ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରାଜଭବନରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ଭେଟିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହାକୁ ଏକ ସୌଜନ୍ୟମୂଳକ ସାକ୍ଷାତ ବୋଲି ବର୍ଣ୍ଣନା କରାଯାଇଛି।
ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ସମୟରେ ଉଭୟଙ୍କ ମଧ୍ୟରେ କ’ଣ ଆଲୋଚନା ହୋଇଥିଲା ସେ ବିଷୟରେ କୌଣସି ସୂଚନା ମିଳି ନାହିଁ।
Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.
© 2025 Himmat News