• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ଆଞ୍ଚଳିକ

ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

Amarendra Mohapatra by Amarendra Mohapatra
March 9, 2025
in ଆଞ୍ଚଳିକ
0
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
0
SHARES
1
VIEWS

ବୌଦ୍ଧ:- ବୌଦ୍ଧ କଚେରୀ ପଡିଆଠାରେ ଆନ୍ତର୍ଜାତୀୟ ମହିଳା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଚଳିତ ବର୍ଷର ବାର୍ତ୍ତା “ବେଟି ବଚାଓ ବେଟି ପଢାଓ”, ସୁଭଦ୍ରାର ଦ୍ଵିତୀୟ କିସ୍ତି ଏବଂ ଅନ୍ତର୍ଜାତୀୟ ମହିଳା ଦିବସ ଏହି ତିନି ଗୋଟି ଆଭିମୁଖ୍ୟ ଥିବା ବେଳେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ମହିଳା ଯୋଗ ଦେଇଥିଲେ l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ସମ୍ମାନୀତ ଅତିଥି ଭାବରେ କଣ୍ଟାମାଳ ବିଧାୟକ କହ୍ନେଇଁ ଚରଣ ଡାଙ୍ଗ, ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ରାହୁଲ ଗୋୟଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥ, ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ, ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ ପ୍ରମୁଖ ଯୋଗ ଦେଇଥିଲେ l ଗଞ୍ଜାମଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ସମେତ ମନ୍ତ୍ରୀ ମଣ୍ଡଳର ବହୁ ବରିଷ୍ଠ ମନ୍ତ୍ରୀ ମାନଙ୍କ ଉଦବୋଧନ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇଥିଲା l ସେହିପରି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରୁ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଟଙ୍କା ପ୍ରେରଣ କରାଯାଇଥିଲା l କାର୍ଯ୍ୟକ୍ରମକୁ ମେଣ୍ଢିମାଲ ଉଚ୍ଚ ବିଦ୍ୟାଳୟର ସଂସ୍କୁତ ଶିକ୍ଷକ ପ୍ରମୋଦ ପ୍ରଧାନ, ସମବାୟ ସମିତି ସହ ନିବନ୍ଧକ ହାଡ଼ିବନ୍ଧୁ ମହାଖୁଡ଼ ପରିଚାଳନା କରିଥିବା ବେଳେ ସାଂସ୍କୁତିକ କାର୍ଯ୍ୟକ୍ରମକୁ ଶ୍ରଦ୍ଧାଞ୍ଜଳି ସାହୁ ଏବଂ ବର୍ଷାରାଣୀ ମେହେର ପରିଚାଳନା କରିଥିଲେ l ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ମହିଳା ଏବଂ ଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଉପଲକ୍ଷେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀ, “ବେଟି ବଚାଓ, ବେଟି ପଢାଓ” ରେ ୧୦ମ ଶ୍ରେଣୀରେ କୃତିତ୍ୱ ହାସଲ କରିଥିବା ୧୦ ଜଣ ଛାତ୍ରୀ, ରଙ୍ଗୋଲି ଏବଂ ସଂଗୀତ ପ୍ରତିଯୋଗିତାର କୃତୀ ଅଙ୍ଗନବାଡି କର୍ମୀ, ଶ୍ରେଷ୍ଠ ୩ ଜଣ ଆଶା, ୩ ଜଣ ଶ୍ରେଷ୍ଠ ଶିକ୍ଷୟତ୍ରୀ, ୩ ଜଣ ଶ୍ରେଷ୍ଠ ମହିଳା ସାମ୍ବାଦିକ, ମହିଳା ସନ୍ତରଣକାରି, ୱାଡେନ ଓ ମହିଳା ଉଦ୍ୟାନ ଚାଷୀ, ୩ଟି ସମନ୍ବିତ ଶିଶୁ ବିକାଶ କେନ୍ଦ୍ରରୁ ବିଭିନ୍ନ ଖେଳର କୃତୀ ପ୍ରତିଯୋଗୀ(ମହିଳା), ୩ ପ୍ରୋଜେକ୍ଟର ଅଙ୍ଗନୱାଡି ହେଲପର, ଅଙ୍ଗନୱାଡି କର୍ମୀ, ମହିଳା ସୁପରଭାଇଜର, ସି.ଡି.ପି.ଓ.ମାନଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ l କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୋପାଳ ଚରଣ ମଲ୍ଲିକ ସମସ୍ତ ଅତିଥିଙ୍କୁ ସ୍ୱାଗତ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ l କାର୍ଯ୍ୟକ୍ରମ ଶେଷରେ ପି.ଓ. ରୀନା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବାଲ୍ୟ ବିବାହ ନିଷେଧ ପରାମର୍ଶଦାତ୍ରୀ ପ୍ରବୀଜ୍ଞା ଦାସ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ, ବୌଦ୍ଧ ତହସିଲଦାର ଅନିତା କୁମାରୀ ସାହୁ, ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୁଧିଷ୍ଠିର ମେହେର ଓ ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ସେଠୀଙ୍କ ସମେତ ସମସ୍ତ ଡେପୁଟି କଲେକ୍ଟର, ସହକାରୀ ଜିଲ୍ଲାପାଳ, ସମସ୍ତ ଅତିରିକ୍ତ ତହସିଲଦାର, ଜିଲ୍ଲାସ୍ତରୀୟ ଅଧିକାରୀମାନେ ସମସ୍ତ କାମରେ ସହଯୋଗ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ମା’ ପୂର୍ଣ୍ଣମାସି ମହିଳା ପାଲା ଦଳ ପାଲା ପରିବେଷଣ କରିଥିଲେ l ବାଲାସିଙ୍ଗା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ସଚେତନତା ଧର୍ମୀ ଗୀତିନାଟ୍ୟ ମାଧ୍ୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l ସେଣ୍ଟ ଜାଭିଅର ପବ୍ଲିକ ସ୍କୁଲରଛାତ୍ରୀ ଚୁମକି ସ୍ୱାଇଁ, ଅମୟ ପ୍ରିୟଂଶି, ସ୍ୱୟମସୁଧା, ଆନନ୍ଦିତା ସରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଶ୍ରୀରାମ କାର୍ଟୁନ କମେଡି ଦଳ କାର୍ଟୁନ ନୃତ୍ୟ ପରିବେଷଣ କରିଥିଲେ l

Previous Post

ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଧାନମନ୍ତ୍ରୀଙ୍କ ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡେଲ୍ ପରିଚାଳନା କଲେ ଓଡ଼ିଆ ଆଣବିକ ବିଜ୍ଞାନୀ ଏଲିନା ମିଶ୍ର

Next Post

ରାଷ୍ଟ୍ରୀୟ ଲୋକ ଅଦାଲତ

Amarendra Mohapatra

Amarendra Mohapatra

Next Post
ରାଷ୍ଟ୍ରୀୟ ଲୋକ ଅଦାଲତ

ରାଷ୍ଟ୍ରୀୟ ଲୋକ ଅଦାଲତ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News