭୧ତମ ଜାତୀୟ ସିନିୟର କବାଡ଼ି ଚାମ୍ପିଅନସିପ୍ ଉଦଯାପିତ

ଭାରତୀୟ ସର୍ଭିସେସ୍ ଚାମ୍ପିଆନ୍ ଓ ଭାରତୀୟ ରେଳବାଇ ରନର୍ସଅପ

editor himmat news by editor himmat news
February 25, 2025
in ଖେଳ
0
୭୧ତମ ଜାତୀୟ ସିନିୟର କବାଡ଼ି ଚାମ୍ପିଅନସିପ୍ ଉଦଯାପିତ
0
SHARES
2
VIEWS

କଟକ, ତା୨୫ା୦୨: ଓଡ଼ିଶା କବାଡ଼ି ସଂଘ ଆନୁକୁଲ୍ୟରେ, ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ସହୋଯୋଗରେ ଆୟୋଜିତ ୭୧ତମ ଜାତୀୟ ସିନିୟର କବାଡ଼ି ଚାମ୍ଫିଆନସିପ୍ ୨୦୨୫ର ଉଦଯାପନୀ ଦିବସକୁ ଉଦଘାଟନ କରିଥିଲେ କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀ। ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ଏସିଆନ କବାଡ଼ି ଫେଡେରେସନର ବୈଷୟିକ ନିର୍ଦ୍ଦେଶକ କୁଲଦୀପ ଗୁପ୍ତା, ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମା’ ସୁଭଦ୍ରାଙ୍କ ବାଡ଼ଗ୍ରାହୀ ଶ୍ରୀରାମଚନ୍ଦ୍ର ଦାସ ମହାପାତ୍ର, ରୁରିର ନିର୍ଦ୍ଦେଶକ ଅରବିନ୍ଦ ସାହୁ, ଓଡ଼ିଶା କବାଡ଼ି ସଂଘର ସଭାପତି ଡ଼ଃ ଶରତ କୁମାର ସାହୁ, ସଂପାଦକ ଅଜୟ କୁମାର ବେହେରା, ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଶ୍ରୀତମ ଦାସ ପ୍ରମୁଖ ଯୋଗଦେଇ ସଂପାଦକ ମ୍ୟୃତୁଞ୍ଜୟ ସାମଲଙ୍କ ସମ୍ପାଦନାରେ ସମ୍ପାଦିତ ଏକ ସ୍ୱତନ୍ତ୍ର ସ୍ମରଣିକା ଉଦ୍ଦୀପ୍ତ କବାଡ଼ିକୁ ଉନ୍ନୋଚିତ କରିଥିଲେ ।
ଓଡ଼ିଶା କବାଡ଼ି ସଂଘର ସଭାପତି ତଥା ବିଶିଷ୍ଟ ଶିଳ୍ପପତୀ ଡ଼ଃ ଶରତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ସନ୍ଧ୍ୟାରେ ବିଧାୟକ ଆୟୋଜକ ମାନଙ୍କର ପ୍ରଚେଷ୍ଟା ଓ ସାଂଗଠନିକ ଦକ୍ଷତାକୁ ପ୍ରସଂସା କରିଥିବା ବେଳେ, ଓଡ଼ିଶା କ୍ରୀଡ଼ାର ପେଣ୍ଠସ୍ଥଳୀ ଓ ଓଡ଼ିଶା ସରକାର ସବୁପ୍ରକାର କ୍ରୀଡ଼ା ଓ କ୍ରୀଡ଼ାବିତ୍‌ମାନଙ୍କୁ ପ୍ରୋତ୍ସାହନ ଦେଉଛନ୍ତି କହିଥିଲେ । କବାଡ଼ି ଏବେ ସମସ୍ତଙ୍କର ଗ୍ରହଣୀୟ ହୋଇପାରିଛି, ପ୍ରଥମଥର ପାଇଁ ଓଡିଶାରେ ସିନିୟର ପ୍ରତିଯୋଗିତା ଆୟୋଜନ ହୋଇଥିବା ବେଳେ ଆଗାମୀ ଦିନରେ ଆହୁରି ବଡ ବଡ ଇଭେଂଟ ଅୟୋଜିତ ହେବ । ପ୍ରଥମ ସେମଫାଇନାଲ ମ୍ୟାଚ ପଞ୍ଜାବ ଓ ସର୍ଭିସେସ୍ ମଧ୍ୟରେ ଓ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ୍‌ଭାରତୀୟ ରେଳବାଇ ଏବଂ ଉତରପ୍ରଦେଶ ମଧ୍ୟରେ ଖେଳାଯାଇଥିଲା । ପ୍ରଥମ ମ୍ୟାଚ୍‌ରେ ପଞ୍ଜାବକୁ ସର୍ଭିସେସ୍ ୮ ପଏଂଟରେ ପରାସ୍ତ କରିଥିବା ବେଳେ ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ରେଳବାଇ ଉତରପ୍ରଦେଶକୁ ୮ ପଏଂଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା । ଫାଇନାଲ ମ୍ୟାଚ୍ ବେଶ୍ ଚିତାକର୍ଷକ ଓ ରୋମାଂଚକର ହୋଇଥିବା ବେଳେ ୩୦-୩୦ ପଏଂଟରେ ଡ୍ର ହୋଇଥିଲା ଏବଂ ଉଭୟ ଦଳକୁ ୫ ରାଇଡନ ପ୍ରଦାନ କରାଯାଇଥିଲା। କଡ଼ାମୁକାବିଲା ପରେ ଭାରତୀୟ ରେଳବାଇ ଦଳକୁ ସର୍ଭିସେସ ୩ ପଏଂଟ ବ୍ୟବଧାନରେ ହରାଇ ବାଜିମାତ କରି ଚମ୍ଫିଆନ ହୋଇଥିବା ବେଳେ ଭାରତୀୟ ରେଳବାଇ ରନର୍ସଅପ ହୋଇଥିଲା । ସେହିପରି ତୃତୀୟ ସ୍ଥାନରେ ରହିଥିଲେ ପଞ୍ଜାବ ଏବଂ ଉତରପ୍ରଦେଶ ।
ଚମ୍ଫିଆନ ଦଳକୁ ଆକର୍ଷଣୀୟ ଟ୍ରଫି ସହ ଗୋଲ୍ଡ ମେଡାଲ, ରନର୍ସଅପ ଦଳକ ଟ୍ରଫି ସହ ସହରଜତ ପଦକ ଓ ୩ୟ ସ୍ଥାନରେ ଥିବା ଦଳମାନଙ୍କ ଟ୍ରଫି ସହ ବ୍ରୋଂଚ ପଦକ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉପସ୍ଥାପନା କରିଥିଲେ ଇଭେଂଟର ମୁଖ୍ୟ ଉଲ୍ଲାସ ଚନ୍ଦ୍ର ବେହୁରା କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ ପାଇଁ ସହଯୋଗ କରିଥିଲେ ସତ୍ୟବ୍ରତ ମିଶ୍ର । ଏହି ପୁରଷ୍କାର ବିତରଣ ଉତ୍ସବକୁ ପରିଚାଳନା କରିଥିଲେ ଓଡ଼ିଶା କବାଡ଼ି ସଂଘର ଉପସଭାପତି ପୃଥ୍ୱୀରାଜ ପଟ୍ଟନାୟକ, ପାର୍ଥବୀର ଭୁୟାଁ, ଯୁଗ୍ମସଂପାଦକ ସୂର୍ଯ୍ୟକାନ୍ତ ମହାନ୍ତି, ଯୁଗ୍ମସଂପାଦିକା ଜୟଶ୍ରୀ ସ୍ୱାଇଁ। ସଦସ୍ୟ ରାମଚନ୍ଦ୍ର ବେହେରା, ପ୍ରକଶ କୁମାର ସାହୁ, କେ. ମାଧବ ରାଓ, ସରୋଜ ସେଠୀ, ସତ୍ୟପ୍ରକାଶ ଦାସ। ହ୍ୱାଇଟ କାନଭାସ୍ ଇଭେଂଟର ସାଦସ୍ୟମାନେ ଏହି ଇଭେଂଟକୁ ପରିଚାଳନା କରିଥିଲେ

Previous Post

ମୋ କଟକ ସୁରକ୍ଷା ମଞ୍ଚ ପକ୍ଷରୁ ନୂତନ ଏଡିଏମଙ୍କୁ ସମ୍ବର୍ଦ୍ଧନା

Next Post

ଶେରଗଡ଼ ପଞ୍ଚାୟତ ସମିତି ବୈଠକ

editor himmat news

editor himmat news

Next Post
ଶେରଗଡ଼ ପଞ୍ଚାୟତ ସମିତି ବୈଠକ

ଶେରଗଡ଼ ପଞ୍ଚାୟତ ସମିତି ବୈଠକ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News