• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

    ୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

    କଂଗ୍ରେସ ଣିଲା ଅନାସ୍ଥା ପ୍ରସ୍ତାବ

    କଂଗ୍ରେସ ଣିଲା ଅନାସ୍ଥା ପ୍ରସ୍ତାବ

    ସାର କଳାବଜାରୀ ନେଇ ଅନେକ ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି- ଯୋଗାଣ ମନ୍ତ୍ରୀ

    ସାର କଳାବଜାରୀ ନେଇ ଅନେକ ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି- ଯୋଗାଣ ମନ୍ତ୍ରୀ

    ବିଧାନସଭାର ମୋସୁମୀ ଅଧିବେଶନ ଆରମ୍ଭ

    ବିଧାନସଭାର ମୋସୁମୀ ଅଧିବେଶନ ଆରମ୍ଭ

    ସଂଗ୍ରାମ କେଶରୀ ପୃଷ୍ଟିଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

    ସଂଗ୍ରାମ କେଶରୀ ପୃଷ୍ଟିଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

    ହଜିଗଲାଣି ମୁକ୍ତା ଯୋଜନାର ପ୍ରକଳ୍ପର ଚି଼ହ୍ନ,ଲକ୍ଷାଧିକ ଟଙ୍କା ଚଳୁକରିଦେଲା ପୌରପାରିଷଦ

    ହଜିଗଲାଣି ମୁକ୍ତା ଯୋଜନାର ପ୍ରକଳ୍ପର ଚି଼ହ୍ନ,ଲକ୍ଷାଧିକ ଟଙ୍କା ଚଳୁକରିଦେଲା ପୌରପାରିଷଦ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

    ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

    ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

    ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

    ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

    ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

    ଲଗାଣ ବର୍ଷାରେ ଭାଙ୍ଗିଥିବା କଲଭର୍ଟକୁ ୨ଟ୍ରିପ୍ ମାଟି ପକାଇ ଡିଣ୍ଡିମ ପିଟୁଛି ପଞ୍ଚାୟତ ପ୍ରଶାସନ

    ଲଗାଣ ବର୍ଷାରେ ଭାଙ୍ଗିଥିବା କଲଭର୍ଟକୁ ୨ଟ୍ରିପ୍ ମାଟି ପକାଇ ଡିଣ୍ଡିମ ପିଟୁଛି ପଞ୍ଚାୟତ ପ୍ରଶାସନ

    ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ

    ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ

    ଶିଶୁ ଚାଲାଣ ବିରୋଧରେ ଗୋଷ୍ଠୀ ସଚେତନା କାର୍ଯ୍ୟକ୍ରମ

    ଶିଶୁ ଚାଲାଣ ବିରୋଧରେ ଗୋଷ୍ଠୀ ସଚେତନା କାର୍ଯ୍ୟକ୍ରମ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ପ୍ରଶାସନିକ ଅଧିକାରୀଭାବେ ସରକାରୀ ଯୋଜନା ସଂପର୍କରେ ପ୍ରଥମେ ଜାଣିବା ନିତାନ୍ତ ଜରୁରୀ:ରାଜ୍ୟପାଳ

Amarendra Mohapatra by Amarendra Mohapatra
March 26, 2025
in ରାଜ୍ୟ
0
ପ୍ରଶାସନିକ ଅଧିକାରୀଭାବେ ସରକାରୀ ଯୋଜନା ସଂପର୍କରେ ପ୍ରଥମେ ଜାଣିବା ନିତାନ୍ତ ଜରୁରୀ:ରାଜ୍ୟପାଳ
0
SHARES
1
VIEWS

ଭୁବନେଶ୍ୱର : ଜନସାଧାରଙ୍କ ଆବଶ୍ୟକତାକୁ ଲକ୍ଷ୍ୟ ରଖି ତଥା ସେମାନଙ୍କର ହିତ ଉଦ୍ଦେଶ୍ୟରେ ସରକାର ବିଭିନ୍ନ ସମୟରେ ବିଭିନ୍ନ ଯୋଜନା ପ୍ରଣୟନ ସହିତ କାର୍ଯ୍ୟକ୍ରମମାନ ଆରମ୍ଭ କରିଥାନ୍ତି। ଏହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ କିପରି ସାଧିତ ହୋଇପାରିବ ତାହା ସୁନିଶ୍ଚିତ କରିବାର ଦାୟିତ୍ୱ ତୃଣମୂଳସ୍ତରରେ କାର୍ଯ୍ୟ କରୁଥିବା ପ୍ରଶାସନିକ ଅଧିକାରୀମାନଙ୍କର। କିନ୍ତୁ ପ୍ରଶାସନିକ ଅଧିକାରୀଭାବେ ପ୍ରଥମେ ସେହି ଯୋଜନା ଯାହା ସାମାଜିକ ସୁରକ୍ଷା, ଜନକଲ୍ୟାଣ କିମ୍ବା ବିକାଶମୂଳକ ତାହା ସଂପର୍କରେ ଅଧିକ ଜାଣିବା, ବୁଝିବା ଦ୍ୱାରା ତାହାର ସୁଫଳ ସଂପର୍କରେ ସେମାନେ ସଠିକ୍ ଭାବେ ଜନସାଧାରଣଙ୍କୁ ବୁଝାଇବାରେ ସକ୍ଷମ ହୋଇପାରିବେ ବୋଲି ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ୍‌ପାଟି ଓଡ଼ିଶା ପ୍ରଶାସନିକ ସେବାର ପ୍ରଶିକ୍ଷଣ ଗ୍ରହଣ କରୁଥିବା ଅଫିସର ଟ୍ରେନିମାନଙ୍କୁ ପରାମର୍ଶ ଦେଇଛନ୍ତି।
ମଙ୍ଗଳବାର ରାଜ ଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଓଡ଼ିଶା ରାଜସ୍ୱ ସେବାରୁ ଓଡ଼ିଶା ପ୍ରଶାସନିକ ସେବାକୁ ପଦୋନ୍ନତି ପ୍ରାପ୍ତ ୭୧ ଅଫିସର ଟ୍ରେନି ଓ ପ୍ରତ୍ୟକ୍ଷଭାବେ ନିଯୁକ୍ତ ଓଡ଼ିଶା ପ୍ରଶାସନିକ ସେବା – ୨୦୨୨ ବ୍ୟାଚ୍‌ର ୭୮ ଅଫିସର ଟ୍ରେନି ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ। ରାଜ୍ୟପାଳ ପ୍ରଶିକ୍ଷଣ ଗ୍ରହଣ କରୁଥିବା ଅଧିକାରୀମାନଙ୍କୁ ଉଦ୍‌ବୋଧନ ଦେବା ଅବସରରେ ସେମାନଙ୍କୁ ନିଜ ମଧ୍ୟରେ ଶିଖିବାର ପ୍ରବୃତିକୁ ଜାରି ରଖି ଜ୍ଞାନର ପରିଧିକୁ ବ୍ୟାପକ କରି ଦୃଢ଼ ଆତ୍ମ ବିଶ୍ୱାସର ସହ ଜନସାଧାରଣଙ୍କୁ ସେବା ପ୍ରଦାନ କରିବାକୁ କହିଥିଲେ। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଜୀବନ ସୁରକ୍ଷା ବୀମା ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ପରି ସାମାଜିକ ସୁରକ୍ଷା ଯୋଜନାର ଉପକାରିତା ଓ ଉପଯୋଗିତା, ସୌର ଶକ୍ତିର ବ୍ୟାପକ ବ୍ୟବହାର ନିମନ୍ତେ କାର୍ଯ୍ୟକାରୀ କରାଯାଉଥିବା ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ଦ୍ୱାରା ଶକ୍ତି ସଂରକ୍ଷଣ, ଇଲେକ୍ଟ୍ରିକ୍ ଯାନର ବ୍ୟବହାର ନିମନ୍ତେ ସରକାରୀ ପ୍ରୋତ୍ସାହନ ଯାହା ଦ୍ୱାରା ପେଟ୍ରୋଲ ଆଦି ଇନ୍ଧନର ଆମଦାନୀ ରାଶି ହ୍ରାସ କରାଯାଇପାରିବ ଓଏଲ୍ ପାମ୍ ମିଶନ ଦ୍ୱାରା ଖାଇବା ତେଲ ଉତ୍ପାଦନ ବୃଦ୍ଧି ସହିତ ଆତ୍ମ ନିର୍ଭର ହେବା ଉପରେ ଜୋର୍ ଦିଆଯାଇଛି ଓ ଏ ଦିଗରେ ପ୍ରଶାସନିକ ଅଧିକାରୀଭାବେ ନିଜେ ବିଶଦ ଭାବେ ଜାଣିବା ସହିତ ଜନସାଧାରଣ ଯେପରି ଏହାର ସୁଫଳ ପାଇପାରିବେ ସେଥିପାଇଁ ଯତ୍ନଶୀଳ ହେବା ଉଚିତ୍ ବୋଲି ରାଜ୍ୟପାଳ କହିଥିଲେ। ସେହିପରି ରାଜ୍ୟ ସରକାରଙ୍କ ଯୋଜନା ସଂପର୍କରେ ଜାଣିବା ପାଇଁ ବିଭିନ୍ନ ବିଭାଗର କାର୍ଯ୍ୟଧାରା ସଂପର୍କରେ ଅବଗତ ହେବାକୁ ସେ ଅଧିକାରୀମାନଙ୍କୁ କହିଥିଲେ। ବିଭିନ୍ନ ଅଂଚଳର ବିଶେଷତ୍ୱ, ଅଭିନବ ପ୍ରୟାସ, ଜୀବନ-ଜୀବିକା ସଂପର୍କରେ ସର୍ବଦା ଅପ୍‌ଡେଟ ରହିବା ପାଇଁ ଦୈନିକ ସମ୍ବାଦପତ୍ର, ନ୍ୟୁଜ୍ ଚ୍ୟାନେଲର ବ୍ୟବହାର ସହିତ ପଢ଼ିବାର ଆଗ୍ରହକୁ ଜାଗ୍ରତ ରଖିବା ପାଇଁ ରାଜ୍ୟପାଳ ସେମାନଙ୍କୁ ପରାମର୍ଶ ଦେଇଥିଲେ। ରାଜ୍ୟପାଳ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣିତ ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ଓ ସଫଳତା ସହିତ ଆହ୍ୱାନ ସଂପର୍କିତ ଏକ ବୁକ୍‌ଲେଟ୍ ପ୍ରକାଶନ କରି ତାହା ପ୍ରଶିକ୍ଷଣ ଗ୍ରହଣ କରୁଥିବା ପ୍ରଶାସନିକ ଅଧିକାରୀଙ୍କୁ ଉପଲବ୍ଧ କରିବାକୁ କହିଥିଲେ। ଏହି ଅବସରରେ ରାଜ୍ୟପାଳ ଅଧିକାରୀମାନଙ୍କ ସଫଳ ଭବିଷ୍ୟତ କାମନା କରିଥିଲେ।
ଏହି ସାକ୍ଷାତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଡ଼କ୍ଟର ମୋନାଲିସା ଲେଙ୍କା ଏକାଡ଼େମୀ ଦ୍ୱାରା ପ୍ରଦାନ କରାଯାଉଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ଅଫିସର୍ସଟ୍ରେନିଙ୍କ ସଂପର୍କରେ ସୂଚନା ପ୍ରଦାନ କରିଥିଲେ। ଅଫିସର୍ସଟ୍ରେନିଙ୍କ ପକ୍ଷରୁ ଶ୍ରୀ ବିକାଶ କୁମାର ସାହୁ, ସାୟେଦା ନାୟେଲା, ଦିବ୍ୟ ରଂଜନ ବିଶ୍ୱାଳ ଓ ମଧୁସ୍ମିତା ବିଶି ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଏନବିଏସ ରାଜପୁତ ଉପସ୍ଥିତ ଥିଲେ। ଶେଷରେ ଅଫିସସର୍ସ ଟ୍ରେନିଙ୍କ ପକ୍ଷରୁ ଆକାଂକ୍ଷା ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ। ରାଜଭବନର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏକାଡେମୀର ଅଧିକାରୀମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Previous Post

ରାଜ୍ୟରେ ରହିଛି ୨୫୯ ବର୍ଗ କିଲୋମିଟର ହେନ୍ତାଳ ବନ

Next Post

ଆଇପିଏଲ୍‌ର ପଞ୍ଚମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସକୁ ୧୧ ରନ୍‌ରେ ହରାଇ ପଞ୍ଜାବ କିଙ୍ଗ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି

Amarendra Mohapatra

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

October 15, 2025
ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

October 15, 2025
ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଯିବ ରେଙ୍ଗାଳି ପ୍ରକଳ୍ପ ଡାକ୍ତରଖାନା

September 26, 2025
୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

୨୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

September 20, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

ଜିଲ୍ଲା ସ୍ତରୀୟ ୮ ମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ

October 15, 2025
ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

October 15, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News