• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଜାତୀୟ ପତାକାର ବ୍ୟବହାର ସଂପର୍କୀତ ନିଦେ୍ର୍ଦଶନାମା

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ଆସ୍ଥା ର ଅନନ୍ୟା ନାରୀ କାର୍ଯ୍ୟକ୍ରମ ସଫଳତା ସହ ସମ୍ପନ୍ନ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

    ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳିତ

ଡଃ ମୁଖାର୍ଜୀଙ୍କ ପରି ଜଣେ ମହାନ ଜନନାୟକଙ୍କ ପାଇଁ ଏ ଦେଶ ସର୍ବଦା ଗର୍ବିତ - ମୁଖ୍ୟମନ୍ତ୍ରୀ

Amarendra Mohapatra by Amarendra Mohapatra
July 6, 2025
in ରାଜ୍ୟ
0
ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳିତ
0
SHARES
12
VIEWS

ଭୁବନେଶ୍ୱର : ସ୍ଥାନୀୟ ଜୟଦେବ ଭବନ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଆଜିର ଦିନକୁ ସଂକଳ୍ପ, ଏକ ପ୍ରେରଣା ଏବଂ ଏକ ଜାଗୃତିର ଦିବସ ବୋଲି କହିଥିଲେ। ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଡଃ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ ଉପହାର ଯାହା ପ୍ରତିଟି ଭାରତବାସୀଙ୍କୁ ଆଦର୍ଶ ଓ ପ୍ରେରଣା ଦେଇଥାଏ। ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଯେଉଁ କେତେଜଣ ମହାମନୀଷୀ ଭାରତୀୟ ଶିକ୍ଷା, ସଂସ୍କୃତି, ପରମ୍ପରା ଓ ରାଷ୍ଟ୍ରବାଦର ଉତ୍‍ଥାନ କରି ଦେଶ ମାତୃକାର ସେବା ପାଇଁ ଆଗେଇ ଆସିଥିଲେ, ସେମାନଙ୍କ ମଧ୍ୟରେ ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ଥିଲେ ଅଗ୍ରଗଣ୍ୟ। ସେ କେବଳ ଜଣେ ଶିକ୍ଷାବିତ୍ ନ ଥିଲେ ବରଂ ଏକ ସମର୍ପିତ ରାଷ୍ଟ୍ର ନେତା,  ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତକ ଓ ଦେଶପ୍ରେମୀ ଥିଲେ।
ଡଃ ମୁଖାର୍ଜୀଙ୍କ ଦ୍ୱାରା ଗଠିତ ଜନସଂଘ ବିଜେପିରେ ପରିଣତ ହେଲା ଏବଂ ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀ, ବିଜେପିର ପ୍ରତିଷ୍ଠାତା ରୂପେ ନାମିତ ହେଲେ। ତାଙ୍କ ବିଚାରଧାରା ଏବଂ ସାଂସ୍କୃତିକ ରାଷ୍ଟ୍ରବାଦ ହିଁ ହୋଇଥିଲା ଆଜିର ଭାରତୀୟ ଜନତା ପାର୍ଟିର ମୂଳମନ୍ତ୍ର। ତାଙ୍କର ଦୃଢମତ ଥିଲା, କଶ୍ମୀର ଭାରତର ଅଭିନ୍ନ ଅଂଶ ଓ ଏଥିପାଇଁ କୌଣସି ବିଶେଷ ଧାରା ଦରକାର ନାହିଁ। “ ଦୋ ବିଧାନ, ଦୋ ପ୍ରଧାନ, ଦୋ ନିଶାନ, ନେହିଁ ଚଲେଗା” ସ୍ଲୋଗାନ୍‌ ଆଜି ମଧ୍ଯ ପ୍ରତ୍ୟେକ ଭାରତୀୟଙ୍କ ମନରେ ଗୁଞ୍ଜରିତ ହେଉଛି ବୋଲି ସେ କହିଥିଲେ। ସେ ପୁଣି କହିଥିଲେଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ, ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବର୍ଷରେ ସମ୍ବିଧାନର ୩୭୦ ଧାରା ଓ ୩୫(କ)ର ଉଚ୍ଛେଦ କରିଛନ୍ତି। ମୋଦୀଜୀଙ୍କ ଏହି ସାହସିକ ପଦକ୍ଷେପ କେବଳ ଯେ ଦେଶପାଇଁ ମଙ୍ଗଳମୟ ତାହା ନୁହେଁ, ଏହା ଶ୍ଯାମାପ୍ରସାଦ ମୁଖାର୍ଜୀଙ୍କ ପାଇଁ ସର୍ବଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ଡଃ ମୁଖାର୍ଜୀଙ୍କ ସ୍ଵପ୍ନ ଓ ସଂଘର୍ଷକୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଜୀ ପୂରଣ କରିଛନ୍ତି। ଡଃ ମୁଖାର୍ଜୀଙ୍କ ପରି ଜଣେ ମହାନ ଜନନାୟକଙ୍କ ପାଇଁ ଏ ଦେଶ ସର୍ବଦା ଗର୍ବିତ। ରାଜ୍ୟରେ ଓ ଦେଶରେ ବିକାଶ ହେଉଛି ଏବଂ ଏହି ବିକାଶରେ ପ୍ରତ୍ୟେକ ବର୍ଗଙ୍କୁ ସାମିଲ କରାଯାଇ, ଗ୍ରୋଥ ଇଂଜିନକୁ ଆହୁରି ସଶକ୍ତ କରାଯାଉଛି। ରାଜ୍ୟରେ ମଧ୍ୟ ପୂର୍ବ ସରକାର ଡଃ ମୁଖାର୍ଜୀଙ୍କର ସ୍ମୃତି ଦିବସକୁ କେବେ ପାଳନ କରୁନଥିଲେ। ଆମ ସରକାର ଏହାକୁ ଜାତୀୟ କର୍ତ୍ତବ୍ୟ ବୋଲି ସ୍ୱୀକାର କରି ପାଳନ କରୁଛି ଏବଂ ଆଗକୁ ମଧ୍ୟ କରିବ ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆମର ଯୁବ ଶକ୍ତି ହିଁ ଦେଶର ଭବିଷ୍ୟତ । ଆଜି ରାଜ୍ୟସରକାର ଏକ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ସାରା ଓଡିଶାରେ ଯୁବ ଶକ୍ତି ବିକାଶ କାର୍ଯ୍ୟକ୍ରମ କରୁଛନ୍ତି । ଏଣୁ ନୈତିକତା ବିନା ରାଜନୀତି, ଆଦର୍ଶ ବିନା ଶାସନ, ଓ ଦେଶପ୍ରେମ ବିନା ସ୍ୱାଧୀନତା କେବଳ ଏକ ଭ୍ରମ।ତ୍ୟାଗ ଓ ସେବା ଦ୍ୱାରା ଆମେ ଆମ ଭବିଷ୍ୟ ଗଢିବା। ଆଜି ଆମେ ଯେତେବେଳେ ଏକ ନୂଆ ଓଡ଼ିଶା ଗଢ଼ୁଛୁ, ଏକ ଶକ୍ତିଶାଳୀ ଭାରତର ଦିଗକୁ ବଢ଼ୁଛୁ, ଡଃ ମୁଖାର୍ଜୀଙ୍କ ନିତି ଓ ଦୃଷ୍ଟିକୋଣ ଆମକୁ ସଠିକ ମାର୍ଗ ଦେଉଛି।ସମ୍ମାନିତ ଅତିଥି ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଡଃ ମୁଖାର୍ଜୀଙ୍କୁ ଇତିହାସର ଶ୍ରେଷ୍ଠ ବ୍ୟକ୍ତିତ୍ୱ ଭାବେ ସମ୍ବୋଧିତ କରିଥିବା ବେଳେ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା କହିଥିଲେଯେ ଡଃ ମୁଖାର୍ଜୀ ଭାରତର ଅଖଣ୍ଡତାର ପ୍ରତୀକ। କାର୍ଯ୍ୟକ୍ରମର ମୁଖ୍ୟ ବକ୍ତା ଶ୍ରୀ ଅନିର୍ବାଣ ଗାଙ୍ଗୁଲି ଡଃ ମୁଖାର୍ଜୀଙ୍କୁ ପରାଧୀନ ଭାରତରେ ମଧ୍ଯ ଭାରତୀୟ ଭାଷାରେ ଶିକ୍ଷାର ଆଦି ପ୍ରବର୍ତ୍ତକ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ଓ ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ ପ୍ରମୁଖ ମଂଚାସୀନ ଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟାନ୍ୟ ସମ୍ମାନନୀୟ ଅତିଥିଗଣ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ଜୀବନୀ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ ଗ୍ୟାଲେରୀକୁ ଉଦଘାଟନ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଡଃ ମୁଖାର୍ଜୀଙ୍କ ଉପରେ ଏକ କ୍ଷୁଦ୍ର ଚଳଚିତ୍ର ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ଆୟୋଜିତ ତର୍କ ପ୍ରତିଯୋଗିତାର କୃତୀ ମହାବିଦ୍ୟାଳୟ ଓ ବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସଂସ୍କୃତି ବିଭାଗ ସଚିବ ଶ୍ରୀ ସଂଜୀବ କୁମାର ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ବିଜୟ କେତନ ଉପାଧ୍ୟାୟ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଗଣ ଭୁବନେଶ୍ୱରର ସତସଙ୍ଗ ବିହାର ଠାରେ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ସ୍ବର୍ଗତ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।

Previous Post

ପୁରୀରେ ମହାପ୍ରଭୁଙ୍କ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

Next Post

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାଦଶ ପାଳି ଅଭିଯୋଗ ଶୁଣାଣି

Amarendra Mohapatra

Amarendra Mohapatra

Next Post
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାଦଶ ପାଳି ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାଦଶ ପାଳି ଅଭିଯୋଗ ଶୁଣାଣି

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026
ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

March 23, 2026
ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

March 23, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

March 23, 2026
ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

March 23, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News