• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ଅନ୍ତ୍ୟୋଦୟ ଗୃହ ଯୋଜନାରେ ଦିଗମ୍ବର ଠେଲାଙ୍କ ସ୍ୱପ୍ନ ସାକାର ୪ ମାସ ମଧ୍ୟରେ ଗୃହନିର୍ମାଣ ସମ୍ପୂର୍ଣ୍ଣ

Amarendra Mohapatra by Amarendra Mohapatra
August 1, 2025
in ରାଜ୍ୟ
0
ଅନ୍ତ୍ୟୋଦୟ ଗୃହ ଯୋଜନାରେ ଦିଗମ୍ବର ଠେଲାଙ୍କ ସ୍ୱପ୍ନ ସାକାର ୪ ମାସ ମଧ୍ୟରେ ଗୃହନିର୍ମାଣ ସମ୍ପୂର୍ଣ୍ଣ
0
SHARES
0
VIEWS

ଭୁବନେଶ୍ୱର : ଭବାନୀପାଟଣା ବ୍ଲକ୍ ର ବୋରଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଫପସୀ ଗ୍ରାମର ନିବାସୀ ଦିଗମ୍ବର ଠେଲା ଯିଏ କି ଶତପ୍ରତିଶତ ଦୃଷ୍ଟିବାଧିତ ଦିବ୍ୟଙ୍ଗ ଅଟନ୍ତି , କାର୍ଯ୍ୟାଦେଶର ଚାରିମାସ ମଧ୍ୟରେ ତାଙ୍କର ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗୃହ ନିର୍ମାଣ ଶେଷ ହୋଇଛି। ଗତ ୩୦ ମାର୍ଚ୍ଚ ୨୦୨୫ ରେ ମୁଖ୍ୟମନ୍ତ୍ରୀଙ୍କ କରକମଳରୁ ରିସିଗାଁଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ଶ୍ରୀ ଠେଲାଙ୍କୁ ପ୍ରଥମ କାର୍ଯ୍ୟାଦେଶ ଦିଆଯାଇଥିଲା। ଏହି ଗୃହ ତାଙ୍କ ପାଇଁ ଏକ ନିରାପଦ ଆଶ୍ରୟସ୍ଥଳ ହେବା ସହିତ ଆତ୍ମବିଶ୍ୱାସ, ଗର୍ବ ଓ ଗୌରବର ଅନୁଭୂତି ଆଣିପାରିଛି।
ଶ୍ରୀ ଦିଗମ୍ବର ଠେଲା ତାଙ୍କ ଧର୍ମପତ୍ନୀଙ୍କ ସହ ଏକ ଛୋଟ ତେଜରାତି ଦୋକାନ ଚଳାଇ ନିଜ ଜୀବିକା ନିର୍ବାହ କରନ୍ତି କ୍ଷ ତାଙ୍କର ଧର୍ମପତ୍ନୀ ଓ ପରିବାର ସଦସ୍ୟଙ୍କ ସହଯୋଗରେ ମାତ୍ର ୪ ମାସ ମଧ୍ୟରେ ଶ୍ରୀ ଠେଲାଙ୍କ ନୂଆ ଘର ନିର୍ମାଣ କାମ ସଫଳ ଭାବରେ ସମାପ୍ତ ହୋଇଛି। ଅନ୍ତ୍ୟୋଦୟ ଗୃହ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ଯେପରି ସମାଜର ଅନ୍ତିମ ସୋପାନର ଲୋକଙ୍କ ନିକଟକୁ ମଧ୍ୟ ସମସ୍ତ ସରକାରୀ ସେବା ଯୋଗାଇ ଦେଉଛନ୍ତି , ତାହାର ଏକ ଉଦାହରଣ ପାଲଟିଛି।
ସୂଚନାଯୋଗ୍ୟ ଯେ ରାଜ୍ୟବାସୀଙ୍କ ଆବଶ୍ୟକତାକୁ ହୃଦୟଙ୍ଗମ କରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ପ୍ରଣୀତ ହୋଇଥିଲା ଅନ୍ତ୍ୟୋଦୟ ଗୃହ ଯୋଜନା । ହିତାଧିକାରୀ ତାଲିକାକୁ ଆହୁରି ସମାବେଶୀ କରିବା ପାଇଁ ବିଭିନ୍ନ ଦିବ୍ୟାଙ୍ଗ ବର୍ଗର ଗୃହହୀନ କିମ୍ବା କଚ୍ଚା ଘରେ ବାସ କରୁଥିବା ପରିବାର ଏହି ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବାର ପ୍ରାବଧାନ
ରହିଛି । ଏହା ମଧ୍ୟରେ ପ୍ରାକୃତିକ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟରେ ଅଥବା ହାତୀ ଉପଦ୍ରବରେ ସମ୍ପୂର୍ଣ୍ଣ / ଭୀଷଣ ଭାବରେ ପ୍ରଭାବିତ ପରିବାର, ସରକାରୀ ପ୍ରକଳ୍ପ ସ୍ଥାନାନ୍ତରଣ ଆବଶ୍ୟକ କରୁଥିବା ସଂରକ୍ଷିତ ଅଞ୍ଚଳରେ ବସବାସ କରୁଥିବା ପରିବାର, ମୁଖ୍ୟ ଉପାର୍ଜନକାରୀ ଅତି କମ୍ ରେ ୪୦% ପ୍ରତିଶତ ଶାରୀରିକ ଭିନ୍ନକ୍ଷମ ଥିବା ପରିବାର, ନାବାଳକ ସନ୍ତାନ ଥିବା ବିଧବା ମହିଳା, ପରିବାରର ମୁଖ୍ୟ ଗୁରୁତର ରୋଗରେ ଆକ୍ରାନ୍ତ ଥିବା ପରିବାର, କୁଷ୍ଠ ରୋଗରୁ ମୁକ୍ତ, ମୁକ୍ତ ଗୋତି ଶ୍ରମିକ, ଶହୀଦ ପରିବାର, ଜାତୀୟ ପୁରସ୍କାରପ୍ରାପ୍ତ ଜାତୀୟ ଏବଂ ଆନ୍ତର୍ଜାତୀୟ ସ୍ତରର କ୍ରୀଡ଼ାବିତ୍‌, ଜଙ୍ଗଲ ଅଧିକାର ଆଇନ ହିତାଧିକାରୀ, ତୁରନ୍ତ ଗୃହ ଆବଶ୍ୟକ କରୁଥିବା ପରିବାର ରହିଛନ୍ତି ।
ନୂତନ ଗୃହ ମଞ୍ଜୁର ସହିତ ଅନ୍ତ୍ୟୋଦୟ ଗୃହ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ), ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ ଓ ଅନ୍ୟାନ୍ୟ ସରକାରୀ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାର ହିତାଧିକାରୀ, ଯେଉଁମାନେ ପ୍ରଥମ କିସ୍ତି ପାଇବାର ୪ ମାସ ଓ ୬ ମାସ ମଧ୍ୟରେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରୁଛନ୍ତି, ସେମାନଙ୍କୁ ଯଥାକ୍ରମେ ୨୦,୦୦୦ ଟଙ୍କା ଏବଂ ୧୦,୦୦୦ ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରିବାର ବ୍ୟବସ୍ଥା ରହିଛି ।
ବାସଗୃହ ହେଉଛି ମଣିଷର ମୌଳିକ ଆବଶ୍ୟକତା। ତେଣୁ ଯୋଗ୍ୟ ହିତାଧିକାରୀଙ୍କୁ ବାସଗୃହ ଯୋଗାଇବା ପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଉକ୍ତ ଯୋଜନାଗୁଡ଼ିକ ଅନୁସାରେ ଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ଆହୁରି ସମାବେଶୀ କରି ସରକାରୀ ସେବା ଯୋଗାଇବା ପାଇଁ ଓଡ଼ିଶା ସରକାରଙ୍କ ଅନ୍ତ୍ୟୋଦୟ ଗୃହ ଯୋଜନା ବିଶେଷ ସହାୟକ ହେଉଛି ବୋଲି ମନ୍ତ୍ରୀ ରବି ନାରାୟଣ ନାଏକ ପ୍ରକାଶ କରିଛନ୍ତି ।

Tags: #CM Odisha#Mohana Majhi
Previous Post

ଚି଼ହ୍ନଟ ହେବ ବ୍ଲାକ ସ୍ପଟ :କୁମ୍ଭୀର ଉପଦ୍ରଵରୁ ରକ୍ଷା ପାଇଁ ବନବିଭାଗର ମାଷ୍ଟର ପ୍ଲାନ

Next Post

ଡାକ ବିଭାଗ ପକ୍ଷରୁ ଏପିଟି ୨.୦ ଆପ୍ଲିକେସନର ପ୍ରଚଳନ ଘୋଷଣା

Amarendra Mohapatra

Amarendra Mohapatra

Next Post
ଡାକ ବିଭାଗ ପକ୍ଷରୁ ଏପିଟି ୨.୦ ଆପ୍ଲିକେସନର ପ୍ରଚଳନ ଘୋଷଣା

ଡାକ ବିଭାଗ ପକ୍ଷରୁ ଏପିଟି ୨.୦ ଆପ୍ଲିକେସନର ପ୍ରଚଳନ ଘୋଷଣା

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News