• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ଖେଳ

ଆଫଗାନିସ୍ତାନର ଐତିହାସିକ ବିଜୟ

ଚମ୍ପିଆନ୍ସ ଟ୍ରଫିରୁ ଇଂଲଣ୍ଡ ବିଦା

editor himmat news by editor himmat news
February 27, 2025
in ଖେଳ
0
ଆଫଗାନିସ୍ତାନର ଐତିହାସିକ ବିଜୟ
0
SHARES
20
VIEWS

ଚମ୍ପିଆନ୍ସ ଟ୍ରଫିରେ ପଦାର୍ପଣ କରିଥିବା ଆଫଗାନିସ୍ତାନ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଶକ୍ତିଶାଳୀ ଇଂଲଣ୍ଡ ଦଳକୁ ପରାଜିତ କରି ରଚିଛି ଐତିହାସିକ ବିଜୟ। ବୁଧବାର ଏକ ଆଫଗାନିସ୍ତାନ ପରାଜିତ କରିଛି। ଏହା ସହିତ ୨ଟି ମ୍ୟାଚ ହାରିବା ପରେ ଇଂଲଣ୍ଡର ଚମ୍ପିଆନ୍ସ ଟ୍ରଫି ଯାତ୍ରା ଶେଷ ହୋଇଛି। ଆଫଗାନିସ୍ତାନଠାରୁ ଇଂଲଣ୍ଡ ୮ ରନରେ ହାରି ଟୁର୍ଣ୍ଣାମେଣ୍ଟରୁ ବିଦା ହୋଇଛି। ୩୨୬ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଇଂଲଣ୍ଡ ୪୯.୫ ଓଭରରେ ସମସ୍ତ ଉଇକେଟ ହରାଇ ୩୧୭ ରନ କରିବାକୁ ସକ୍ଷମ ହୋଇଛି। ଦଳ ପକ୍ଷରୁ ଜୋ ରୁଟ ସର୍ବାଧିକ ୧୨୦ ରନର ଲଢୁଆ ଇନିଂସ ଖେଳିଥିଲେ ହେଁ ଅନ୍ୟ ଖେଳାଳିମାନଙ୍କ ବିଫଳତା ଯୋଗୁ ଦଳକୁ ହାରିବାକୁ ପଡ଼ିଛି।
ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୭ ଉଇକେଟ ହରାଇ ୩୨୫ ରନ ସଂଗ୍ରହ କରିଥିଲା। ଇବ୍ରାହିମ ଜର୍ଡାନଙ୍କ ୧୭୭ ରନର ବିଶାଳ ଇନିଂସ ଇଂଲଣ୍ଡ ପାଇଁ ଭାରି ପଡ଼ିଥିଲା। ଇଂଲଣ୍ଡ ପକ୍ଷରୁ ଜୋଫ୍ରା ଆର୍ଚର ସର୍ବାଧିକ ୩ଟି ଏବଂ ଲିଆମ ଲିଭିଂଷ୍ଟୋନ ୨ଟି ଉଇକେଟ ନେଇଥିଲେ। ୩୨୬ ରନର ଟାର୍ଗେଟକୁ ପିଛା କରୁଥିବା ଇଂଲଣ୍ଡ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟର ସମ୍ମୁଖୀନ ହୋଇଥିଲା। ପରବର୍ତ୍ତୀ ସମୟରେ ଜୋ ରୁଟ ଦଳର ସ୍କୋରକୁ ଆଗେଇ ନେଇଥିଲେ ହେଁ ଅନ୍ୟ ଖେଳାଳିମାନଙ୍କ ବଡ଼ ଯୋଗଦାନ ନ ମିଳିବାରୁ ଦଳ ମାତ୍ର ୮ ରନରେ ପରାଜୟବରଣ କରିଥିଲା। ଆଫଗାନିସ୍ତାନ ବୋଲର ଅଜମତୁଲ୍ଲା ସମାରଜାଇ ସର୍ବାଧିକ ୫ଟି ଏବଂ ମହମ୍ମଦ ନବି ୨ଟି ଉଇକେଟ ନେଇଥିଲେ।
କ୍ୟାରିୟ?ର୍ର ପ୍ରଥମ ୫ ୱିକେଟ୍ ସଫଳତା ପାଇଥିବା ଓମାରଜାଇ ଇଂଲଣ୍ଡର ସବୁଠୁ ବେଶି କ୍ଷତି ଘଟାଇଥିଲେ। ଅଷ୍ଟ୍ରେଲିଆଠାରୁ ହାରିଥିବା ଇଂଳଣ୍ଡ ଲଗାତାର ଦ୍ୱିତୀୟ ପରାଜୟବରଣ କରିବା ଏହି ଦଳର ପ୍ରଶଂସକଙ୍କୁ ନିରାଶ କରିଥିଲା। ଅନ୍ୟପକ୍ଷରେ ଆଫଗାନିସ୍ତାନ ଉତ୍ସବମୁଖର ହୋଇଥିଲା। ଏହି ଦେଶର ରାଜଧାନୀ କାବୁଲ୍ ସମେତ ବିଭିନ୍ନ ସହର ଓ ଗ୍ରାମାଞ୍ଚଳରେ ପ୍ରଶଂସକ ବେଶ ଧୁମଧାମ୍‌ରେ ଉତ୍ସବ ପାଳନ କରିବା ଦେଖିବାକୁ ମିଳିଥିଲା। ସେହିଭଳି ଜଦ୍ରାନ ତାଙ୍କ ଐତିହାସିକ ପାଳି ପାଇଁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।
ସଂକ୍ଷିପ୍ତ ସ୍କୋର୍‌: ଆଫ୍‌ଗାନିସ୍ତାନ ୫୦ ଓଭରରେ ୩୨୫/୭ (ଇବ୍ରାହିମ ଜଦ୍ରାନ ୧୭୭, ଅଜ୍‌ମତୁଲ୍ଲା ଓମାରଜାଇ ୪୧, ହସମତୁଲ୍ଳା ସାହିଦି ୪୦, ମହମ୍ମଦ ନବି ୪୦, ଜୋଫ୍ରା ଆର୍ଚର ୩/୬୪, ଲିଆମ ଲିଭିଂଷ୍ଟୋନ୍ ୨/୨୮)। ଇଂଲଣ୍ଡ ୪୯.୫ ଓଭରରେ ୩୧୭ (ଜୋ ରୁଟ୍ ୧୨୦, ବେନ୍ ଡକେଟ ୩୮, ଜୋସ ବଟଲର ୩୮, ଜାମି ଓଭରଟନ୍ ୩୨, ଅଜ୍‌ମତୁଲ୍ଲା ଓମାରଜାଇ ୫/୫୮, ମହମ୍ମଦ ନବି ୨/୫୭)।

Previous Post

ଭାରତୀୟ ନୌସେନା ପକ୍ଷରୁ ପ୍ରଥମ ନାଭାଲ ଆଣ୍ଟି-ସିପ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

Next Post

ଭାଜପା ଅଭିଯୋଗକୁ ଖଣ୍ଡନ କଲେ ପିଟ୍ରୋଡା

editor himmat news

editor himmat news

Next Post
ଭାଜପା ଅଭିଯୋଗକୁ ଖଣ୍ଡନ କଲେ ପିଟ୍ରୋଡା

ଭାଜପା ଅଭିଯୋଗକୁ ଖଣ୍ଡନ କଲେ ପିଟ୍ରୋଡା

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026
ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

March 23, 2026
ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

March 23, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News