• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ଆଞ୍ଚଳିକ

ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

ବିଧାୟକ ନେତୃତ୍ୱରେ ମନ୍ତ୍ରୀ ଙ୍କୁ ଭେଟିଲେ ପ୍ରତିନିଧି ଦଳ

Amarendra Mohapatra by Amarendra Mohapatra
September 26, 2025
in ଆଞ୍ଚଳିକ
0
ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା
0
SHARES
26
VIEWS

କଣିହାଁ24/09/25( କୃପାସିନ୍ଧୁ ସାହୁ) ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା ସରକାର ଙ୍କ ସ୍ୱାସ୍ଥ୍ୟ ବିଭାଗ ଅଧୀନକୁ ଯିବ. ଏ ନେଇ ବିଭାଗୀୟ ମନ୍ତ୍ରୀ ମୁକେଶ ମହାଲିଂଗ କୁ ଭେଟିବାକୁ ଯାଇଥିବା ପ୍ରତିନିଧି ଦଳ କୁ ପ୍ରତିଶୃତି ଦେଇଛନ୍ତି. ରେଙ୍ଗାଳି ପ୍ରକଳ୍ପ ରେ ଦୀର୍ଘ ବର୍ଷ ହେଲା ଡାକ୍ତର ପଦ ଖାଲି ପଡିଛି ଯାହା ଫଳ ରେ ପ୍ରକଳ୍ପ ଅଂଚଳ ରେ କାମ କରୁଥିବା ଓ ଆଖ ପାଖ ୧୪ଟି ପଞ୍ଚାୟତ ର ଜନ ସାଧାରଣ ସ୍ୱାସ୍ଥ୍ୟ ସେବାରୁ ବଂଚିତ ହେଉଛନ୍ତି. ଜଳ ସମ୍ପଦ ଅଧିକାରୀ କୁ ସ୍ୱାସ୍ଥ୍ୟ ସମ୍ପର୍କ ରେ ବହୁ ବାର ଅବଗତ କରାଯାଇଅଛି.ପାଲଲହଡା ବିଧାୟକ ଅଶୋକ ମହାନ୍ତି ମଧ୍ୟ୍ୟ ଏ ସମ୍ପର୍କ ରେ ଦୁଇ ବିଭାଗ ଉଚ୍ଚ ପଦସ୍ଥ ଅଧିକାରୀ କୁ ଭେଟି ସ୍ୱାସ୍ଥ୍ୟସେବା ସମସ୍ୟା ଦୂର ପାଇଁ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା କୁ ସ୍ଵାସ୍ତ୍ୟ ଓ ପରିବାର କଲ୍ୟାଣ ଅଧୀନ କୁ ଦିଆଯାଉ ବୋଲି ଦାବି ଜଣାଇଥିଲେ। ଗତକାଲି ବିଧାୟକ ଶ୍ରୀ ମହାନ୍ତି ଙ୍କ ନେତୃତ୍ୱ ରେ ଏକ ପ୍ରତିନିଧି ଦଳ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା କୁ ସ୍ୱାସ୍ଥ୍ୟ ବିଭାଗ ଅଧୀନ କୁ ନେବାପାଇଁ ସ୍ଵାସ୍ତ୍ୟ ମନ୍ତ୍ରୀ ଶ୍ରୀ ମହାଲିଂଗ କୁ ସାକ୍ଷତ କରି ଦାବି ଜଣାଇଥିଲେ। ସ୍ଵାସ୍ତ୍ୟ ମନ୍ତ୍ରୀ ଶ୍ରୀ ମହାଲିଂଗ ଏ ସମ୍ପର୍କ ରେ ଜଲସମ୍ପଦ ବିଭାଗ ର ମୁଖ୍ୟଯନ୍ତ୍ରୀ ଙ୍କ ସହ ଟେଲିଫୋନ ରେ କଥାହେବା ସହ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା କୁ ତୁରନ୍ତ ସ୍ଵାସ୍ତ୍ୟ ବିଭାଗ କୁ ହସ୍ତାନ୍ତର କରିବାକୁ ନିର୍ଦେଶ ଦେଇଛନ୍ତି.ଜଳସମ୍ପଦ ଓ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ସରକାରୀ ସ୍ତରୀୟ ଆଲୋଚନା ପରେ ତୁରନ୍ତ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନାକୁ ସ୍ୱାସ୍ଥ୍ୟ ବିଭାଗ କୁ ଖୁବ ଶୀଘ୍ର ହସ୍ତାନ୍ତର ହେଵ ବୋଲି ବିଧାୟକ ଙ୍କ ପ୍ରତିନିଧି ମଣ୍ଡଳ କୁ ପ୍ରତିଶୃତି ଦେଇଛନ୍ତି.. ପ୍ରକଳ୍ପ ଡାକ୍ତରଖାନା ସ୍ୱାସ୍ଥ୍ୟ ବିଭାଗ କୁ ଆସିଲେ ସ୍ଥାନୀୟ ଅଂଚଳ ର ଜନସାଧାରଣ ଉତ୍ତମ ସେବା ପାଇ ପାରିବେ ଵୋଲି ବିଧାୟକ ଶ୍ରୀ ମହାନ୍ତି ପ୍ରକାଶ କରିଛନ୍ତି. ଶତ୍ରୁଘ୍ନ ପ୍ରଧାନ,ସଞ୍ଜୟ ସାହୁ, ତରୁଣ ସାହୁ. ଅକ୍ଷୟ ସାହୁ ପ୍ରତିନିଧି ମଣ୍ଡଳୀ ରେ ଥିଲେ ,ରେଙ୍ଗାଳି ଡାକ୍ତରଖାନା ଟି ୧୯୭୩ ମସିହାରୁ ଜଲସମ୍ପଦ ଅଧୀନ ରେ ରହିଅଛି.ସେହି ସମୟରେ ଆବଶ୍ୟକ ଡାକ୍ତର ଓ ନର୍ସ ନିଯୁକ୍ତି ହୋଇଥିଲେ. ୬ବର୍ଷ ହେଲା ଡାକ୍ତର ନଥିବା ବେଳେ ଜଣେ ଷ୍ଟାଫ ନର୍ସ ଓ ଜଣେ କମ୍ପାଉଡର ଦ୍ୱାରା ସ୍ଵାସ୍ତ୍ୟ ସେବା ଚାଲିଛି.. ସ୍ଥାନୀୟ ପାୱାର ଗ୍ରୀଡ଼ପକ୍ଷରୁ ଗୋଟିଏ ଏକ୍ସ ରେ ମେସିନ ଆକୱାଗାର୍ଡ ଚେୟାର ଓ ବିଭିନ୍ନ ଉପକରଣ ଯୋଗାଇ ଦିଆଯାଇଥିଲା କିନ୍ତୁ ବ୍ୟବହାର ନକରାଯାଇ ଏସବୁ ଖତ ହୋଇଗଲାଣି. ସ୍ଥାନୀୟ ବିଧାୟକ ମହାନ୍ତି ଙ୍କ ଅନୁରୋଧ କ୍ରମେ ଓ ଏଚ ପି ସି ପକ୍ଷରୁରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନାର ଉନ୍ନତି କରଣ ପାଇଁ ଓ ଥଣ୍ଡା ପାନୀୟ ଜଳ ପାଇଁ ୨୮ଲକ୍ଷ ପ୍ରଦାନ କରିଛନ୍ତି.ଏତେ ସବୁ ସୁବିଧା ଥିବା ସତ୍ୱେ ବିଗତ ଦିନରେ ଏ ଅଂଚଳ ବାସୀ ବହୁ ଅସୁବିଧା ର ସମ୍ମୁଖୀନ ହୋଇଥିଲେ କିନ୍ତୁ ଚଳିତ ବର୍ଷ ଏହି ମେଡିକାଲ ଟି ନୁତନ ସେବା ଯୋଗାଇ ଦିଆଯିବ ବୋଲି ବିଧାୟକ ପ୍ରତିଶୃତି ଦେଇଛନ୍ତି..

Previous Post

୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

Next Post

ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

Amarendra Mohapatra

Amarendra Mohapatra

Next Post
ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News