• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

    ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

    ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

    ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ  ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଜାତୀୟ ପଂଚାୟତ ସମ୍ମାନରେ ଓଡ଼ିଶାକୁ ୫ଟି ପୁରସ୍କାର

    ମୌସୁମୀ ପାଇଁ ପାଗ ଅନୁକୂଳ

    ମୌସୁମୀ ପାଇଁ ପାଗ ଅନୁକୂଳ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମା ଠାକୁରାଣୀ ଙ୍କ ବାର୍ଷିକ ପଣପାଣି ପୂଜା ରେ ଯୋଗଦେଲେ : ବିଧାୟକ

    ମୟୂରଭଞ୍ଜରେ ୨୦୨୬-୨୭ ବର୍ଷ ପାଇଁ ଆଇଏମଏଫଏଲ୍ ଦୋକାନ ବଣ୍ଟନ ଲଟେରି ପ୍ରକ୍ରିୟା ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ

    ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

    ଖେଡାପଡା ଗାଁ ନିକଟରେ ଭୟାବହ ବସ୍ ଦୁର୍ଘଟଣା

    ଖେଡାପଡା ଗାଁ ନିକଟରେ ଭୟାବହ ବସ୍ ଦୁର୍ଘଟଣା

    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

    ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

    ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ଖେଳ

ଚାମ୍ପିଅନ୍ସ ଟ୍ରଫି ପରେ ୩ ଥର ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

editor himmat news by editor himmat news
February 28, 2025
in ଖେଳ
0
ଚାମ୍ପିଅନ୍ସ ଟ୍ରଫି ପରେ ୩ ଥର ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ
0
SHARES
1
VIEWS

ନୂଆଦିଲ୍ଲୀ, ୨୮/୨ : ଭାରତ ବନାମ ପାକିସ୍ତାନ ମୁକାବିଲା ଦେଖିବାକୁ ଖେଳପ୍ରେମୀଙ୍କ ଗହଣରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳେ । ନିକଟରେ ଚାମ୍ପିଅନ୍ସ ଟ୍ରଫି-୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇ ଭୋଲଟେଜ୍ ମ୍ୟାଚ୍ ହୋଇଥିଲା । କିନ୍ତୁ ଏହି ମ୍ୟାଚ୍‌ରେ ଭାରତୀୟ କ୍ରିକେଟ ଦଳ ବିଜୟୀ ହୋଇଥିଲା । ସେପଟେ ପାକିସ୍ତାନ ଶୋଚନୀୟ ପରାଜୟ ଭୋଗିବା ସହ ଚାମ୍ପିଅନ୍ସ ଟ୍ରଫିରୁ ବିଦା ହୋଇଛି । ତେବେ ଭାରତ ବନାମ ପାକିସ୍ତାନ ମ୍ୟାଚ୍ ପୁଣି କେବେ ହେବେ ତା ଉପରେ ସମସ୍ତଙ୍କ ନଜର ରହିଛି । ଏହାରି ଭିତରେ ଖେଳପ୍ରେମୀଙ୍କ ପାଇଁ ଖୁସି ଖବର ଆସିଛି । ଚଳିତ ବର୍ଷ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ଆଉ ୩ଟି ମ୍ୟାଚ୍ ହୋଇପାରେ । ଏସିଆ କପ୍ ୨୦୨୫ ଚଳିତ ବର୍ଷ ସେପ୍େଟମ୍ବରରେ ଅନୁଷ୍ଠିତ ହେବ । ୨୦୨୫ ଏସିଆ କପରେ ମୋଟ ୧୯ଟି ମ୍ୟାଚ୍ ଖେଳାଯିବ । ଟୁର୍ଣ୍ଣାମେଣ୍ଟ ସେପ୍େଟମ୍ବର ଦ୍ୱିତୀୟ ସପ୍ତାହରେ ଆରମ୍ଭ ହୋଇପାରେ । ଏହାର ଆନୁଷ୍ଠାନିକ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଆସିନାହିଁ । ଏସିଆ କପରେ ମୋଟ ୮ଟି ଦଳ ଖେଳିବେ । ଆୟୋଜକ ଭାରତ ଏବଂ ପାକିସ୍ତାନ ଗ୍ରୁପ୍ ଇ ରେ ଅନ୍ତର୍ଭୁକ୍ତ। ଦୁଇ ଦଳ ମଧ୍ୟରେ ଗ୍ରୁପ୍ ପର୍ଯ୍ୟାୟ ମ୍ୟାଚ୍ ପରେ, ଦଳଗୁଡ଼ିକ ଏହି ଟୁର୍ଣ୍ଣାମେଣ୍ଟରେ ଆଉ ଦୁଇଟି ମ୍ୟାଚ୍ ଖେଳିପାରିବେ । ଏସିଆ କପ୍ ୨୦୨୫ରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗୋଟିଏ ମ୍ୟାଚ୍ ନିଶ୍ଚିତ । କାରଣ ଉଭୟ ଦଳ ଗୋଟିଏ ଗ୍ରୁପରେ ଅଛନ୍ତି । ଏହା ପରେ ଉଭୟ ଗ୍ରୁପର ଶ୍ରେଷ୍ଠ ୨ ଦଳ ସୁପର ୪ରେ ମୁକାବିଲା କରିବେ। ଏଥିରେ ମଧ୍ୟ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୋଇପାରନ୍ତି । ଯଦି ଉଭୟ ଦଳ ଫାଇନାଲରେ ପହଞ୍ଚନ୍ତି ତେବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟାଇଟଲ ମୁକାବିଲା ଦେଖିବାକୁ ମିଳିପାରେ । ଭାରତ ୨୦୨୫ ଏସିଆ କପର ଆୟୋଜକ । କିନ୍ତୁ କ୍ରିକବଜ୍ ରିପୋର୍ଟ ଅନୁଯାୟୀ, ଏହି ଟୁର୍ଣ୍ଣାମେଣ୍ଟ ଭାରତ ବାହାରେ ଅନୁଷ୍ଠିତ ହୋଇପାରେ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିକ୍ତସମ୍ପର୍କ ଯୋଗୁଁ ଦେଶ ବାହାରେ ଟୁର୍ଣ୍ଣାମେଣ୍ଟ ଆୟୋଜନ ହୋଇପାରେ ବୋଲି କୁହାଯାଉଛି । ଏସିଆ କପ୍ ୨୦୨୫ ଶ୍ରୀଲଙ୍କା ଏବଂ ଟଇଋରେ ଆୟୋଜିତ ହୋଇପାରେ । ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ଏବଂ ପାକିସ୍ତାନ ବ୍ୟତୀତ ବାଂଲାଦେଶ, ଶ୍ରୀଲଙ୍କା, ଆଫଗାନିସ୍ତାନ, ୟୁଏଇ, ଓମାନ ଏବଂ ହଂକଂ ଅଂଶଗ୍ରହଣ କରିବେ । ୨୦୩୧ ସୁଦ୍ଧା ୪ଟି ଏସିଆ କପ୍ ପାଇଁ ସ୍ଥାନ ନିର୍ଣ୍ଣୟ କରାଯାଇଛି । ୨୦୨୭ରେ ବାଂଲାଦେଶ ଆୟୋଜକ ହେବ, ଏହି ସିଜିନରେ ଏସିଆ କପ୍ ଓଡିଆଇ ଫର୍ମାଟରେ ଖେଳାଯିବ । ୨୦୨୯ରେ ପାକିସ୍ତାନ ଆୟୋଜକ ହେବ କିନ୍ତୁ ଏହି ଇଭେଣ୍ଟ ଏକ ନିରପେକ୍ଷ ସ୍ଥାନରେ ଖେଳାଯିବ ଏବଂ ଏହା ଟି୨୦ ଫର୍ମାଟରେ ହେବ। ୨୦୩୧ ମସିହାର ଏସିଆ କପ୍ ଦିନିକିଆ ଫର୍ମାଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବ ।

Previous Post

୬ ମାସ ପରେ ଅନୁଷ୍ଠିତ ହେଲା ପଞ୍ଚାୟତ ସମିତି ବୈଠକ

Next Post

ଚନ୍ଦ୍ରର ସ୍ପଷ୍ଟ ଚିତ୍ର ପଠାଇଲା ‘ବ୍ଲ୍ୟୁ ଘୋଷ୍ଟ’

editor himmat news

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 24k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

June 6, 2026
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

June 6, 2026
ସ୍ୱାସ୍ଥ୍ୟ ସେବା ସୁଦୃଢ଼ୀକରଣ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ

ସ୍ୱାସ୍ଥ୍ୟ ସେବା ସୁଦୃଢ଼ୀକରଣ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ

June 6, 2026
ମା ଠାକୁରାଣୀ ଙ୍କ ବାର୍ଷିକ ପଣପାଣି ପୂଜା ରେ ଯୋଗଦେଲେ : ବିଧାୟକ

ମା ଠାକୁରାଣୀ ଙ୍କ ବାର୍ଷିକ ପଣପାଣି ପୂଜା ରେ ଯୋଗଦେଲେ : ବିଧାୟକ

June 3, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

June 6, 2026
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

June 6, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News