• About
  • Advertise
  • Privacy & Policy
  • Contact
himmatnews.com
Advertisement
  • Home
  • Epaper
  • ରାଜ୍ୟ
    ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

    ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

    ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ  ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଜାତୀୟ ପଂଚାୟତ ସମ୍ମାନରେ ଓଡ଼ିଶାକୁ ୫ଟି ପୁରସ୍କାର

    ଜାତୀୟ ପଂଚାୟତ ସମ୍ମାନରେ ଓଡ଼ିଶାକୁ ୫ଟି ପୁରସ୍କାର

    ମୌସୁମୀ ପାଇଁ ପାଗ ଅନୁକୂଳ

    ମୌସୁମୀ ପାଇଁ ପାଗ ଅନୁକୂଳ

    ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ କମିଶନରେଟ ପୋଲିସ ଅଫିସ୍ ଘେରିଲା କଂଗ୍ରେସ

    ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ କମିଶନରେଟ ପୋଲିସ ଅଫିସ୍ ଘେରିଲା କଂଗ୍ରେସ

    ଓଏଫ୍‌ଟିଡିଏ ର ୨ୟ ବାର୍ଷିକ ଉତ୍ସବ ମେ ୧ରେ

    ଓଏଫ୍‌ଟିଡିଏ ର ୨ୟ ବାର୍ଷିକ ଉତ୍ସବ ମେ ୧ରେ

    Trending Tags

    • Trump Inauguration
    • United Stated
    • White House
    • Market Stories
    • Election Results
  • ଦେଶ-ବିଦେଶ
  • ଆଞ୍ଚଳିକ
    ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

    ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

    ଖେଡାପଡା ଗାଁ ନିକଟରେ ଭୟାବହ ବସ୍ ଦୁର୍ଘଟଣା

    ଖେଡାପଡା ଗାଁ ନିକଟରେ ଭୟାବହ ବସ୍ ଦୁର୍ଘଟଣା

    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ ଅନୁଷ୍ଠିତ

    ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

    ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ  ନାମ’

    ସାଲ୍ୟୁଟ୍ ତିରଙ୍ଗା ପକ୍ଷରୁ ‘ଏକ ସନ୍ଧ୍ୟା ଶହୀଦଙ୍କୋ ନାମ’

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

    ଚଳିତ ଶିକ୍ଷାବର୍ଷର ଅନ୍ତିମ ତଥା ୯ମ ସାଧନକେନ୍ଦ୍ର ସ୍ତରୀୟ ବୈଠକ ସମାପ୍ତ

  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl

      Shooting More than 40 Years of New York’s Halloween Parade

      Why Millennials Need to Save Twice as Much as Boomers Did

      Doctors take inspiration from online dating to build organ transplant AI

      How couples can solve lighting disagreements for good

      Here’s Some of the Best Sneakers on Display at London Fashion Week

      Is Japan the Most Overrated Travel Destination in the World?

      Trending Tags

      • Golden Globes
      • Game of Thrones
      • MotoGP 2017
      • eSports
      • Fashion Week
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ବଡ଼ ପରଦାରେ ପୁଣିଥରେ ବରୁଣ-ଜାହ୍ନବୀ

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ‘ସିକନ୍ଦର’ର ଟିଜର୍ ଆଉଟ୍‌

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ପରଲୋକରେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଭଡ଼ାରେ ରହିବେ ଶାହାରୁଖ ଖାନ୍‌

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    ଦି ଡିପ୍ଲୋମାଟ୍‌’ ରିଲିଜ୍‌ ତାରିଖ ସ୍ଥଗିତ

    Game of Thrones spending just as long making fewer episodes

  • ସଂପାଦକୀୟ
    ବିଶ୍ବ ଦହିବରା ଦିବସ

    ବିଶ୍ବ ଦହିବରା ଦିବସ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ବିଜ୍ଞାନ ଦିବସର ବିଶେଷତ୍ୱ ଏବଂ ଏକ ନିରପେକ୍ଷ ଅନୁଶୀଳନ

    ଗାଳିର ଅନ୍ୟ ରୂପ ଶାନ୍ତି 

    ଗାଳିର ଅନ୍ୟ ରୂପ ଶାନ୍ତି 

    These Are the 5 Big Tech Stories to Watch in 2017

    With 150 million daily active users, Instagram Stories is launching ads

    Trending Tags

    • Nintendo Switch
    • CES 2017
    • Playstation 4 Pro
    • Mark Zuckerberg
No Result
View All Result

Home ରାଜ୍ୟ

ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

Amarendra Mohapatra by Amarendra Mohapatra
June 19, 2025
in ରାଜ୍ୟ
0
ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
6
VIEWS

ଭୁବନେଶ୍ୱର, ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି ତେଣୁ ଏହି ସଂସ୍କୃତିର ବିକାଶ ପାଇଁ ଆଗାମୀ ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ଓଡିଶାରେ ପରିଣତ କରିବାକୁ ହେବ। ଆଗାମୀ ୧୧ ବର୍ଷ ଭିତରେ ଏହି ଲକ୍ଷ୍ୟକୁ ସାକାର କରିବାକୁ ହେଲେ ରାଜ୍ୟର ୪୦ ପ୍ରତିଶତ ଜନସଂଖ୍ୟା ବିଶିଷ୍ଟ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ କରିବାକୁ ହେବ।
ଆଜି ଏହି “ଆଦିବାସୀ ଶକ୍ତି ସମାବେଶ” ରେ ସଂସ୍କୃତି ଓ ପରମ୍ପରାର ଏକ ଅପୂର୍ବ ମିଳନ ହେଉଛି। ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ମେଳା ରାଜ୍ୟର ସମସ୍ତ ଆଦିବାସୀ ସମ୍ପ୍ରଦାୟଙ୍କୁ ଏକାଠି କରିବାର ଓ ସେମାନଙ୍କୁ ପରସ୍ପରର ସଂସ୍କୃତି ସହ ପରିଚିତ କରାଇବାର ଏକ ସୁଯୋଗ ସୃଷ୍ଟି କରି ଆସୁଛି । ଏହି ସମାବେଶର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଆଦିବାସୀ ସମ୍ପ୍ରଦାୟର ସମସ୍ତ ସମସ୍ୟା ଓ ଆବଶ୍ୟକତାକୁ ସୁନିଶ୍ଚିତ କରିବା। ଆମେ ତାଙ୍କର ଶିକ୍ଷା, ସ୍ୱାସ୍ଥ୍ୟ, ଓ ସାମାଜିକ ସୁରକ୍ଷାରେ ଉନ୍ନତି କରିବା ପାଇଁ ପ୍ରତିବଦ୍ଧ ବୋଲି ସେ କହିଥିଲେ।
ଓଡିଶାର ପ୍ରାଣ ହେଉଛନ୍ତି ଏହାର ଜନଜାତି । ରାଜ୍ୟର ପ୍ରାୟ ଏକ ଚତୁର୍ଥାଂଶ ହେଉଛନ୍ତି ଆଦିବାସୀ ସଂପ୍ରଦାୟ ।ଆଦିବାସୀ ଜନଜାତି ଆଜି ଭାରତର ଶ୍ରେଷ୍ଠ ସ୍ଥାନ ଗ୍ରହଣ କରିଛନ୍ତି ଏବଂ ମୟୂରଭଞ୍ଜରୁ ୭ ଜଣ ଆଦିବାସୀ ସମ୍ପ୍ରଦାୟ ର ବିଧାୟକ ମାନେ ଆଜି ଏହି ଜିଲ୍ଲାର ପ୍ରତିନିଧିତ୍ୱ କରୁଛନ୍ତି, ଏହା ଆମ ପାଇଁ ଗୌରବର ବିଷୟ । ଯେତେବେଳେ ସମ୍ମାନର କଥା ଆସେ ଏଇ ମୟୂରଭଞ୍ଜ ମାଟିର ଜଣେ ସାଧାରଣ ପରିବାରର ଝିଅ ବହୁ ବାଧାବିଘ୍ନ ସତ୍ତ୍ୱେ ଆଜି ଦେଶରା ପ୍ରଥମ ନାଗରିକ, ମହାମହିମ ରାଷ୍ଟ୍ରପତି ପଦରେ ଦେଶକୁ ଗୌରବାନ୍ୱିତ କରୁଛନ୍ତି। କେବଳ ମୟୂରଭଞ୍ଜ ନୁହେଁ ସାରା ଦେଶର ଜନଜାତି ଝିଅ, ପ୍ରତ୍‌ଯେକ ମହିଳାଙ୍କ ପାଇଁ ପ୍ରାରଣାର ଉତ୍ସ। ଭାରତୀୟ ସଂସ୍କୃତି ଓ ପରମ୍ପରା ଜନଜାତିଙ୍କ ବିନା କଳ୍ପନା କରିବା ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି।
ସେ କହିଛନ୍ତିଯେ, କେନ୍ଦ୍ର ସରକାରଙ୍କ ସହିତ ଓଡିଶା ରାଜ୍ୟ ସରକାର ଜନଜାତି କଲ୍ୟାଣ ପାଇଁ ପ୍ରତିବଦ୍ଧ। ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଅଧିନରେ ରାଜ୍ୟର ଜନଜାତି ସମୁଦାୟର ଜୀବିକା ବିକାଶକୁ ପ୍ରୋତ୍ସାହନ କରାଯାଉଛି । କୃଷି, ଜଳସେଚନ ଓ ପଶୁପାଳନ ମାଧ୍ୟମରେ ୧.୪୫ ଲକ୍ଷ ଜନଜାତି ପରିବାରର ଜୀବିକା ଓ ଆର୍ôଥକ ସ୍ଥିତିରେ ଉନ୍ନତି ଆସିଛି । ୫ ହଜାର ଆଦିବାସୀ ଯୁବକ ଓ ଯୁବତୀମାନେ ପ୍ରତ୍ୟେକେ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପାଇ ଲଘୁ ଉଦ୍ୟୋଗ ଆରମ୍ଭ କରି ଉପକୃତ ହୋଇଛନ୍ତି । ଛାତ୍ରଛାତ୍ରୀଙ୍କ ଆବାସିକ ଶିକ୍ଷାକୁ ସହଜ କରିବା ପାଇଁ ୨୦୨୪ ଆର୍ôଥକ ବର୍ଷରେ ୮୩ ଗୋଟି ନୂତନ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରାବାସ, ୨୩ଟି ଅନ୍ୟାନ୍ୟ ପଛୁଆବର୍ଗ ଛାତ୍ରାବାସ ଏବଂ ୨୨୯ ଗୋଟି ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସ ପାଇଁ ମୋଟ ୭୩୨.୪୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।
ଶିକ୍ଷାକୁ ସୁଦୂରପ୍ରସାରି କରିବା ନିମନ୍ତେ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ସ୍ତରରେ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାଟିକୁ ଆରମ୍ଭ ହୋଇଛି । ଆବାସିକ ବିଦ୍ୟାଳୟଗୁଡ଼ିକୁ ଅତ୍ୟାଧୁନିକ ଶିକ୍ଷାନୁଷ୍ଠାନରେ ପରଣିତ କରିବା ଲକ୍ଷ୍ୟରେ ସହିଦ ଲକ୍ଷ୍ମଣ ନାୟକ ଆଦର୍ଶ ଆଶ୍ରମ ବିଦ୍ୟାଳୟ ଯୋଜନା ନିମନ୍ତେ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ‘ବିକଶିତ ଓଡିଶା, ବିକଶିତ ଭାରତ’ର ସାରଥି କରିବା ଉଦ୍ଦେଶ୍ୟରେ ରାଜ୍ୟରେ ପିଏମ୍‌-ଜନମନ ଯୋଜନାର ପ୍ରଚାରପ୍ରସାର କରାଯାଉଛି । ଏହି ଅଭିଯାନ ରାଜ୍ୟର ୧୪ ଟି ଜିଲ୍ଲାର ୧୬୭୯ ଟି ଗ୍ରାମରେ ବାସ କରୁଥିବା ୨,୯୪,୭୧୨ ଜଣ ବିଶେଷ ଭାବେ ଅନୁନ୍ନତ ଜନଜାତି ସମୁଦାୟ (ପିଭିଟିଜି) ଙ୍କ ନିକଟରେ ପହଞ୍ଚିବ । ରାଜ୍ୟ ସରକାର ଆଦିବାସୀ ସଂସ୍କୃତି ଓ ଐତିହ୍ୟ ଭବନ ଏବଂ ଆଦିବାସୀ ଭାଷା ପ୍ରତିଷ୍ଠାନ ନିମନ୍ତେ ଯଥାକ୍ରମେ ୧୦୦ କୋଟି ଓ ୫୦ କୋଟି ଟଙ୍କା ବ୍ୟୟ ବରାଦରେ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଓଡିଶାର ସାମଗ୍ରିକ ବିକାଶ ପାଇଁ ଆମ ସରକାର ଏକ ରଣ କୌଶଳ ପ୍ରସ୍ତୁତ କରିଛନ୍ତି। ଆଦିବାସୀ ସଶକ୍ତିକରଣ ଆମ ପାଇଁ କେବଳ ଏକ ସ୍ଲୋଗାନ କିମ୍ବା ଭୋଟ ପାଇଁ ଇଭେଣ୍ଟ ମେନେଜ୍ମେଣ୍ଟ ନୁହେଁ। ଏହା ଆମ ସରକାରଙ୍କ ଆପଣଙ୍କ ପାଇଁ ପ୍ରତିବଦ୍ଧତା।
ପ୍ରତ୍ୟେକ ଆଦିବାସୀ ପରିବାରରେ ଶିକ୍ଷାର ପ୍ରସାର ହିଁ ଆଦିବାସୀ ସମାଜର ବିକାଶ ବୋଲି ଗଣଶିକ୍ଷା ତଥା ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ।ଗରିବ, ଅବହେଳିତ ଆଦିବାସୀ ଭାଇ ଭଉଣୀ ମାନଙ୍କ ସମସ୍ତ ମୌଳିକ ଆବଶ୍ୟକତା ପୂର୍ଣ୍ଣ କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପଂଚାୟତିରାଜ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ କହିଥିଲେ।ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଥିଲେଯେ, ଜନଜାତିମାନଙ୍କ ସାମାଜିକ ବ୍ୟବସ୍ଥା, ସାଂସ୍କୃତିକ ବୈଭବ ଓ ମୌଳିକତାକୁ ବଜାୟ ରଖିବାକୁ ପଡିବ କାରଣ ଆମ ସଂସ୍କୃତିର ମୂଳପିଣ୍ଡ ହେଉଛନ୍ତି ଆମ ଆଦିମ ଅଧିବାସୀ।
ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଥିଲେ ଯେ, ଆଦିବାସୀଙ୍କ ଉନ୍ନତିର କେବଳ ଆମ ସଂସ୍କୃତିର ବିକାଶ ନୁହେଁ ବରଂ ଆମ ପର୍ଯ୍ୟାବରଣର ବିକାଶ।ଉକ୍ତ କାର୍ଯ୍ୟକ୍ରମରେ ଆଦିବାସୀ ଲୋକକଳା, ସଂସ୍କୃତି ଓ ପରମ୍ପରା ସମ୍ବନ୍ଧରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ବ୍ୟକ୍ତି ବିଶେଷଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ।
କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟସଭା ସାଂସଦ, ଶ୍ରୀମତୀ ମମତା ମହାନ୍ତ, ବାଲେଶ୍ୱର ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମୟୁରଭଞ୍ଜ ସାଂସଦ, ଶ୍ରୀ ନବଚରଣ ମାଝୀ, ଉଦଳା ବିଧାୟକ, ଶ୍ରୀ ଭାସ୍କର ମଢେଇ, କରଞ୍ଜିଆ ବିଧାୟକ, ଶ୍ରୀ ପଦ୍ମଚରଣ ହାଇବୁରୁ, ସାରସକଣା ବିଧାୟକ ଶ୍ରୀ ଭାଦବ ହାଂସଦା, ବାରିପଦା ବିଧାୟକ, ଶ୍ରୀ ପ୍ରକାଶ ସୋରେନ, ରାଇରଙ୍ଗପୁର ବିଧାୟକ, ଶ୍ରୀ ଜଲେନ୍‌? ମୁର୍ମୁ, ବାଙ୍ଗିରିପୋଷି ବିଧାୟିକା, ସୁଶ୍ରୀ ସଞ୍ଜଳି ମୁର୍ମୁ ପ୍ରମୁଖ ମଂଚାସୀନ ଥିଲେ। ବଡ଼ସାହି ବିଧାୟକ ଶ୍ରୀ ସନାତନ ବିଜୁଳି ସ୍ୱାଗତଭାଷଣ ଦେଇଥିବା ବେଳେ, ଅନୁସୂଚିତ ଜାତି ଏବଂ ଜନଜାତି ବିଭାଗ ନିର୍ଦ୍ଦେଶିକା ଶ୍ରୀମତୀ ପୋମା ଟୁଡୁ ଧନ୍ୟବାଦ ଦେଇଥିଲେ।

Previous Post

ଅଲ ଓଡିଶା ସ୍ନାତକ ଅଙ୍ଗନୱାଡି କର୍ମୀ ସଙ୍ଘ ଗଠିତ

Next Post

ବିଶାଖାପାଟନାରେ ଯୋଗରେ ଏକ ନୂଆ ରେକର୍ଡ କରିବାକୁ ପ୍ରସ୍ତୁତି ଶେଷ

Amarendra Mohapatra

Amarendra Mohapatra

Next Post
ବିଶାଖାପାଟନାରେ ଯୋଗରେ ଏକ ନୂଆ ରେକର୍ଡ କରିବାକୁ ପ୍ରସ୍ତୁତି ଶେଷ

ବିଶାଖାପାଟନାରେ ଯୋଗରେ ଏକ ନୂଆ ରେକର୍ଡ କରିବାକୁ ପ୍ରସ୍ତୁତି ଶେଷ

Leave a Reply Cancel reply

Your email address will not be published. Required fields are marked *

Stay Connected test

  • 23.9k Followers
  • 99 Subscribers
  • Trending
  • Comments
  • Latest
ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧ରୁ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ : ମୁଖ୍ୟମନ୍ତ୍ରୀ

March 13, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

February 26, 2025
ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କେବେ?

February 27, 2025
ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ସଂଗମରେ ବୁଡ଼ ପକାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

February 26, 2025
ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

ନିଶାଖୋର ଲୋକଙ୍କୁ କିମିଆ କରିଛି ମଦ

1
ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

ପୂର୍ବାଚଂଳ ଆଚଂଳିକ କୃଷିମେଳା ୨୦୨୪-୨୫

1

The Legend of Zelda: Breath of the Wild gameplay on the Nintendo Switch

0

Shadow Tactics: Blades of the Shogun Review

0
ପୋଲିସ କାର୍ଯ୍ୟପ୍ରଣାଳୀ ଜାଣିବାକୁ ଥାନା ପରିଦର୍ଶନ କଲେ କଲେଜ ଛାତ୍ରଛାତ୍ରୀ

ପୋଲିସ କାର୍ଯ୍ୟପ୍ରଣାଳୀ ଜାଣିବାକୁ ଥାନା ପରିଦର୍ଶନ କଲେ କଲେଜ ଛାତ୍ରଛାତ୍ରୀ

May 20, 2026
ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

May 20, 2026
ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

May 20, 2026
ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ  ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ସମ୍ୱଲପୁର ଓ ବରଗଡ଼ ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

May 20, 2026

Recent News

Facebook Twitter Youtube RSS

Himmat News

Himmat, a leading news house in Odisha, serves as a vital source of information, delivering news on politics, business, culture, sports, and current affairs.

Follow Us

Browse by Category

  • Uncategorized
  • ଆଞ୍ଚଳିକ
  • ଖାଦ୍ୟ ପ୍ରସ୍ତୁତି
  • ଖେଳ
  • ଜୀବନଚର୍ଯ୍ୟl
  • ଦେଶ-ବିଦେଶ
  • ବିଶେଷ
  • ମନରୋଞ୍ଜନ
  • ରାଜ୍ୟ
  • ରାଶିଫଳ
  • ସଂପାଦକୀୟ
  • ସ୍ବାସ୍ଥ୍ୟ

Recent News

ପୋଲିସ କାର୍ଯ୍ୟପ୍ରଣାଳୀ ଜାଣିବାକୁ ଥାନା ପରିଦର୍ଶନ କଲେ କଲେଜ ଛାତ୍ରଛାତ୍ରୀ

ପୋଲିସ କାର୍ଯ୍ୟପ୍ରଣାଳୀ ଜାଣିବାକୁ ଥାନା ପରିଦର୍ଶନ କଲେ କଲେଜ ଛାତ୍ରଛାତ୍ରୀ

May 20, 2026
ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

ମଣ୍ଡଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଉଦଯାପିତ

May 20, 2026

© 2025 Himmat News

No Result
View All Result
  • Home
  • Epaper
  • ରାଜ୍ୟ
  • ଦେଶ-ବିଦେଶ
  • ଆଞ୍ଚଳିକ
  • ଖେଳ
  • ବିଶେଷ
    • ଜୀବନଚର୍ଯ୍ୟl
    • ରାଶିଫଳ
    • ସ୍ବାସ୍ଥ୍ୟ
    • ଖାଦ୍ୟ ପ୍ରସ୍ତୁତି
  • ମନରୋଞ୍ଜନ
  • ସଂପାଦକୀୟ

© 2025 Himmat News