• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

    ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

    ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

    ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

    ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

    ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

    ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ  ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଜାତୀୟ ପଂଚାୟତ ସମ୍ମାନରେ ଓଡ଼ିଶାକୁ ୫ଟି ପୁରସ୍କାର

    ଜାତୀୟ ପଂଚାୟତ ସମ୍ମାନରେ ଓଡ଼ିଶାକୁ ୫ଟି ପୁରସ୍କାର

    ମୌସୁମୀ ପାଇଁ ପାଗ ଅନୁକୂଳ

    ମୌସୁମୀ ପାଇଁ ପାଗ ଅନୁକୂଳ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ଗଞ୍ଜାମ ଜିଲ୍ଲା ପ୍ଲାନିଂ କମିଟି ନିର୍ବାଚନ ରେ ବିଜୁ ଜନତା ଦଳ ର ମହାବିଜୟ

    ଗଞ୍ଜାମ ଜିଲ୍ଲା ପ୍ଲାନିଂ କମିଟି ନିର୍ବାଚନ ରେ ବିଜୁ ଜନତା ଦଳ ର ମହାବିଜୟ

    ମା ଠାକୁରାଣୀ ଙ୍କ ବାର୍ଷିକ ପଣପାଣି ପୂଜା ରେ ଯୋଗଦେଲେ : ବିଧାୟକ

    ମା ଠାକୁରାଣୀ ଙ୍କ ବାର୍ଷିକ ପଣପାଣି ପୂଜା ରେ ଯୋଗଦେଲେ : ବିଧାୟକ

    ମୟୂରଭଞ୍ଜରେ ୨୦୨୬-୨୭ ବର୍ଷ ପାଇଁ ଆଇଏମଏଫଏଲ୍ ଦୋକାନ ବଣ୍ଟନ ଲଟେରି ପ୍ରକ୍ରିୟା ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ

    ମୟୂରଭଞ୍ଜରେ ୨୦୨୬-୨୭ ବର୍ଷ ପାଇଁ ଆଇଏମଏଫଏଲ୍ ଦୋକାନ ବଣ୍ଟନ ଲଟେରି ପ୍ରକ୍ରିୟା ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ

    ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

    ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

    ଖେଡାପଡା ଗାଁ ନିକଟରେ ଭୟାବହ ବସ୍ ଦୁର୍ଘଟଣା

    ଖେଡାପଡା ଗାଁ ନିକଟରେ ଭୟାବହ ବସ୍ ଦୁର୍ଘଟଣା

    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର : ମୁଖ୍ୟମନ୍ତ୍ରୀ ଅତ୍ୟାଧୁନିକ ବୈଜ୍ଞାନିକ ଗବେଷଣା ଦ୍ୱାରା ଆମ ରାଜ୍ୟକୁ ପ୍ରଗତିର ଶୀର୍ଷ ସ୍ଥାନରେ ପହଂଚାଇବା ଆମର ମୂଳ ଲକ୍ଷ୍ୟ ଡିପ୍ ଟେକ୍ ଏବଂ ଫ୍ରଂଟିୟର ଟେକ୍ନୋଲୋଜି ପ୍ରୟାସ ଉପରେ ଆମ ସରକାର ବିଶେଷ ଧ୍ୟାନ ଦେଉଛନ୍ତି ଓଡିଶାରେ ଜୈବ-ପ୍ରଯୁକ୍ତିବିଦ୍ୟା ଗବେଷଣା ଓ ପାରମ୍ପରିକ ଔଷଧ କ୍ଷେତ୍ରରେ ପ୍ରଚୁର ସମ୍ଭାବନା ସୃଷ୍ଟି କରାଯାଉଛି - ମୁଖ୍ୟମନ୍ତ୍ରୀ

Amarendra Mohapatra by Amarendra Mohapatra
March 29, 2025
in ରାଜ୍ୟ
0
ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩

photograph himmat

0
SHARES
6
VIEWS

ଭୁବନେଶ୍ୱର : ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର । ବିଜ୍ଞାନର ଉପଯୋଗ ସାଧାରଣ ଜନତାଙ୍କ ସୁବିଧା ସୁଯୋଗକୁ ଆଖି ଆଗରେ ରଖି ସ୍ଥାୟୀ ପରିବର୍ତନ ଆଣିବାରେ ନିୟୋଜିତ ହେବା ଉଚିତ । ଏଥିପାଇଁ ତୃଣମୂଳ ସ୍ତରରେ ଗବେଷଣା ହେବା ସହିତ ବିଜ୍ଞାନ ଓ କାରିଗରୀ କ୍ଷେତ୍ରରେ ବ୍ୟାପକ ଉନ୍ନତି ଆଣି ଅର୍ଥନୈତିକ ଓ ପ୍ରଗତିର ଶୀର୍ଷ ସ୍ଥାନରେ ଆମ ରାଜ୍ୟକୁ ପହଂଚାଇବା ମୂଳ ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନଭେନସନ ସେଂଟର ଠାରେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ଆୟୋଜିତ ‘ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆମକୁ ଅନ୍ତର୍ଜାତୀୟ ସ୍ତରରେ ଆଗକୁ ବଢିବାକୁ ହେଲେ ବୈଜ୍ଞାନିକ ଆବିଷ୍କାର ଓ ଉଦ୍ଭାବନକୁ ବ୍ୟବହାର କରି ମାନବ ସମାଜର ବିକାଶ ପାଇଁ ଦୀର୍ଘସ୍ଥାୟୀ ଯୋଜନା କରିବାକୁ ପଡ଼ିବ । ବିଜ୍ଞାନ ଏବଂ କାରିଗରୀର ଉନ୍ନତି ସହିତ ଆମକୁ କୃଷି, ସ୍ୱାସ୍ଥ୍ୟ, ଶକ୍ତି, ଶିକ୍ଷା ଓ ପରିବେଶ ବିଷୟରେ ଉନ୍ନତ ଜ୍ଞାନ କୌଶଳ ତଥା ଯନ୍ତ୍ରପାତି ଉଦ୍ଭାବନ ଉପରେ ମନୋନିବେଶ କରି ବିକାଶର ଗତିକୁ ଆହୁରି କ୍ରିୟାଶୀଳ କରିବାକୁ ପଡ଼ିବ। ଆଉ ଏଥିପାଇଁ ବୈଜ୍ଞାନିକଙ୍କ ପ୍ରଚେଷ୍ଟା ହିଁ ଆମକୁ ସଫଳ କରାଇବ ।
ସେ କହିଥିଲେଯେ, ଆଜି ଭାରତୀୟ ବିଜ୍ଞାନ ମଧ୍ୟ ଖୁବ ଉଚ୍ଚରେ ଅଛି। ମହାକାଶ ବିଜ୍ଞାନରେ ଚନ୍ଦ୍ରୟାନ, ଆଦିତ୍ୟ, ମଙ୍ଗଳୟାନ, ଗଗନୟାନ ଭଳି ଅନେକ ସଫଳ ପରୀକ୍ଷଣ ଆମକୁ ବିଶ୍ୱରେ ଏକ ବୈଜ୍ଞାନିକ ବିକାଶଶୀଳ ଦେଶ ଭାବରେ ପ୍ରତିଷ୍ଠିତ କରି ପାରିଛି। ଆମର ଜ୍ୟୋତିର୍ବିଦ୍ୟା, ଗଣିତ ଓ ଔଷଧ ଶାସ୍ତ୍ର ସାରା ପୃଥିବୀରେ ଅଗ୍ରଣୀ। ଆଜିର ଯୁଗର ସବୁଠାରୁ ଲୋକପ୍ରିୟ ସାଇନ୍ସ ସେକ୍ଟର ହେଉଛି ଆଇଟି ସେକ୍ଟର ଏବଂ ବିଶ୍ୱର ପ୍ରାୟ ସମସ୍ତ ଆଇଟି ସେକ୍ଟରରେ ଭାରତୀୟ ମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି।
ବର୍ତମାନ ସମୟରେ ବୈଜ୍ଞାନିକ ଗବେଷଣା ଏକ ନୂତନ ଦିଗ୍‌ଦର୍ଶନ ଯେଗାଇପାରିଛି । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଆଜିର ସମୟରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ସ୍ତରକୁ ଆହୁରି ଉନ୍ନତ କରି ପାରିଛି । ଭାରତୀୟ ବିଜ୍ଞାନ ମଧ୍ୟ ଆଜି ବିଶ୍ୱ ସ୍ତରରେ ଖୁବ ନାଁ କରିଛି। ଆମ ରାଜ୍ୟରେ ମଧ୍ୟ ବିଜ୍ଞାନ ଏବଂ ବୈଷୟିକ ଜ୍ଞାନ କୌଶଳର ଅଭିବୃଦ୍ଧି ଏବଂ ଉନ୍ନତି ପାଇଁ ଆମ ସରକାର ଅନେକ ପଦକ୍ଷେପ ନେଉଛନ୍ତି । ଆମର ଡିପ୍ ଟେକ୍ ଏବଂ ଫ୍ରଂଟିୟର ଟେକ୍ନୋଲୋଜି ପ୍ରୟାସର ଏକ ଅଂଶ ଭାବରେ, ଆମେ ଆର୍ଟିଫିସିଆଲ ଇେଂଟଲିଜେନ୍ସ, ବ୍ଲକ ଚେନ୍‌, ରୋବୋଟିକ୍ସ ଏବଂ କ୍ୱାଂଟମ୍ କମ୍ପ୍ୟୁଟିଂ ଭଳି ଅଭିନବ ପ୍ରୟାସ ଉପରେ ବିଶେଷ ଧ୍ୟାନ ଦେଉଛୁ ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ।
ସେ ପୁଣି କହିଥିଲେଯେ, ଉଦ୍ଭିଦ ଓ ଜୀବଜନ୍ତୁ ସମୃଦ୍ଧ ବିବିଧତା ସହିତ ଓଡିଶାରେ ଜୈବ-ପ୍ରଯୁକ୍ତିବିଦ୍ୟା ଗବେଷଣା, ବିଶେଷ କରି ଜୈବ ସମ୍ବଳ ଓ ପାରମ୍ପରିକ ଔଷଧ କ୍ଷେତ୍ରରେ ପ୍ରଚୁର ସମ୍ଭାବନା ରହିଛି। ରାଜ୍ୟରେ ସାମୁଦ୍ରିକ ଜୈବ-ପ୍ରଯୁକ୍ତିବିଦ୍ୟା କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଓଡ଼ିଶା ମେରାଇନ୍ ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଆଣ୍ଡ ଅନୋଭେସନ୍ ସେଂଟର ନାମକ ଏକ ପ୍ଲାଟଫର୍ମ ପ୍ରତିଷ୍ଠା କରାଯିବ। ଏହି ପ୍ଲାଟଫର୍ମ ମାଧ୍ୟମରେ ଶିକ୍ଷାବିତ୍‌, ଗବେଷକ, ଭଦ୍ଭାବକ, ଉଦ୍ୟୋଗୀ ଏବଂ ନୀତି ନିର୍ଦ୍ଧାରକ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଏକାଠି କରି ପୂର୍ବ ଉପକୂଳରେ ବଙ୍ଗୋପସାଗରର ଜୈବ ସମ୍ଭାବନାକୁ ଉପଯୋଗ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରାଯିବ । ରାଜ୍ୟରେ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ଏବଂ ଗଣିତ ଶିକ୍ଷାର ପ୍ରୋତ୍ସାହନ ନିମନ୍ତେ ପ୍ଲାନୋଟୋରିୟମ, ବିଜ୍ଞାନ କେନ୍ଦ୍ରଗୁଡିୁକ ମଧ୍ୟରେ ଏକ ନେଟୱାର୍କ ମଧ୍ୟ ପ୍ରତିଷ୍ଠା କରାଯିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ଏବଂ କହିଥିଲେ ଯେ, ଆମର ଆଗାମୀ ପିଢ଼ି ବିଜ୍ଞାନରେ ବୈପ୍ଳବିକ ପରିବର୍ତନ ଆଣି ବିଜ୍ଞାନକୁ ସାଧାରଣ ଜନତାଙ୍କ ସେବାରେ ଲଗାଇବେ ଓ ବିଜ୍ଞାନକୁ ଆହୁରି ଲୋକପ୍ରିୟ କରିବାରେ ସହାୟକ ହେବେ।
କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜ୍ଞାନ ଓ କାରିଗରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ, ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର କହିଥିଲେଯେ, ଦିନକୁ ଦିନ ବିଜ୍ଞାନ ପ୍ରତି ଲୋକମାନଙ୍କର ଆଗ୍ରହ ବଢ଼ି ଚାଲିଛି କାରଣ ଆଜି ଆମମାନଙ୍କର ଜୀବନଶୈଳୀ, ବିଜ୍ଞାନ ଉପରେ ଅନେକ ମାତ୍ରାରେ ନିର୍ଭରଶୀଳ ହୋଇଅଛି। ଏଣୁ ଯିଏ ବିଜ୍ଞାନରେ ଶକ୍ତିଶାଳୀ ହେବ, ପ୍ରକୃତରେ ସେ ଶକ୍ତିଶାଳୀ ।
ଇତ୍ୟବସରରେ, ମୁଖ୍ୟମନ୍ତ୍ରୀ ପ୍ରଫେସର ରାଜ କିଶୋର ପରମଗୁରୁ, ଡ଼କ୍ଟର ଶୁଭ୍ରାଂଶୁ ଶେଖର ମହାପାତ୍ର, ପ୍ରଫେସର କୃଷ୍ଣ ଚନ୍ଦ୍ର ମହାନ୍ତି, ଡକ୍ଟର ରଘୁପତୃଣି ଭୀମା ରାଓ, ପ୍ରଫେସର ମଳୟ କୁମାର ମିଶ୍ର ପ୍ରମୁଖଙ୍କୁ ବରିଷ୍ଠ ବୈଜ୍ଞାନିକ ପୁରସ୍କାର ପ୍ରଦାନ କରିଥିବା ବେଳେ, ପ୍ରଫେସର କ୍ଷୀରୋଦ କୁମାର ଜେନାଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ଭାବରେ, ଶ୍ରୀ ରବୀନ୍ଦ୍ରନାଥ ମାଝୀ ଓ ଶ୍ରୀମତୀ ତୁଳସୀ ସ୍ୱାଇଁଙ୍କୁ ପ୍ରାଣକୃଷ୍ଣ ପରିଜା ଲୋକପ୍ରିୟ ବିଜ୍ଞାନ ପୁସ୍ତକ ପୁରସ୍କାର ଦିଆଯାଇଥିବା ବେଳେ ଡକ୍ଟର ସଙ୍ଘମିତ୍ରା ସାମନ୍ତରାୟ, ଡକ୍ଟର ବେଦାଙ୍ଗଦାସ ମହାନ୍ତି, ପ୍ରଫେସର ସୁବ୍ରତ କୁମାର ପଣ୍ଡା, ପ୍ରଫେସର ପିନାକି ଦତଙ୍କୁ ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର ଓ ଯୁବ ବୈଜ୍ଞାନିକ ପୁରସ୍କାରରେ ଡକ୍ଟର ସରିତ ଶେଖର ପଟ୍ଟନାୟକ, ଡକ୍ଟର ଅପ୍ରମିତା ଚାନ୍ଦ, ଡକ୍ଟର ରାଜେଶ କୁମାର ପୃଷ୍ଟି ଓ ଡକ୍ଟର ସଞ୍ଜୟ କୁମାର ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଉକ୍ତ କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗର ପ୍ରମୁଖ ଶାସନ ସଚିବ, ଶ୍ରୀମତୀ ଚିତ୍ରା ଆରୁମୁଗମ ଯୋଗଦେଇ ସ୍ୱାଗତ ଭାଷଣ ଦେଇଥିବା ବେଳେ ସମ୍ପାଦକ, ପ୍ରଫେସର ଆଶିଷ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ ।

Tags: #CM Odisha#Mohana Majhi
Previous Post

ମେ’୧୫ ସୁଦ୍ଧା ଯୁକ୍ତ ୨ ରେଜଲ୍ଟ

Next Post

ବୋରିଗୁମ୍ମା ରେ ପବିତ୍ର ରାମ ନବମୀ ପାଳିତ

Amarendra Mohapatra

Amarendra Mohapatra

Next Post
ବୋରିଗୁମ୍ମା ରେ ପବିତ୍ର ରାମ ନବମୀ ପାଳିତ

ବୋରିଗୁମ୍ମା ରେ ପବିତ୍ର ରାମ ନବମୀ ପାଳିତ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ଗଞ୍ଜାମ ଜିଲ୍ଲା ପ୍ଲାନିଂ କମିଟି ନିର୍ବାଚନ ରେ ବିଜୁ ଜନତା ଦଳ ର ମହାବିଜୟ

ଗଞ୍ଜାମ ଜିଲ୍ଲା ପ୍ଲାନିଂ କମିଟି ନିର୍ବାଚନ ରେ ବିଜୁ ଜନତା ଦଳ ର ମହାବିଜୟ

June 18, 2026
ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

June 6, 2026
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି

June 6, 2026
ସ୍ୱାସ୍ଥ୍ୟ ସେବା ସୁଦୃଢ଼ୀକରଣ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ

ସ୍ୱାସ୍ଥ୍ୟ ସେବା ସୁଦୃଢ଼ୀକରଣ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ

June 6, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ଗଞ୍ଜାମ ଜିଲ୍ଲା ପ୍ଲାନିଂ କମିଟି ନିର୍ବାଚନ ରେ ବିଜୁ ଜନତା ଦଳ ର ମହାବିଜୟ

ଗଞ୍ଜାମ ଜିଲ୍ଲା ପ୍ଲାନିଂ କମିଟି ନିର୍ବାଚନ ରେ ବିଜୁ ଜନତା ଦଳ ର ମହାବିଜୟ

June 18, 2026
ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

June 6, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News