• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

    ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

    ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ  ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଜାତୀୟ ପଂଚାୟତ ସମ୍ମାନରେ ଓଡ଼ିଶାକୁ ୫ଟି ପୁରସ୍କାର

    ଜାତୀୟ ପଂଚାୟତ ସମ୍ମାନରେ ଓଡ଼ିଶାକୁ ୫ଟି ପୁରସ୍କାର

    ମୌସୁମୀ ପାଇଁ ପାଗ ଅନୁକୂଳ

    ମୌସୁମୀ ପାଇଁ ପାଗ ଅନୁକୂଳ

    ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ କମିଶନରେଟ ପୋଲିସ ଅଫିସ୍ ଘେରିଲା କଂଗ୍ରେସ

    ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ କମିଶନରେଟ ପୋଲିସ ଅଫିସ୍ ଘେରିଲା କଂଗ୍ରେସ

    ଓଏଫ୍‌ଟିଡିଏ ର ୨ୟ ବାର୍ଷିକ ଉତ୍ସବ ମେ ୧ରେ

    ଓଏଫ୍‌ଟିଡିଏ ର ୨ୟ ବାର୍ଷିକ ଉତ୍ସବ ମେ ୧ରେ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

    ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

    ଖେଡାପଡା ଗାଁ ନିକଟରେ ଭୟାବହ ବସ୍ ଦୁର୍ଘଟଣା

    ଖେଡାପଡା ଗାଁ ନିକଟରେ ଭୟାବହ ବସ୍ ଦୁର୍ଘଟଣା

    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

    ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

    ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

୧୦ ବର୍ଷରେ ଓଡିଶାର ଅର୍ଥନୀତି ୫୦୦ ବିଲିଅନ ଡଲାର ଛୁଇଁବ

Amarendra Mohapatra by Amarendra Mohapatra
November 26, 2025
in ରାଜ୍ୟ
0
‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
126
VIEWS

ଭୁବନେଶ୍ୱର : ଉତ୍କଳ ଚାମ୍ୱର୍‌ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (UCCIL) ପକ୍ଷରୁ ଅନୁଷ୍ଠିତ ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବର୍ତ୍ତମାନ ଓଡିଶାରେ ପ୍ରକୃତ ଶିଳ୍ପ ବିପ୍ଲବ ଆରମ୍ଭ ହୋଇଛି, ଯାହା ଓଡିଶାର ଦଶା ଓ ଦିଶାକୁ ନିଶ୍ଚିତ ଭାବରେ ପରିବର୍ତ୍ତନ କରିବ।

ଏହି ଅବସରରେ ସମୃଦ୍ଧ ଓଡ଼ିଶାର ରୋଡମ୍ୟାପ୍ ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ରାଜ୍ୟର ଅର୍ଥନୀତି ବର୍ତ୍ତମାନ ପ୍ରାୟ ୧୨୦ ବିଲିୟନ ଡଲାର ରହିଛି । ୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର କରିବାକୁ ହେଲେ, ଆମକୁ ଆସନ୍ତା ୧୦-୧୧ ବର୍ଷ ଭିତରେ ପ୍ରାୟ ୫ ଗୁଣ ଅଭିବୃଦ୍ଧି ହାସଲ କରିବାକୁ ପଡ଼ିବ। ଏଥିପାଇଁ ଆମେ ଭିତ୍ତିଭୂମି, ଶିଳ୍ପ ଓ ସ୍କିଲ୍‌ ଡେଭ୍‌ଲପ୍‌ମେଣ୍ଟ ଉପରେ ଫୋକସ୍ କରିଛୁ। ଆପଣମାନେ ଜାଣନ୍ତି, ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରାଯାଇ ୮୪ ଟି ଶିଳ୍ପର ଶିଳାନ୍ୟାସ ହୋଇଛି ଏବଂ ଏହାଦ୍ୱାରା ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୁନିଶ୍ଚିତ କରାଯାଇପାରିଛି ।

ବେଦାନ୍ତ ଗ୍ରୁପ, ଆଦାନୀ, ଜେ.ଏସ୍. ଡବ୍ଲ୍ୟୁ, ଇଣ୍ଡିଆନ ଅଏଲ୍, ଜୋହୋ ଗ୍ରୁପ୍ ପକ୍ଷରୁ ଲକ୍ଷ ଲକ୍ଷ କୋଟି ଟଙ୍କାର ଇନ୍‌ଭେଷ୍ଟମେଣ୍ଟ ବର୍ତ୍ତମାନ ପାଇପଲାଇନ୍‌ରେ ଅଛି । ଟେକ୍ସଟାଇଲ୍, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ମଧ୍ୟ ଇନ୍‌ଭେଷ୍ଟମେଣ୍ଟ ଆସୁଛି । ଭିତ୍ତିଭୂମି କ୍ଷେତ୍ରରେ ମଧ୍ୟ ରୋଡ୍, ରେଲ୍‌ୱେ, ପୋର୍ଟ ଓ ଏୟାରପୋର୍ଟ ସବୁ କ୍ଷେତ୍ରର ଭିତ୍ତିଭୂମିକୁ କେନ୍ଦ୍ର ଓ ରାଜ୍ୟର ଡବଲ୍ ଇଞ୍ଜିନ୍ ସରକାର ବ୍ୟାପକ ଭାବେ ସୁଦୃଢ଼ କରୁଛନ୍ତି। ଏ କ୍ଷେତ୍ରରେ ଆମକୁ UCCIL ଭଳି ଶିଳ୍ପସଂଘମାନେ ସହଯୋଗର ହାତ ବଢ଼ାଇଛନ୍ତି । ସରକାର ଓ ଶିଳ୍ପ ସଂସ୍ଥା ମାନଙ୍କ ମିଳିତ ଉଦ୍ୟମରେ ଓଡ଼ିଶାରେ ସମୃଦ୍ଧି ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ଆହୁରି କହିଛନ୍ତି ଯେ, ଭୁବନେଶ୍ୱର ସହରକୁ ରାଜ୍ୟର ଏକ ଟେକ୍ନୋଲୋଜି ହବ୍‌ରେ ପରିଣତ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଭୁବନେଶ୍ୱରରେ ଫିନ୍‌ଟେକ୍, ଇନ୍‌ସିଓର୍‌ଟେକ୍ କମ୍ପାନୀ ପ୍ରତିଷ୍ଠା କରାଯାଉଛି। ବଡ଼ ବଡ଼ ଆଇଟି କମ୍ପାନୀ ସହିତ ଦୁଇଟି ସେମିକଣ୍ଡକ୍ଟର ଶିଳ୍ପ ମଧ୍ୟ ପ୍ରତିଷ୍ଠା କରାଯାଇଛି । କ୍ୟାପିଟାଲ ରିଜିଅନ୍ ରିଙ୍ଗ୍ ରୋଡ୍‌ ଯୋଗୁଁ କଟକ-ଭୁବନେଶ୍ୱର ଟୁଇନ୍‌ ସିଟିର ବ୍ୟାପକ ସମ୍ପ୍ରସାରଣ ହେବାକୁ ଯାଉଛି । ଭୁବନେଶ୍ୱରକୁ ଆମେ ଦେଶର ଇଷ୍ଟର୍ଣ୍ଣ ରିଜିଅନ୍‌ରେ ଏକ ମେଗା ଟେକ୍‌-ସିଟି ଭାବରେ ବିକଶିତ କରିବାକୁ ଯାଉଛୁ ।

ଏହି ଅବସରରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ ଯେ, ଗୋଟିଏ ବର୍ଷ ମଧ୍ୟରେ ଓଡିଶାରେ ସରକାର ଜନସାଧାରଣଙ୍କ ପ୍ରିୟ ଭାଜନ ହୋଇ ଓଡିଶାକୁ ଏକ ଉତ୍କୃଷ୍ଟ ସମ୍ଭାବନାର ରାଜ୍ୟଭାବେ ବିକଶିତ କରିଛନ୍ତି। ଯୁବଶକ୍ତିକୁ ନିଯୁକ୍ତି, ଓଡିଶାରେ ଶିଳ୍ପର ମାନବୃଦ୍ଧି ଏ ସମସ୍ତ ଆଜି ଓଡିଶାକୁ ଏକ ସମୃଦ୍ଧ ଓଡିଶାରୂପେ ବିକାଶ କରିବା ପାଇଁ ଆଗେଇ ଆସିଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରେ ଆଜି ଓଡିଶାରେ ଶିଳ୍ପ ବିପ୍ଲବ ଆରମ୍ଭ ହୋଇଛି।

କାର୍ଯ୍ୟକ୍ରମରେ UCCIL ପକ୍ଷରୁ ପ୍ରସ୍ତୁତ ‘ସମୃଦ୍ଧ ଓଡିଶା ୨୦୩୬’ ନାମକ ସ୍ମରଣିକା ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡର ପ୍ରେସିଡେଣ୍ଟ ଡ. ପ୍ରବୋଧ ମହାନ୍ତି, ସମୃଦ୍ଧ ଓଡିଶା ୨୦୩୬ ଆୟୋଜନ କମିଟିର ଚେୟାରମ୍ୟାନ୍ ଡ. ବ୍ରହ୍ମା ମିଶ୍ର, ଡିଆରଡିଓ ଡିଜି, ଇଲେକ୍ଟ୍ରୋନିକ୍‌ସ ଆଣ୍ଡ କମ୍ୟୁନିକେସନ ସିଷ୍ଟମ ଡଃ. ବି.କେ ଦାସ, ଏମ୍‌.ଜି.ଏମ୍‌ମିନେରାଲ ଲିମିଟେଡର ସି.ଏମ୍‌.ଡି ଏବଂ ଅତିରିକ୍ତ UCCIL ନିର୍ଦ୍ଦେଶକ ଶ୍ରୀ ପଙ୍କଜ ଲୋଚନ ମହାନ୍ତି, ଏସାର୍‌ ମିନ୍‌ମେଟ୍ ଲିମିଟେଡର ଏମ୍‌.ଡି ତଥା ଅତିରିକ୍ତ ନିର୍ଦ୍ଦେଶକ, UCCILଶ୍ରୀ ଶଶୀ ଶେଖର ମହାନ୍ତି, ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍(କର୍ପୋରେଟ୍ ଆଫାୟାର୍ସ)ର ପ୍ରେସିଡେଣ୍ଟ ତଥା ଅତିରିକ୍ତ ନିର୍ଦ୍ଦେଶକ UCCIL ଶ୍ରୀ ଅର୍ଦ୍ଧେନ୍ଦୁ ମହାପାତ୍ର ଏବଂ ବିଭିନ୍ନ ସଂସ୍ଥାର ବିଶିଷ୍ଟ ଶିଳ୍ପପତିଗଣ ପ୍ରମୁଖ ଉପସ୍ଥିତ ଥିଲେ।

Tags: #Mohana Majhicmo odisha
Previous Post

ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

Next Post

ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

Amarendra Mohapatra

Amarendra Mohapatra

Next Post
ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ପୋଲିସ କାର୍ଯ୍ୟପ୍ରଣାଳୀ ଜାଣିବାକୁ ଥାନା ପରିଦର୍ଶନ କଲେ କଲେଜ ଛାତ୍ରଛାତ୍ରୀ

ପୋଲିସ କାର୍ଯ୍ୟପ୍ରଣାଳୀ ଜାଣିବାକୁ ଥାନା ପରିଦର୍ଶନ କଲେ କଲେଜ ଛାତ୍ରଛାତ୍ରୀ

May 20, 2026
ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

May 20, 2026
ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

May 20, 2026
ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ  ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

May 20, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ପୋଲିସ କାର୍ଯ୍ୟପ୍ରଣାଳୀ ଜାଣିବାକୁ ଥାନା ପରିଦର୍ଶନ କଲେ କଲେଜ ଛାତ୍ରଛାତ୍ରୀ

ପୋଲିସ କାର୍ଯ୍ୟପ୍ରଣାଳୀ ଜାଣିବାକୁ ଥାନା ପରିଦର୍ଶନ କଲେ କଲେଜ ଛାତ୍ରଛାତ୍ରୀ

May 20, 2026
ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

May 20, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News