• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    କେ.ଭି. ସିଂହଦେଓଙ୍କ ସହ ଆମେରିକୀୟ କନସୁଲ୍ ଜେନେରାଲଙ୍କ ସୌଜନ୍ୟମୂଳକ ସାକ୍ଷାତକାର

    ପୃଥିବୀ ଦିବସ ପାଳନ ଅବସରରେ ଚାରା ରୋପଣ କଲେ ରାଜ୍ୟପାଳ

    କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ଅଦ୍ଭୁତ ଅନୁଭୂତି ସାଉଁଟିଲେ ତିନି ରାଜ୍ୟର ବାଚସ୍ପତି

    କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟିତ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ଓଡିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

    ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

    ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

    ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

    ଆସିକାରେ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ ଶିବିର

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ଆଞ୍ଚଳିକ

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

Amarendra Mohapatra by Amarendra Mohapatra
April 23, 2026
in ଆଞ୍ଚଳିକ
0
ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ
0
SHARES
0
VIEWS

ରେଢ଼ାଖୋଲ (ମନୋଜ କୁମାର ଜଗତ୍‌) ନାକଟିଦେଉଳ ବନାଞ୍ଚଳରେ ରେ ଦିନକୁ ଦିନ ହାତୀ ମାନଙ୍କର ଉତ୍ପାତ ବଢ଼ିବାରେ ଲାଗିଛି l ହାତୀ ଆକ୍ରମଣ ରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି| ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ବାଟଗାଁ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚଡ ଚଡି ଗ୍ରାମରେ | ସୂଚନାରୁ ପ୍ରକାଶ ଯେ, ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜ ବାଟଗାଁ ଫରେଷ୍ଟ ସେକ୍ସନ ଚଡ ଚଡି ଗ୍ରାମର ଉପାସି ବେହେରା (୫୯) ସ୍ୱାମୀ – ଶ୍ରୀବତ୍ସ ବେହେରା ନିଜ କାଜୁ ବଗିଚା ରାସ୍ତା ପାଖରେ ବୁଧବାର ଦିନ ସକାଳୁ କେନ୍ଦୁପତ୍ର ତୋଳିବାକୁ ଯାଉଥିବା ବେଳେ ଏକ ଦନ୍ତା ହାତୀ ଆସି ଆକ୍ରମଣ କରିଥିଲା | ଫଳରେ ଘଟଣା ସ୍ଥଳରେ ଉପାସିଙ୍କ ଶୋଚନୀୟ ମୃତ୍ୟୁ ହୋଇଥିଲା | ସକାଳୁ ଗ୍ରାମବାସୀ ଶବକୁ ଦେଖି ବନବିଭାଗକୁ ଖବର ଦେଇଥିଲେ| ଏହି ଘଟଣା ପରେ ଗ୍ରାମବାସୀ ଙ୍କ ମଧ୍ୟରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ବନ ବିଭାଗ ଅଧିକାରୀମାନେ ଘଟଣା ସ୍ଥଳରେ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଛନ୍ତି। ନାକଟିଦେଉଳ ପୋଲିସ ଏକ ମାମଲା ରୁଜୁ କରି ଶବ ବ୍ୟବଛେଦ ପାଇଁ ପଠାଇ ଥିବା ଜଣା ପଡିଛି | ତେବେ ବନବିଭାଗର ଦାୟିତ୍ୱ ହୀନତା ଯୋଗୁଁ ଏଭଳି ଘଟଣା ଘଟୁଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି |

Tags: elepanth attck
Previous Post

କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ଅଦ୍ଭୁତ ଅନୁଭୂତି ସାଉଁଟିଲେ ତିନି ରାଜ୍ୟର ବାଚସ୍ପତି

Next Post

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

Amarendra Mohapatra

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
କେ.ଭି. ସିଂହଦେଓଙ୍କ ସହ ଆମେରିକୀୟ କନସୁଲ୍ ଜେନେରାଲଙ୍କ ସୌଜନ୍ୟମୂଳକ ସାକ୍ଷାତକାର

କେ.ଭି. ସିଂହଦେଓଙ୍କ ସହ ଆମେରିକୀୟ କନସୁଲ୍ ଜେନେରାଲଙ୍କ ସୌଜନ୍ୟମୂଳକ ସାକ୍ଷାତକାର

April 23, 2026
ପୃଥିବୀ ଦିବସ ପାଳନ ଅବସରରେ ଚାରା ରୋପଣ କଲେ ରାଜ୍ୟପାଳ

ପୃଥିବୀ ଦିବସ ପାଳନ ଅବସରରେ ଚାରା ରୋପଣ କଲେ ରାଜ୍ୟପାଳ

April 23, 2026
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

April 23, 2026
ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

April 23, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

କେ.ଭି. ସିଂହଦେଓଙ୍କ ସହ ଆମେରିକୀୟ କନସୁଲ୍ ଜେନେରାଲଙ୍କ ସୌଜନ୍ୟମୂଳକ ସାକ୍ଷାତକାର

କେ.ଭି. ସିଂହଦେଓଙ୍କ ସହ ଆମେରିକୀୟ କନସୁଲ୍ ଜେନେରାଲଙ୍କ ସୌଜନ୍ୟମୂଳକ ସାକ୍ଷାତକାର

April 23, 2026
ପୃଥିବୀ ଦିବସ ପାଳନ ଅବସରରେ ଚାରା ରୋପଣ କଲେ ରାଜ୍ୟପାଳ

ପୃଥିବୀ ଦିବସ ପାଳନ ଅବସରରେ ଚାରା ରୋପଣ କଲେ ରାଜ୍ୟପାଳ

April 23, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News