• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

୧୨ ତମ ଖିଚିଂ ମହୋତ୍ସବ ଉଦଯାପନୀ ସନ୍ଧ୍ୟାରେ ଯୋଗଦାନ କଲେ ମୁଖ୍ୟମନ୍ତ୍ରୀ

୧୨ ବର୍ଷରେ ପଦାର୍ପଣ କରିଥିବା ଖିଚିଂ ମହୋତ୍ସବ ଆଜି ସାରା ରାଜ୍ୟର ମନ ମୋହିଛି

editor himmat news by editor himmat news
March 2, 2025
in ରାଜ୍ୟ
0
୧୨ ତମ ଖିଚିଂ ମହୋତ୍ସବ ଉଦଯାପନୀ ସନ୍ଧ୍ୟାରେ ଯୋଗଦାନ କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

କରଞ୍ଜିଆ ,୨/୩(ହିପ୍ର)-ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ଖିଚିଂ ପ୍ରସିଦ୍ଧ କିଚକେଶ୍ବରୀ ମନ୍ଦିରର ବିକାଶ ଏବଂ ଉନ୍ନତିକରଣ ପାଇଁ ସମସ୍ତ ବ୍ୟବସ୍ଥା କରାଯିବା ସହିତ ଏଥି ନିମନ୍ତେ ଆନୁସଙ୍ଗିକ ୫୦ କୋଟି ଟଙ୍କା ମଂଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଖିଚିଂ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଘୋଷଣା କରିବା ସହିତ ପାଞ୍ଚପୀଢ଼ ଉପଖଣ୍ଡ ପାଇଁ ପ୍ରାୟ ୬୫ କୋଟି ଟଙ୍କାର ୫୩ ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ କରିଛନ୍ତି।
ଏହି ସାଂସ୍କୃତିକ ମହୋତ୍ସବରେ ନିଜ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତିଯେ ଏହି ପ୍ରକଳ୍ପ ମଧ୍ୟରେ ମହିଳା ସଶକ୍ତିକରଣ, ଜଳସେଚନ, ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ ଓ ସଂସ୍କୃତି କ୍ଷେତ୍ର ଇତ୍ୟାଦି ରହିଛି । ଆଗାମୀ ଦିନରେ ଏହି ପ୍ରକଳ୍ପ ଗୁଡ଼ିକ କାର୍ଯ୍ୟକାରୀ ହେଲେ ସମଗ୍ର ପାଞ୍ଚପିଢ଼ ଅଞ୍ଚଳର ବିକାଶ ଘଟିବ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ ୧୨ ବର୍ଷରେ ପଦାର୍ପଣ କରିଥିବା ଏହି ସାଂସ୍କୃତିକ ମହୋତ୍ସବ ଆଜି କେବଳ ଖିଚିଂ ନୁହେଁ, ମୟୂରଭଞ୍ଜ ଏବଂ ସାରା ରାଜ୍ୟର ମନ ମୋହିଛି। ଆଦିବାସୀ ଅଧୁଷିତ ବନାଞ୍ଚଳ ପ୍ରବଣ ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ପଂଚପୀଢ଼ ଉପଖଣ୍ଡର ଖିଚିଂ କଳା ଓ ସଂସ୍କୃତି ପରିପୁଷ୍ଟ ଏକ ସମୃଦ୍ଧ କ୍ଷେତ୍ର । ଏହି କିଚକେଶ୍ଵରୀ ପୀଠ ମାଟିରେ ପ୍ରତିବର୍ଷ ପାଳନ କରାଯାଉଥିବା ଖିଚିଂ ମହୋତ୍ସବ କେବଳ ମୟୂରଭଞ୍ଜ ଜିଲ୍ଲା ନୁହେଁ ପଡୋଶୀ ଜିଲ୍ଲା କେଉଁଝର ପାଇଁ ମଧ୍ୟ ଏକ ପରମ୍ପରାରେ ପରିଣତ ହୋଇ ସାରିଛି ।ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ଖିଚିଂରେ କଳା, ସଂସ୍କୃତି ଓ ପରମ୍ପରା ବହନ କରୁଥିବା ଶିଳ୍ପୀଙ୍କ କଳା ମୁଗୁନି ପଥର କାରୁକାର୍ଯ୍ୟ ଅତ୍ୟନ୍ତ ମନୋରମ । ଆମ ସରକାର, ତୀର୍ଥଯାତ୍ରା ଓ ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ଏବଂ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ସର୍ବଦା ଚେଷ୍ଟିତ । କେନ୍ଦ୍ର ସରକାରଙ୍କ ପ୍ରସାଦ ଯୋଜନାରେ ଆମ ଖିଚିଂ ମନ୍ଦିର ମଧ୍ୟ ସ୍ଥାନିତ ହୋଇଛି। ଯେଉଁଥିରେ ବିଶେଷ ସୁବିଧା ମାନଙ୍କ ମଧ୍ୟରେ ପାର୍କିଂ, ରାସ୍ତା, ଶୌଚାଳୟ, ଆଲୋକୀକରଣ, ପର୍ଯ୍ୟଟନ ସୂଚନା କେନ୍ଦ୍ର ଅନ୍ତର୍ଭୁକ୍ତ ହେବ । ଏହା ମଧ୍ୟ ଆତିଥ୍ୟ, ଟୁର୍ ଗାଇଡ୍ ଏବଂ ପରିବହନ ପରି କ୍ଷେତ୍ରଗୁଡିକରେ ସ୍ଥାନୀୟ ବାସିନ୍ଦାଙ୍କୁ ନିଯୁକ୍ତି ଯୋଗାଇବ।ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁପୂର୍ବରୁ ମାଆ କିଚକେଶ୍ବରୀ ମନ୍ଦିରର ଉନ୍ନତିକରଣ ପାଇଁ ୫୨ କୋଟି ମଂଜୁର କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ ଆହୁରି ୫୦ କୋଟି ଟଙ୍କା ମିଶାଇ ସମୁଦାୟ ୧୦୨ କୋଟି ଟଙ୍କା ମଂଜୁର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।ପର୍ଯ୍ୟଟନ, ଓଡ଼ିଶାର ଅର୍ଥନୈତିକ ବିକାଶ ଓ ନିଯୁକ୍ତି ସୃଷ୍ଟିର ଏକ ପ୍ରମୁଖ ଚାଳକ। ଏଣୁ ଏକ ସନ୍ତୁଳିତ ଏବଂ ସମାବେଶୀ ଦୃଷ୍ଟିଭଙ୍ଗୀରେ ପର୍ଯ୍ୟଟନ ଭିତ୍ତିଭୂମିର ସମନ୍ୱୟ ବିକାଶ ଓ ପରିଚାଳନା ପାଇଁ ୩ ଶହ ୫୫ କୋଟି ଟଙ୍କା ବ୍ୟୟ କରିବାକୁ ପ୍ରସ୍ତାବ ଦିଆଯାଇଛି । ଏଥିରେ ଆମ ଖିଚିଂ ମନ୍ଦିର ଏବଂ ଏହି ଅଂଚଳର ବିକାଶ ସମେତ ଶିମିଳିପାଳର ସମନ୍ୱିତ ବିକାଶ ପାଇଁ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ପର୍ଯ୍ୟାୟକ୍ରମରେ କାର୍ଯ୍ୟକାରୀ କରାଯିବ । ଓଡ଼ିଶାର ଐତିହ୍ୟକୁ ପାଳନ କରିବା ଏବଂ ନିବେଶ ସୁଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ୧୦ଟି ଜିଲ୍ଲାରେ ଜିଲ୍ଲା ଐତିହ୍ୟ ଓ ପର୍ଯ୍ୟଟନ କମ୍ପ୍ଲେକ୍ସ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ସେ ପୁଣି କହିଥିଲେଯେ ମୟୂରଭଞ୍ଜ ଜିଲ୍ଲାର ପ୍ରାୟ ୫୯ ପ୍ରତିଶତ ହେଉଛନ୍ତି ଆଦିବାସୀ ସଂପ୍ରଦାୟର, ସେମାନଙ୍କ ଉନ୍ନତି ବିନା ଜିଲ୍ଲାର ଉନ୍ନତି ଅସମ୍ଭବ। ରାଜ୍ୟରେ ମଧ୍ୟ ପ୍ରାୟ ଏକ-ଚତୁର୍ଥାଂଶ ହେଉଛନ୍ତି ଜନଜାତି ସମ୍ପ୍ରଦାୟର। ଦେଶର ଯଶସ୍ଵୀ ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ନରେନ୍ଦ୍ର ମୋଦୀଜୀ ଗତ ଦଶ ବର୍ଷରେ ଜନଜାତି କଲ୍ୟାଣ ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ଭଗବାନ ବୀର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜାତୀୟ ଜନଜାତି ଗୌରବ ଦିବସଭାବେ ଯଶସ୍ଵୀ ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ନରେନ୍ଦ୍ର ମୋଦୀ ଜୀ ଘୋଷଣା କରିଛନ୍ତି। ଏଥି ସହିତ ଅନେକ ବିକାଶମୂଳକ କାର୍ଯ୍ୟ ଯେପରିକି ପିଏମ-ଜନମାନ, ଧର୍‌ତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଯୋଜନା, ଘରବାଡି ଅଧିକାର ଦେବାପାଇଁ ସ୍ଵାମିତ୍ଵ ଯୋଜନା କାର୍ଯ୍ୟକାରୀ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ମାନ୍ୟବର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଇଂ ଗଣେଶ ରାମ ସିଂ ଖୁଣ୍ଟିଆ କହିଥିଲେଯେ କଥା ଦେଇ କଥା ରଖିବାର ପରମ୍ପରା ଆମ ନୂଆ ସରକାର ଆରମ୍ଭ କରିଛି ଏବଂ ଏହି ପରିପ୍ରେକ୍ଷୀରେ ରାଜ୍ୟର ସର୍ବାଙ୍ଗୀନ ବିକାଶ ହେଉଛି ଆମ ସରକାରର ମୂଳ ଲକ୍ଷ୍ୟ।ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହାନ୍ତ, ଲୋକସଭା ସାଂସଦ ଶ୍ରୀ ନବ ଚରଣ ମାଝୀ, ରାଇରଙ୍ଗପୁର ବିଧାୟକ ଶ୍ରୀ ଜଲେନ ନାଏକ, କରଞ୍ଜିଆ ବିଧାୟକ ଶ୍ରୀ ପଦ୍ମ ଚରଣ ହାଇବୁରୁ,ପାଟଣା ବିଧାୟକ, ଅଖିଳ ଚନ୍ଦ୍ର ନାୟକ ଏବଂ  ତେଲକୋଇ ବିଧାୟକ ଡଃ ଫକୀର ମୋହନ ନାଏକ ଉଦବୋଧନ ଦେଇ ରାଜ୍ୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ପ୍ରଶଂସା କରିଛନ୍ତି ଓ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଓ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ବିଶ୍ବ ଦହିବରା ଦିବସ

Next Post

ରାଇବଣିଆ ଅଞ୍ଚଳରେ ବ୍ୟାପକ ହେଉଛି ଧର୍ମାନ୍ତରୀକରଣ

editor himmat news

editor himmat news

Next Post
ରାଇବଣିଆ ଅଞ୍ଚଳରେ ବ୍ୟାପକ ହେଉଛି ଧର୍ମାନ୍ତରୀକରଣ

ରାଇବଣିଆ ଅଞ୍ଚଳରେ ବ୍ୟାପକ ହେଉଛି ଧର୍ମାନ୍ତରୀକରଣ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News