• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

୧୭ତମ ପୋଲିସ କମିଶନରେଟ ସ୍ଥାପନା ଦିବସ – ୨୦୨୫

ସ୍ମାର୍ଟ ପୋଲିସିଂ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

Amarendra Mohapatra by Amarendra Mohapatra
May 22, 2025
in ରାଜ୍ୟ
0
୧୭ତମ ପୋଲିସ କମିଶନରେଟ  ସ୍ଥାପନା ଦିବସ – ୨୦୨୫
0
SHARES
0
VIEWS

କଟକ-ଭୁବନେଶ୍ୱରର ୨୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ନିମନ୍ତେ ଅପରାଧ ନିୟନ୍ତ୍ରଣ, ଆଇନ ଶୃଙ୍ଖଳା ରକ୍ଷା ଏବଂ ଟ୍ରାଫିକ୍ ସମସ୍ୟା ଦୂର କରିବା ଇତ୍ୟାଦିରେ ଆମ କମିଶନରେଟ ପୋଲିସ ଦକ୍ଷତାର ସହ କାର୍ଯ୍ୟ କରୁଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର କଟକ କମିଶନରେଟ ପୋଲିସର ୧୭ତମ ସ୍ଥାପନା ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ।

ଏହି ଉପଲକ୍ଷେ ଭୁବନେଶ୍ୱର 7th ବାଟାଲିଅନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ଦେଶରେ ଥିବା ସମସ୍ତ କମିଶନରେଟ ପୋଲିସ ମଧ୍ୟରେ ଭୁବନେଶ୍ୱର-କଟକ କମିଶନରେଟ ଏକ ଦକ୍ଷ, ଉନ୍ନତ, ଦାୟିତ୍ୱବାନ୍‍ ଓ ସମ୍ବେଦନଶୀଳ ପୋଲିସ ଭାବରେ ଜନସାଧାରଣଙ୍କୁ ସେବା ଯୋଗାଇ ଦେଇ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଗତ ୧୧ ମାସ କମିଶନରେଟ ପୋଲିସ ପାଇଁ ଘଟଣା ବହୁଳ ଥିଲା । ଏହି ସମୟ ମଧ୍ୟରେ ଭୁବନେଶ୍ୱରରେ ଅନେକ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସୁରକ୍ଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ତୃଟିଶୂନ୍ୟ ଭାବେ ଏସବୁ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ହୋଇଛି । ଏ ସମସ୍ତ କାର୍ଯ୍ୟକ୍ରମକୁ ସୂଚାରୁରୂପେ ଏବଂ ଶୃଙ୍ଖଳାର ସହିତ ପାଳନ କରିବା ନିମନ୍ତେ ପୋଲିସବାହିନୀ ଅକ୍ଲାନ୍ତ ପରିଶ୍ରମ କରି ଓଡ଼ିଶାକୁ ଏକ ସୁଦକ୍ଷ ଓ ଆଦର୍ଶ ଆୟୋଜକର ମାନ୍ୟତା ଦେଇଛନ୍ତି ।

ସେ ପୁଣି କହିଥିଲେ ଯେ, ଆଜି ଭାରତ ମାନଚିତ୍ରରେ ଆମ ରାଜ୍ୟ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ବିକଶିତ ଭାରତ ଗଠନରେ ଓଡ଼ିଶାର ଅଗ୍ରଣୀ ଭୂମିକା ରହିବ ଏବଂ ଏଥିପାଇଁ ପୋଲିସର ଗୁରୁତ୍ୱପୂର୍ଣ୍ଣ ଭୂମିକା ମଧ୍ୟ ରହିବ । ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା DGP-IGP ସମ୍ମିଳନୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ Counter Terrorism, Costal Security, Cyber Crime ଓ Urban Policing ରେ ଉନ୍ନତି ଆଣିବା ନିମନ୍ତେ ଗୁରୁତ୍ୱ ଦେଇଛନ୍ତି । ଏହା ଆମ କମିଶନରେଟ ପୋଲିସ ପାଇଁ ଏକ ବଡ଼ ଆହ୍ୱାନ । ଆମ ସରକାରଙ୍କ ପୂର୍ଣ୍ଣ ସହଯୋଗରେ ଓଡ଼ିଶା ପୋଲିସ ସେ ଆହ୍ୱାନକୁ ସଫଳତାର ସହ ସମ୍ମୁଖୀନ ହେବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଆମ ସରକାର, ଲୋକଙ୍କ ସରକାର । ପୋଲିସ ନିଜକୁ ଲୋକମାନଙ୍କ ବନ୍ଧୁ ଭାବେ ଭାବିବା ଉଚିତ । ଲୋକଙ୍କ ସୁବିଧା ଅସୁବିଧାରେ ରହି ସେମାନଙ୍କ ପାଇଁ ଆସୁଥିବା ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରି ଲୋକଙ୍କ ଧନ, ଜୀବନର ସୁରକ୍ଷାକୁ ସୁନିଶ୍ଚିତ କରିବା ଦରକାର । ଆପଣମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ଅସୁବିଧାକୁ ସମ୍ୱେଦନଶୀଳ ଭାବେ ବିବେଚନା କରି ନ୍ୟାୟ ପ୍ରଦାନ କରିବା ଅତ୍ୟନ୍ତ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସମାଜର ସବୁ ସ୍ତରର, ସବୁ ବର୍ଗର ଲୋକଙ୍କୁ ଓ ସବୁ ଶ୍ରେଣୀର ଲୋକ ଯେପରି ପୋଲିସ ପାଖରୁ ଉପଯୁକ୍ତ ନ୍ୟାୟ ପାଇବେ ସେ ଦିଗରେ ପରାମର୍ଶ ଦେଇଥିଲେ । ସାଇବର ଅପରାଧକୁ ମୁକାବିଲା କରିବା ପାଇଁ Technical Gadgets, Equipment’s ଇତ୍ୟାଦି ଯୋଗାଇ ଦେବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି । ସବୁ ଜିଲ୍ଲାରେ ସାଇବର ପୋଲିସ ଷ୍ଟେସନ ସ୍ଥାପନା ହୋଇଛି । ଆଗାମୀ ଦିନରେ ଏ ଗୁଡ଼ିକୁ ଆହୁରି ସଶକ୍ତ ଓ ସୁଦକ୍ଷ କରାଯିବ । ବସ୍ତି ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଓ ଉତ୍ତମ ପରିବେଶ ସୃଷ୍ଟି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ ।

ସେ ଆହୁରି କହିଥିଲେ ଆମ ସରକାର ପୋଲିସ ବାହିନୀର ମାନବ ସମ୍ୱଳ, ଭିତ୍ତିଭୂମି ଇତ୍ୟାଦିର ଉନ୍ନତି ପାଇଁ ପଦକ୍ଷେପ ନେଉଛନ୍ତି । ପୋଲିସ modernization ନିମନ୍ତେ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ଭିଜନ ‘Smart Policing’ ଉପରେ ଗୁରୁତ୍ୱ ଦେଇ Smart Police ଗଠନର ଉଦ୍ଦେଶ୍ୟକୁ ପୂରଣ କରିବା ନିମନ୍ତେ ଆମ ସରକାର ବଦ୍ଧପରିକର ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର ରିଜର୍ଭ ପୋଲିସ ଲାଇନର ନବନିର୍ମିତ ୮୪ଟି ଏଫ୍‍ ଟାଇପ୍‍ କ୍ୱାଟର୍ସ, ବଡ଼ଗଡ଼ ଥାନା ଅଞ୍ଚଳରେ ୨୮ଟି ଡି ଟାଇପ୍‍ କ୍ୱାଟର୍ସ ଉଦ୍‍ଘାଟନ କରିବା ସହିତ କାର୍ଯ୍ୟକ୍ଷେତ୍ରରେ ନିଷ୍ଠା ଓ ଦକ୍ଷତା ପ୍ରଦର୍ଶନ କରିଥିବା ଶ୍ରେଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀମାନଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହୋଇଥିଲା ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ କହିଥିଲେ ଯେ, କମିଶନରେଟ ପୋଲିସର ଏହି ୧୭ ବର୍ଷ ଯାତ୍ରା ଭିତରେ ଅନେକ ଆହ୍ୱାନର ସଫଳତାର ସହ ମୁକାବିଲା କରି ଆଜି ଦେଶର ଅନ୍ୟତମ ଶ୍ରେଷ୍ଠ କମିଶନରେଟ ଭାବେ ଏହା ପ୍ରତିଷ୍ଠିତ ହୋଇଛି । ଅପରାଧ ନିରାକରଣ, ଅପରାଧର ଅନୁସନ୍ଧାନ ଏବଂ ଦୋଷୀକୁ ନ୍ୟାୟିକ ଦଣ୍ଡ ଦେବା ବ୍ୟବସ୍ଥାରେ କମିଶନରେଟ ପୋଲିସ ପ୍ରଂଶସା ଯୋଗ୍ୟ ସଫଳତା ପାଇଛି । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତା ତଥା ଜନସାଧାରଣଙ୍କୁ ଉଚିତ ଏବଂ ଉନ୍ନତ ସେବା ଯୋଗାଇବାର ଆହ୍ୱାନକୁ ପାଳନ କରି ଆଜି ପୋଲିସ ନିଜର କାର୍ଯ୍ୟଦକ୍ଷତା ମାଧ୍ୟମରେ ଜନସାଧାରଣଙ୍କ ନିକଟତର ହୋଇଛି । ନିକଟରେ ଏକ ଅନ୍ଧୁଣୀ ମା’କୋଳକୁ ଅପହରଣ ହୋଇଥିବା ତା’ର ଶିଶୁକୁ ଉଦ୍ଧାର କରି ହସ୍ତାନ୍ତର କରାଯାଇଥିଲା । ଏହି ଘଟଣା ପରେ ଜନସାଧାରଣ ଆଗରେ ପୋଲିସର ଭାବମୂର୍ତ୍ତି ଆହୁରି ଉଜ୍ୱଳ ହୋଇପାରିଛି । ଏକ ସୁରକ୍ଷିତ ସମାଜ ଏବଂ ପ୍ରେରଣାଦାୟୀ ପୋଲିସ ବ୍ୟବସ୍ଥା ପାଇଁ କମିଶନରେଟ ପୋଲିସର ପ୍ରତ୍ୟେକ କର୍ମଚାରୀ ନିଃସ୍ୱାର୍ଥପର ଭାବେ ଜନସାଧାରଣଙ୍କ ପାଇଁ କାର୍ଯ୍ୟ କରିବାକୁ ସେ ଆହ୍ୱାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର-କଟକ ପୋଲିସ କମିଶନର ଡ. ଏସ୍‍. ଦେବଦତ୍ତ ସିଂ ସ୍ୱାଗତ ଭାଷଣ ଦେଇଥିଲେ । ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂହ, କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ସେଠୀ, ଚୌଦ୍ୱାର-କଟକ ବିଧାୟକ ଶ୍ରୀ ସୌଭିକ ବିଶ୍ୱାଳ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ବରିଷ୍ଠ ପୋଲିସ ଅଧିକାରୀଗଣ ଏବଂ ଅବସରପ୍ରାପ୍ତ ପୋଲିସ ଅଧିକାରୀଗଣ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ ।

Tags: #CM Odisha#Mohana Majhidcpcuttackodishapolice
Previous Post

ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Next Post

ନୀତି ଆୟୋଗର ପରିଚାଳନା ପରିଷଦର ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

Amarendra Mohapatra

Amarendra Mohapatra

Next Post
ନୀତି ଆୟୋଗର ପରିଚାଳନା ପରିଷଦର ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ନୀତି ଆୟୋଗର ପରିଚାଳନା ପରିଷଦର ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News