• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍‌କ୍ଲେଭ୍‌’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ  ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ସୁପୋଷିତ ଓଡ଼ିଶା ମିଶନ ଶୁଭାରମ୍ଭ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    ‘ହିମ୍ମତ୍‌’ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଜିଲ୍ଲାସ୍ତରୀୟ ସର୍ଗିଫୁଲ୍ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ଲୋକ ମହୋତ୍ସବ ସପ୍ତମ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ମାଁ’ ଭୈରବୀ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ  ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ପୋଡା ଅସ୍ତିଆ ଅଞ୍ଚଳର ବିକାଶ ପାଇଁ ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

    ଚୋର ପୋଲିସ ଖେଳ,କାର୍ଯ୍ୟରତ କନେଷ୍ଟବଳଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ,

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

୧୮,୬୦୦ କୋଟି ଟଙ୍କାଠାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

Amarendra Mohapatra by Amarendra Mohapatra
June 21, 2025
in ରାଜ୍ୟ
0
୧୮,୬୦୦ କୋଟି ଟଙ୍କାଠାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
0
SHARES
14
VIEWS

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓଡିଶା ସରକାରଙ୍କ ଏକ ବର୍ଷ ପୂର୍ଣ୍ଣ ହେବାର ଅବସରରେ ପାନୀୟ ଜଳ, ଜଳ ସେଚନ କୃଷି ଢାଂଚା, ସ୍ୱାସ୍ଥ୍ୟ ସେବା, ଗ୍ରାମୀଣ ସଡ଼କ ଓ ସେତୁ, ଜାତୀୟ ରାଜପଥ ଓ ଏକ ନୂତନ ରେଳ ଲାଇନ୍ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ୧୮,୬୦୦ କୋଟି ଟଙ୍କାଠାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହାସହ ଭିଜନ ଡକୁମେଂଟ ‘ଓଡିଶା ଭିଜନ ୨୦୩୬ ଓ ୨୦୪୭’ ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ।
ପ୍ରଧାନମନ୍ତ୍ରୀ ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଓଡ଼ିଶାର ବରପୁତ୍ରମାନଙ୍କର ଜନ୍ମସ୍ଥଳୀର ବିକାଶ କରାଯିବ। ଏହି ଯୋଜନା ଅନୁଯାୟୀ, ପ୍ରତ୍ୟେକ ଐତିହ୍ୟ ଗ୍ରାମ ପାଇଁ ପ୍ରାୟ ୧୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମ୍ପୂର୍ଣ୍ଣ ଯୋଜନାରେ ପ୍ରାୟ ୧୯ କୋଟି ଟଙ୍କା ବିନିଯୋଗ ହେବ।
ଏହି ଯୋଜନାରେ ବରପୁତ୍ର ମାନଙ୍କ ଜନ୍ମସ୍ଥଳୀରେ ପୂର୍ବ ପୁରୁଷଙ୍କର ବାସଗୃହକୁ ସଂଗ୍ରହାଳୟ ଭାବେ ବିକାଶ କରିବା, ପ୍ରତିମୂର୍ତି ସ୍ଥାପନା କରିବା, ବ୍ୟାଖ୍ୟାନ କେନ୍ଦ୍ର ପ୍ରତିଷ୍ଠା କରିବା, ଶିଶୁ ଉଦ୍ୟାନ, କାରୁକଳା ଓ ପାକଶାଳା ଷ୍ଟଲ୍‌, ଇତ୍ୟାଦି ନିର୍ମାଣ, ଗ୍ରନ୍ଥାଗାର ନିର୍ମାଣ, ସମ୍ମିଳନୀ କକ୍ଷ, ଖୋଲା ଆକାଶ ନାଟ୍ୟମଞ୍ଚ ଇତ୍ୟାଦିର ନିର୍ମାଣ ଆଦି ପଦକ୍ଷେପ ନିଆଯାଇ ସେମାନଙ୍କ ଗ୍ରାମକୁ ଐତିହାସିକ ସାଂସ୍କୃତିକ ସ୍ମୃତିସ୍ଥଳ ଏବଂ ପର୍ଯ୍ୟଟନ ସ୍ଥଳ ଭାବେ ବିକଶିତ କରିବାର ଲକ୍ଷ୍ୟ ରଖାଯାଇଛି ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ପୁସ୍ତିକା ଉନ୍ମୋଚନ କରିଥିଲେ ଏହି ଯୋଜନାରେ ରାଜ୍ୟର ପ୍ରତି ପଞ୍ଚାୟତରେ ଅନ୍ୟୁନ ଗୋଟିଏ ଲେଖାଁଏ ପ୍ରାଥମିକ ଆଦର୍ଶ ବିଦ୍ୟାଳୟ ଖୋଲିବା ପାଇଁ ସ୍ଥାନ ନିରୁପଣ ଓ ଡିପିଆର ପ୍ରସ୍ତୁତି କାର୍ଯ୍ୟ ଚାଲିଛି।
ପ୍ରଧାନମନ୍ତ୍ରୀ ମୋଦି ଦୁଇଟି ନୂତନ ଟ୍ରେନ୍ ବୌଦ୍ଧ-ସମ୍ବଲପୁର ଓ ବୌଦ୍ଧ-ଭୁବନେଶ୍ୱର ନ୍ୟୁ ଚଳାଚଳର ଶୁଭାରମ୍ଭ କରିଥିଲେ। ଏହାସହ ୧୮,୬୫୩ କୋଟି ଟଙ୍କାର ୧୦୫ଟି ବିଭିନ୍ନ ରେଳ ଭିତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।
ପ୍ରଧାନମନ୍ତ୍ରୀ ଆଜି ୯,୬୪୨ କୋଟି ଟଙ୍କାର ୬୦ଟି ଭିତିଭୂମି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବା ସହିତ ୯,୦୧୧ କୋଟି ଟଙ୍କାର ୪୫ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏଥିରେ କୃଷି ବିଭାଗର ଦୁଇଟି ପ୍ରକଳ୍ପ-୧୪୩ କୋଟି ଟଙ୍କା, ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ଗୋଟିଏ ପ୍ରକଳ୍ପ-୩୨ କୋଟି ଟଙ୍କା, ଜଳ ସମ୍ପଦ ଓ ପାନୀୟ ଜଳ ପାଇଁ ୧୯ଟି ପ୍ରକଳ୍ପ-୨୫୫୩ କୋଟି ଟଙ୍କା, ଶକ୍ତି କ୍ଷେତ୍ରରେ ୨୩ଟି ପ୍ରକଳ୍ପ-୮୦୮୩ କୋଟି ଟଙ୍କା, ସଡକ ଓ ସେତୁ ପାଇଁ ୨୨ଟି ପ୍ରକଳ୍ପ-୧୬୧୬ କୋଟି ଟଙ୍କା, ସହରାଞ୍ଚଳ ଭିତ୍ତିଭୂମି ପାଇଁ ୨୫ଟି ପ୍ରକଳ୍ପ-୧୮୫୮ କୋଟି ଟଙ୍କା, ରେଳ କ୍ଷେତ୍ରରେ ୭ଟି ପ୍ରକଳ୍ପ-୨୭୫୬ କୋଟି ଟଙ୍କା, ଜାତୀୟ ରାଜପଥ ୪ଟି ପ୍ରକଳ୍ପ-୧୪୩୨ କୋଟି ଟଙ୍କା , ବନ୍ଦର କ୍ଷେତ୍ରରେ ଗୋଟିଏ ପ୍ରକଳ୍ପ-୫୬ କୋଟି ଟଙ୍କା ଏବଂ ଅନ୍ୟାନ୍ୟ ଗୋଟିଏ ପ୍ରକଳ୍ପ-୧୨୩ କୋଟି ଟଙ୍କା, ଏହିପରି ସମୁଦାୟ ୧୮,୬୫୩ କୋଟି ଟଙ୍କାର ୧୦୫ଟି ପ୍ରକଳ୍ପ ପାଇଁ ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି।
ରେଳ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ଗୋଟିଏ ପ୍ରକଳ୍ପର ଶିଳାନ୍ୟାସ କରିଥିବା ବେଳେ ୬ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ପାଇଁ ୨୭୫୬ କୋଟି ଟଙ୍କା ବିନିଯୋଗ ହୋଇଛି। ଗୁରୁତ୍ୱପୂର୍ଣ୍ଣ ସୋନପୁର-ପୁରୁଣା କଟକ ରେଳ ଲାଇନ୍ ଉଦଘାଟିତ ହୋଇଛି, ୭୩ କିଲୋମିଟର ଦୀର୍ଘ ଏହି ରେଳ ଲାଇନ ବହୁପ୍ରତୀକ୍ଷିତ ଖୋର୍ଦ୍ଧା ରୋଡ୍‌-ବଲାଙ୍ଗିର ରେଳ ଲାଇନ୍ ପ୍ରକଳ୍ପର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏହାଦ୍ୱାରା ପ୍ରଥମ ଥର ପାଇଁ ବୌଦ୍ଧ ଜିଲ୍ଲାକୁ ରେଳ ସଂଯୋଗ ହୋଇପାରିଛି। ଏହା ସହିତ ସରଳା ଓ ଶାସନ ମଧ୍ୟରେ ତୃତୀୟ ଓ ଚତୁର୍ଥ ରେଳ ଲାଇନ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ସହିତ ଅନ୍ୟାନ୍ୟ ରେଳ ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରାଯାଇଛି। ସଭାରେ କିଛି ଲକ୍ଷପତି ଦିଦିଙ୍କୁ ପ୍ରଧାନମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।
କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ଅଧୀନରେ ୧୦୦ ଟି ଇ.ଭି ବସ୍ ର ଶୁଭାରମ୍ଭ କରିଥିଲେ ମୋଦି। ପୁରୀ, ଭୁବନେଶ୍ୱର ଓ କଟକର ୧୧ଟି ରୁଟ୍ ରେ ପୂର୍ବରୁ ଆମ ବସ ସେବା ଜାରି ଥିବା ବେଳେ, ଏହି ୧୦୦ଟି ବସ୍ ଯୋଡି ହେବା ପରେ କ୍ୟାପିଟାଲ ରିଜିଅନରେ ଆଉ ୮ଟି ନୂଆ ରୁଟ୍‌?ରେ ଆମ ବସ୍ ସେବା ପ୍ରଦାନ କରାଯିବ। ନୂତନ ଭାବେ ନିର୍ମିତ ନରାଜ୍ ଇଲେକ୍ଟ୍ରିକ୍ ବସ୍ ଡିପୋ ମଧ୍ୟ ଆଜି ଉଦଘାଟିତ ହୋଇଛି। ଏହି ୧୦୦ଟି ନୂଆ ଇଲେକ୍ଟ୍ରିକ୍ ବସ୍ ଏହି ନରାଜ ଡିପୋରୁ ହିଁ ଚଳାଚଳ କରିବ। ଏହି ନରାଜ ବସ୍ ଡିପୋ ସମ୍ପୂର୍ଣ୍ଣ ଭାବେ ଗ୍ରିନ ବିଲ୍ ଡିଙ୍ଗ ଟେକ୍ନୋଲୋଜିର ନିର୍ମାଣ ହୋଇଛି।
ଭୁବନେଶ୍ୱରର ଜନତା ମୈଦାନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଶ୍ରୀ ମୋଦି କହିଲେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ, କାରଣ ଏହି ଦିନ ଓଡିଶାରେ ପ୍ରଥମ ଭାଜପା ସରକାରର ଏକ ବର୍ଷ ପୂର୍ଣ୍ଣ ହେଉଛି। ପ୍ରଧାନମନ୍ତ୍ରୀ କହିଲେ, ଏହି ବର୍ଷ ପୂର୍ତି କେବଳ ଏକ ସରକାରର ନୁହେଁ, ବରଂ ଏହି ଏକ ବର୍ଷରେ ଜନସେବା ଓ ଜନବିଶ୍ୱାସ ପ୍ରତି ଉତ୍ସର୍ଗିତ ଉତ୍ତମ ଶାସନର ସ୍ଥାପନା କରାଯାଇଛି ।ସେ ଏହା ଉଲ୍ଲେଖ କଲେ ଯେ ସରକାର ଓଡିଶାର କୋଟିକୋଟି ଲୋକଙ୍କ ଆଶା ଓ ଅପେକ୍ଷାକୁ ପୂରଣ କରିବା ପାଇଁ ଅନେକ ପ୍ରୟାସ କରିଛି। ଶ୍ରୀ ମୋଦି ଓଡିଶା ବାସୀଙ୍କୁ ସେମାନଙ୍କର ସମର୍ଥନ ଓ ବିଶ୍ୱାସ ପାଇଁ ହୃଦୟପୂର୍ଣ୍ଣ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଓ ତାଙ୍କ ସମ୍ପୂର୍ଣ୍ଣ ଦଳକୁ ସେମାନଙ୍କର ପ୍ରଶଂସନୀୟ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ପ୍ରୟାସ ଓଡିଶାର ବିକାଶକୁ ନୂତନ ଗତି ଦେଇଛି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ. ଓଡିଶା କେବଳ ଏକ ରାଜ୍ୟ ନୁହେଁ, ବରଂ ଭାରତର ସମୃଦ୍ଧ ଐତିହ୍ୟର ଏକ ଦୀପ୍ତିମାନ ତାରକା । ଓଡିଶା ଦୀର୍ଘ କାଳ ଧରି ଭାରତୀୟ ସଭ୍ୟତା ଓ ସଂସ୍କୃତିକୁ ସମୃଦ୍ଧ କରିଆସିଛି। ସେ କହିଲେ ଯେ ଆଜି ବିକାଶ ଓ ଐଦହ୍ୟର ମନ୍ତ୍ର ଯେତେବେଳେ ଭାରତର ବିକାଶ ଆଧାର ହୋଇଛି, ସେତେବେଳେ ଓଡିଶାର ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ପ୍ରଧାନମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ଗତ ଏକ ବର୍ଷ ଧରି ଓଡିଶା ବିକାଶର ମନ୍ତ୍ରକୁ ତାଙ୍କର ଐତିହ୍ୟ ସଂରକ୍ଷଣ ସହିତ ଅଂଗୀକାର କରିଛି ଓ ଏହି ପଥରେ ରାଜ୍ୟ ଦ୍ରୁତ ଗତିରେ ଅଗ୍ରସର ହୋଇଛି।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏହି ଶୁଭ ସଂଯୋଗର ଉଲ୍ଲେଖ କରିଥିଲେ ଯେ, ଯେତେବେଳେ ଓଡିଶାରେ ସରକାର ଏକ ବର୍ଷ ପୂର୍ଣ୍ଣ କରୁଛି, ସେତେବେଳେ ଓଡିଶାର ଲୋକମାନେ ଭଗବାନ୍ ଜଗନ୍ନାଥଙ୍କର ଭବ୍ୟ ରଥଯାତ୍ରା ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଶ୍ରୀ ମୋଦି କହିଥିଲେ ଯେ ମହାପ୍ରଭୁ ଜଗନ୍ନାଥ ଆମ ପାଇଁ କେବଳ ଆରାଧ୍ୟ ନୁହନ୍ତି ବରଂ ଆମ ପାଇଁ ପ୍ରେରଣାର ଉତ୍ସ ।
ସେ କହିଲେ ଯେ, ଭଗବାନଙ୍କ ଆଶୀର୍ବାଦରେ ଶ୍ରୀମନ୍ଦିର ସମ୍ବନ୍ଧୀୟ ଅନେକ ବିଷୟର ସମାଧାନ ହୋଇଯାଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ମୋହନ ମାଝି ଓ ତାଙ୍କ ସରକାରକୁ କୋଟି କୋଟି ଭକ୍ତଙ୍କ ଭାବନାର ସମ୍ମାନ କରିଥିବା ପାଇଁ ଅଭିନନ୍ଦନ ଜଣାଇଥିଲେ। ସେ ଏହି କଥାକୁ ଉଲ୍ଲେଖ କରିଥିଲେ ଯେ, ସରକାର ଗଠନ ହେବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିଦିଆଗଲା।
ଶ୍ରୀ ମୋଦି ଆହୁରି କହିଥିଲେ ଯେ, ମନ୍ଦିରର ରତ୍ନଭଣ୍ଡାର ମଧ୍ୟ ଖୋଲାଯାଇଛି, ଏବଂ ସେ ଏହାକୁ ସ୍ପଷ୍ଟ କରିଥିଲେ ଯେ ଏହା କୌଣସି ରାଜନୈତିକ ଜୟ -ବିଜୟ ନୁହେଁ, ବରଂ କୋଟି କୋଟି ଭକ୍ତଙ୍କର ଆସ୍ଥାକୁ ସମ୍ମାନ କରି ବ୍ୟକ୍ତ କରାଯାଇଥିବା କାର୍ଯ୍ୟ ।

Tags: #Narendra Modibhubaneswarbjpodishaodisha
Previous Post

ମହାପ୍ରଭୁଙ୍କୁ ଭୂମିକୁ ଆସିବା ପାଇଁ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କଲି : ପ୍ରଧାନମନ୍ତ୍ରୀ

Next Post

ବିଜେପି ସରକାରର ବର୍ଷ ପୂର୍ତି ଉତ୍ସବ – ବର୍ଷକର ସଫଳତା କହିଲେ ମୁଖ୍ୟମନ୍ତ୍ରୀ

Amarendra Mohapatra

Amarendra Mohapatra

Next Post
ବିଜେପି ସରକାରର ବର୍ଷ ପୂର୍ତି ଉତ୍ସବ – ବର୍ଷକର ସଫଳତା କହିଲେ ମୁଖ୍ୟମନ୍ତ୍ରୀ

ବିଜେପି ସରକାରର ବର୍ଷ ପୂର୍ତି ଉତ୍ସବ - ବର୍ଷକର ସଫଳତା କହିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025
ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

ବ୍ରିଜ ତଳକୁ ଖସିଲା ବସ ,୧୪ ଜଣ ଗୁରୁତର ଆହତ

November 26, 2025
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲା ସ୍ତରୀୟ ଉଦଘାଟନ

November 26, 2025

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 4, 2025
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ

November 28, 2025

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News