• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ଆଞ୍ଚଳିକ

ଫୋରଡ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

editor himmat news by editor himmat news
March 3, 2025
in ଆଞ୍ଚଳିକ
0
ଫୋରଡ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ
0
SHARES
0
VIEWS

କେନ୍ଦ୍ରାପଡ଼ା କଂସାର ପଞ୍ଚାୟତ ଅନ୍ତର୍ଗତ ଫୋରଡ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଅଛି।ଉକ୍ତ ଉତ୍ସବରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ କୈଳାଶ ଚନ୍ଦ୍ର ରାଉତ ସଭାପତିତ୍ଵ ରେ ମୁଖ୍ୟ ଅତିଥି ଜିଲ୍ଲାପରିଷଦ ସଭ୍ୟ ରଶ୍ମିରଞ୍ଜନ ରାଉତ, ସମ୍ମାନୀୟ ଅତିଥି ରୂପେ ପ୍ରାକ୍ତନ କଟକ ଶିକ୍ଷା ଜିଲ୍ଲା ପରିଦର୍ଶକ ହେମନ୍ତ କୁମାର ଜେନା ଓ ଅନ୍ୟ ମାନଙ୍କ ମଧ୍ୟରେ ସମିତି ସଭ୍ୟ ସରୋଜ ରଞ୍ଜନ ଜେନା, ଅବସରପ୍ରାପ୍ତ ଶିକ୍ଷକ ରମେଶ ଚନ୍ଦ୍ର ପତି , ଉମେଶ ଚନ୍ଦ୍ର ପତି , ସମାଜସେବୀ ନିରଞ୍ଜନ ପରିଡ଼ା,ସାମ୍ବାଦିକା ସସ୍ମିତା ବେହେରା ଏବଂ କଂସାର ପଞ୍ଚାୟତ ର ସରପଞ୍ଚଙ୍କ ପ୍ରତିନିଧି ମନୋଜ କୁମାର ନାୟକ ଯୋଗଦାନ କରିଥିଲେ। ଏଥିରେ ବିଦ୍ୟାଳୟର କୁନି କୁନି ଛାତ୍ର ଓ ଛାତ୍ରୀମାଙ୍କ ଦ୍ଵାରା ସଙ୍ଗୀତ, ବକୃତା ଓ ଖେଳ ନିଶା ନିବାରଣ ନିମନ୍ତେ ସଚେତନତା କାର୍ଯକ୍ରମ ‘ପେଟେଣ୍ଟ ମେଡ଼ିସିନ’ ନାଟକ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଅନିଲ କୁମାର ଦାସ , ମନିଶ ଗୋତ୍ତମ, ଶିକ୍ଷୟତ୍ରୀ ଅନ୍ନପୂର୍ଣ୍ଣା ନାୟକ , ନିବେଦିତା ଲେଙ୍କା ପରିଚାଳନା କରିଥିଲେ। ଉତ୍ସବର ଶେଷରେ ବିଦ୍ୟାଳୟର କୃତି ଛାତ୍ର ଛାତ୍ରୀମାଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଫୋରଡ ଗ୍ରାମର ଶଙ୍କର୍ଷଣ ମୁଦୁଲି , ବବଲୁ ଜେନା , ଦୟାନିଧି ଜେନା , ଚିତ୍ତରଞ୍ଜନ ପ୍ରଧାନ , ଦୀପ୍ତି ରଞ୍ଜନ ମୁଦୁଲି ସମେତ ଗ୍ରାମବାସୀ ଉକ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Previous Post

ଓଡିଶା ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

Next Post

ବ୍ରହ୍ମପୁରରେ ଅନୁଷ୍ଠିତ ହେବ ୧୭ ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

editor himmat news

editor himmat news

Next Post
ବ୍ରହ୍ମପୁରରେ  ଅନୁଷ୍ଠିତ ହେବ ୧୭ ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

ବ୍ରହ୍ମପୁରରେ ଅନୁଷ୍ଠିତ ହେବ ୧୭ ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News