• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି

ବର୍ଷକରେ୨୮,୩୪୬ ଜଣଙ୍କୁ ସରକାରୀ ସ୍ତରରେ ଓ ୪୫ ହଜାରଙ୍କୁ ବେସରକାରୀ ସ୍ତରରେ ନିଯୁକ୍ତି ଯୁବଶକ୍ତିଙ୍କ ମଧ୍ୟରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ଓ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ- ମୁଖ୍ୟମନ୍ତ୍ରୀ ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ପ୍ରତିବଦ୍ଧ ହୋଇ କାମ କରିବା ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ

Amarendra Mohapatra by Amarendra Mohapatra
June 17, 2025
in ରାଜ୍ୟ
0
୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି
0
SHARES
25
VIEWS

ଭୁବନେଶ୍ୱର :ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି।
ସୂଚନା ଯୋଗ୍ୟ ଯେ, ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏଥିରେ ପୂର୍ତ ବିଭାଗର ୫୬୩ଟି, ଜଳ ସମ୍ପଦ ବିଭାଗର ୬୨ଟି, ପଞ୍ଚାୟିତ ରାଜ ଓ ପାନୀୟ ଜଳ ବିଭାଗର ୧୧୭ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨୦୪ଟି ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧୮ଟି ପଦବୀରେ ନିଯୁକ୍ତି ଦିଆଯାଇଛି। ଏହି ସବୁ ପଦବୀ ଗୁଡିକ ମଧ୍ୟରେ କନିଷ୍ଠ ଯନ୍ତ୍ରୀ, କନିଷ୍ଠ ପ୍ରବର୍ତନ ଅଧିକାରୀ, ଟ୍ରେସର, ବୈଧ ମାପ ବିଜ୍ଞାନ ନିରୀକ୍ଷକ, ଜୁନିଅର ଆକାଉଂଟାଂଟ ପଦବୀ ରହିଛି।
ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତଙ୍କୁ ରଜ ଶୁଭେଚ୍ଛା ଜଣାଇ ଉଦବୋଧନ ଦେଇ କହିଥିଲେ ଯେ, ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ, ନିଜକୁ ଜନସାଧାରଣଙ୍କ ସେବକ ଭାବି ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷା ପୂରଣ କରିବା ଏବଂ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ ପ୍ରତିଶ୍ରୁତିବଦ୍ଧ ହୋଇ ଆପଣ ମାନେ କାମ କରିବେ ବୋଲି ମୋର ଆଶା ଓ ବିଶ୍ୱାସ । ସରକାରୀ ସ୍ତରରେ ଆପଣଙ୍କ ଦ୍ୱାରା ନିଆଯାଉଥିବା ପ୍ରତ୍ୟେକ ନିଷ୍ପତି ଓ କାର୍ଯ୍ୟ ଜନ ମଙ୍ଗଳ ଉପରେ ଯେପରି ଆଧାରିତ ହେବ ସେଥପ୍ରତି ଆପଣ ମାନେ ଯତ୍ନବାନ ହେବେ।
ସେ ପୁଣି କହିଥିଲେ, ବିଗତ କିଛି ବର୍ଷ ଧରି ସରକାରୀ କ୍ଷେତ୍ରରେ ନିଯୁକ୍ତି ପ୍ରକ୍ରିୟା ମନ୍ଥର ଗତିରେ ଚାଲିଥିଲା। ଆମ ସରକାର ଆସିବା ପରେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ଯୁବ ଶକ୍ତିଙ୍କ ନିୟୋଜନକୁ ଗୁରୁତ୍ୱଦେଇ ଅପାର ନିଯୁକ୍ତି ସୁଯୋଗ ସୃଷ୍ଟି କରୁଛୁ। ଆମ ସରକାର ୫ ବର୍ଷରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ନିଷ୍ପତି ନେଇଛି। ପ୍ରଥମ ଦୁଇ ବର୍ଷରେ ୬୫ ହଜାର ପଦବୀ ପୂରଣ ହେବ। ଆଜି ସୁଦ୍ଧା ୨୮,୩୪୬ ସରକାରୀ ନିଯୁକ୍ତି ଦିଆଗଲାଣି। ଏହା ଆମ ପାଇଁ ଏକ ଐତିହାସିକ ଉପଲବ୍ଧି। ୨୦୨୬ ଜୁନ ସୁଦ୍ଧା ଆମେ ଆମର ଧାର୍ଯ୍ୟ ଲକ୍ଷ୍ୟ ୬୫ ହଜାର ଅତିକ୍ରମ କରିଯାଇଥିବୁ। କେବଳ ସରକାରୀ ସ୍ତରରେ ନୁହେଁ, ବେସରକାରୀ ସ୍ତରରେ ପ୍ରଥମ ବର୍ଷରେ ଆମେ ୪୫ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ। ଗୋଟଏ ବର୍ଷ ମଧ୍ୟରେ ଆମେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୭୩,୩୪୬ ଜଣଙ୍କୁ ନିଯୁକ୍ତି ଦେଇଛୁ।
ସେ ଆହୁରି କହିଥିଲେ, ଯୁବ ଶକ୍ତିକୁ ନିଯୁକ୍ତି ଦେବା ଓ ସେମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଅଭିଯାନ ଆମ ସରକାରଙ୍କ ଦ୍ୱାରା କ୍ରମାଗତ ଭାବେ ଆଗେଇ ଚାଲିଛି। ଯୁବ ଗୋଷ୍ଠୀଙ୍କ ପାଇଁ ନିଯୁକ୍ତି ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି କରାଯାଇଛି। ଶିଳ୍ପାୟନ ମାଧ୍ୟମରେ ମଧ୍ୟ ଆମେ ଯୁବ ଶକ୍ତିଙ୍କ ପାଇଁ ଆଣିଛୁ ବିପୁଳ ନିଯୁକ୍ତି ସୁଯୋଗ। ଉତ୍କର୍ଷ ଓଡିଶା ୨୦୨୫ ରାଜ୍ୟରେ ୧୬ଟି କ୍ଷେତ୍ରରେ ୧୭ ଲକ୍ଷର ପୁଞ୍ଜିନିବେଶ ସହ ୧୨.୯୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିଛି। ଉତ୍କର୍ଷ ଓଡିଶା ଆୟୋଜନର ୫ ମାସ ମଧ୍ୟରେ ୫୬ଟି ଶିଳ୍ପାନୁଷ୍ଠାନର ଉଦଘାଟନ ଓ ଭିତିପ୍ରସ୍ତର ଦିଆଯାଇଛି। ଏହା ମାଧ୍ୟମରେ ୧.୧୦ ଲକ୍ଷ ନିଯୁକ୍ତି ନିଶ୍ଚିତ ହୋଇଛି।
ସେ ପୁଣି କହିଥିଲେ, ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ, ପାରଦର୍ଶୀ ଓ ଦୁର୍ନୀତିମୁକ୍ତ କରିବା ପାଇଁ କଡା ଆଇନ ପ୍ରଣୟନ କରାଯାଇଛି। ଶେଷରେ ମୁଖ୍ୟମନ୍ତ୍ରୀ ନବ ନିଯୁକ୍ତଙ୍କୁ ସମାଜ ଓ ରାଜ୍ୟର ବିକାଶ ପାଇଁ ସମସ୍ତେ ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ କାର୍ଯ୍ୟର ସଫଳ ରୂପାୟନ ପାଇଁ ଦୃଢ ପ୍ରତିବଦ୍ଧ ହେବା ପାଇଁ ଆହ୍ୱାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ବିଭିନ୍ନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ।
କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଆମ ସମୃଦ୍ଧ ଓଡିଶା ଗଠନରେ ଆପଣ ମାନଙ୍କଭଳି ଯୁବ ପ୍ରତିଭାଙ୍କ ମହତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି କହିଥିଲେ ଯେ ଭଗବାନଙ୍କ କରୁଣାରୁ ଆପଣ ମାନେ ନିଯୁକ୍ତି ପାଇଛନ୍ତି। ଭଗବାନଙ୍କ ସେହି କରୁଣାକୁ ଜନସେବାରେ ଉପଯୋଗ କରିବା ପାଇଁ ସେ ଉପଦେଶ ଦେଇଥିଲେ।ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ କହିଲେ ଯେ ଓଡିଶା ଅର୍ଥନୈତିକ ଓ ସାମାଜିକ କ୍ଷେତ୍ରରେ ଆଗକୁ ବଢୁଛି, ଆପଣ ମାନଙ୍କ ଜ୍ଞାନ ଓ ବୁଦ୍ଧିର ପ୍ରୟୋଗରେ ଓଡିଶା ଶୀର୍ଷକୁ ଯିବ, ସେଥିପାଇଁ ଆପଣ ମାନେ ସଂକଳ୍ପବଦ୍ଧ ହୋଇ କାମ କରିବେ ବୋଲି ମୋର ବିଶ୍ୱାସ।
ପୂର୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ନବ ନିଯୁକ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆମ ସରକାର ଖାଲି ଥିବା ସରକାରୀ ପଦବୀ ଗୁଡିକୁ ପୂରଣ କରିବା ଲକ୍ଷ୍ୟନେଇ କାମ ଆରମ୍ଭ କରିଥିଲେ। ଏହି ବର୍ଷକ ମଧ୍ୟରେ ଆମେ ଯେତିକି ସରକାରୀ ପଦବୀ ପୂରଣ କରିଛୁ ସ୍ୱାଧୀନତା ପରେ ଓଡିଶା ଇତିହାସରେ ଏହା କେବେ ହୋଇ ନଥିଲା। ନବ ନିଯୁକ୍ତଙ୍କୁ ଆହ୍ୱାନ ଦେଇ କହିଥିଲେ ଓଡିଶା ବିକାଶ ରଥର ଡୋରି ଆପଣ ମାନଙ୍କ ହାତରେ ଅଛି। ଆପଣ ମାନେ ବିକାଶ ରଥକୁ ସଫଳତାର ସହ ପରିଚାଳନା କରିବେ ବୋଲି ମୋର ବିଶ୍ୱାସ।
କାର୍ଯ୍ୟକ୍ରମରେ ପୂର୍ତ ବିଭାଗର ନବ ନିଯୁକ୍ତ ଶିବଲାଲ୍ କିଶନ, ଜଳ ସମ୍ପଦ ବିଭାଗର ଅନୁସୟା ମହାନ୍ତି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ବି. ପ୍ରବୋଧ ରଞ୍ଜନ ପାତ୍ର ଓ ସନ୍ଧ୍ୟାରାଣୀ ସାହୁ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ଚଣ୍ଡୀପ୍ରସାଦ ମିଶ୍ର ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଆଦ୍ୟାଶ ସିଂ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ସମୟାନୁଭିତିକ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ।
କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୂର୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଦ୍ୱାରା ଷ୍ଟପ୍‌-ଡାଇରିଆ ଅଭିଯାନ ଆରମ୍ଭ

Next Post

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ

Amarendra Mohapatra

Amarendra Mohapatra

Next Post
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News